ଭୁବନେଶ୍ବରରେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି

0

ଭୁବନେଶ୍ୱର ୧୨ଭୁବନେଶ୍ୱରରେ ପହଞ୍ଚିଲେ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗାଙ୍ଗୁଲିଙ୍କୁ ସ୍ୱାଗତ କରିଛନ୍ତି ଓସିଏ ସଂପାଦକ ସଂଜୟ ବେହେରାଗାଙ୍ଗୁଳି ଏୟାରପୋର୍ଟରୁ ସିଧା ମେଫେୟାର ହୋଟେଲକୁ ଯିବେସେଠାରେ କିଛି ସମୟ ବିଶ୍ରାମ ନେବା ପରେ ସଂଧ୍ୟା ୫ଟାରେ ନବୀନ ନିବାସରେ ପହଞ୍ଚି ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଗାଙ୍ଗୁଲି ଏହାପରେ ବାରବାଟୀ ଯାଇ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍ ଦେଖିଛନ୍ତି।

Leave A Reply

Your email address will not be published.