Browsing Category

ରାଜ୍ୟ

ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ସବୁ ମାମଲାରେ ଦୋଷମୁକ୍ତ

ବ୍ରହ୍ମପୁର, ୮/୧: ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ସବୁ ମାମଲାରେ ଦୋଷମୁକ୍ତ ହୋଇଛନ୍ତି। ଗତକାଲି ତାଙ୍କୁ ଦୁଇଟି ମାମଲାରେ ଦୋଷମୁକ୍ତ ଘୋଷଣା କରିଥିଲେ ନ୍ୟାୟାଳୟ। ଆଜି ତାଙ୍କୁ ଅନ୍ୟ ୩ଟି ମାମଲାରେ…
Read More...

ଭୁବନେଶ୍ବରରେ ଯୁବକଙ୍କୁ ହତ୍ୟା: ମହିଳା ସମେତ ୩ ଅଭିଯୁକ୍ତ ନୟାଗଡ଼ରୁ ଗିରଫ

ଭୁବନେଶ୍ବର, ୮/୧: ରାଜଧାନୀ ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ନିକଟରେ ଆଜି ସକାଳୁ ବହୁଚର୍ଚ୍ଚିତ ସହଦେବ ନାୟକ ହତ୍ୟା ଘଟଣାରେ କମିସନରେଟ୍ ପୁଲିସର ସ୍ଵତନ୍ତ୍ର ଟିମ୍ ତିନି ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୁଲିସ…
Read More...

ଏଚ୍‌ଏମ୍‌ପିଭିର ମୁକାବିଲା ଲାଗି ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର, ୭/୧: ଦେଶରେ ଏଚ୍‌ଏମ୍‌ପିଭି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏଯାଏ କିନ୍ତୁ ଓଡ଼ିଶାରେ ଏହାର କୌଣସି ପ୍ରଭାବ ନାହିଁ। ଏଣୁ ଏହାକୁ ନେଇ ଆଦୌ ଆତଙ୍କିତ ନହେବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ…
Read More...

ଏଚ୍ଏମ୍‌ପିଭି ଭୂତାଣୁ ଆତଙ୍କ: ମହାରାଷ୍ଟ୍ର ସରକାର ଜାରି କଲେ ସତର୍କ ସୂଚନା

ମୁମ୍ବାଇ, ୬/୧: ହ୍ୟୁମାନ ମେଟାପ୍‌ନ୍ୟୁମୋ ଭାଇରସ୍ (ଏଚଏମପିଭି) ବର୍ତ୍ତମାନ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। କରୋନା ପରି ପରିବେଶ ପୁନର୍ବାର ଦେଖାଯିବା ନେଇ ସାରା ବିଶ୍ୱରେ ଭୟ ସୃଷ୍ଟି ହୋଇଛି। ଏହି ସମୟରେ, ଖବର…
Read More...

ଦର ଉପରେ ସରକାରଙ୍କ ନିୟନ୍ତ୍ରଣ ନାହିଁ: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ବର, ୬/୧: ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ଆନ୍ଦୋଳନ କରାଯାଇଛି। ରାଜଧାନୀରେ ହଜାର ହଜାର ବିଜେଡି କର୍ମୀଙ୍କ ମେଳରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ…
Read More...

ଏଚ୍‌ଏମ୍‌ପିଭି ଆତଙ୍କ: ଚୀନ୍‌ରେ ଫେରିଲା ମାସ୍କ୍, କରୋନାଠୁ ବେଶୀ ବିପଜ୍ଜନକ

ବେଜିଂ, ୫/୧: ଚୀନ୍‌ରେ ଏଚ୍‌ଏମ୍‌ପିଭି ଭୂତାଣୁ ଦ୍ରୁତ ଗତିରେ ବ୍ୟାପୁଛି। ଏହାର ସଂକ୍ରମଣରେ ବୃଦ୍ଧି ଘଟୁଥିବା ଦୃଷ୍ଟିରୁ ଚୀନ୍‌ର ଅନେକ ରାଜ୍ୟରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି। ଏହି ଭୂତାଣୁ କରୋନା…
Read More...

ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଆଇନ ମନ୍ତ୍ରୀ

ପୁରୀ, ୫/୧: ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ିବା ଘଟଣାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି, ମଝିରେ ମଝିରେ ଯଦି କୌଣସି ଦୁର୍ବୃତ୍ତ ଶ୍ରୀମନ୍ଦିର ସିକ୍ୟୁରିଟି ଉପରେ ଆକ୍ରମଣ କରିବାକୁ ବା…
Read More...

ମାର୍ଚ୍ଚ ୩୦ରେ ଆବେଦନ କଲେ ମଧ୍ୟ ଏକାଥରେ ସୁଭଦ୍ରାର ଦୁଇଟି କିସ୍ତି ମିଳିବ

ଭୁବନେଶ୍ବର, ୪/୧: ଜାନୁଆରି ୧୫ ତାରିଖ ପରେ ସୁଭଦ୍ରା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ। ତେବେ ନିର୍ଦ୍ଦଷ୍ଟ କେତେ ତାରିଖରେ ଟଙ୍କା ମିଳିବ, ସେନେଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କୌଣସି ସୂଚନା…
Read More...

ମନୋଜ ସାହୁ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ବର, ୪/୧: ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ମନୋଜ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଛି। ୨୦୦୬ ବ୍ୟାଚ୍‌ର ଆଇଏଏସ୍‌ ଶ୍ରୀ ସାହୁଙ୍କୁ ଅରିନ୍ଦମ…
Read More...

ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ୧୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର

ଭୁବନେଶ୍ବର, ୨/୧: ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ସ୍ୱାଧୀନତା ସଂଗ୍ରାମୀଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।…
Read More...