Browsing Category

ରାଜ୍ୟ

କଂଗ୍ରେସରୁ ସୁର ରାଉତରାୟ ୬ ବର୍ଷ ପାଇଁ ବହିଷ୍କୃତ

ଭୁବନେଶ୍ବର, ୧୫/୪: ଦଳରେ ବିଶୃଙ୍ଖଳିତ କାର୍ଯ୍ୟ ପାଇଁ କଂଗ୍ରେସରୁ ସୁର ରାଉତରାୟଙ୍କୁ ବହିଷ୍କୃତ କରାଯାଇଛି। ତାଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ କରାଯାଇଛି। ସେ ଦଳ ବିରୋଧୀ କାର୍ଯ୍ୟରେ ନିୟୋଜିତ ଥିବା ଅଭିଯୋଗ…
Read More...

ଯାଜପୁରରେ ଓଭର ବ୍ରିଜ୍ ତଳକୁ ଖସିଲା ଯାତ୍ରୀବାହୀ ବସ୍: ୫ ମୃତ, ପ୍ରାୟ ୪୦ ଆହତ

ଯାଜପୁର, ୧୫/୪: ଯାଜପୁର କୁଆଖିଆ ନିକଟରେ ଏନଏଚ୍-୧୬ରେ ବାରବାଟୀ ଛକଠାରେ ଓଭରବ୍ରିଜରୁ ଯାତ୍ରୀବାହୀ ବସ୍ ତଳକୁ ଖସିପଡ଼ିଛି। ଏହି ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଥିବା ବେଳେ ୪୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କ…
Read More...

ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ‌ଦେହାନ୍ତ

ଜଳେଶ୍ଵର, ୧୨/୪: ବାଲେଶ୍ବର ଜିଲ୍ଲା ଭୋଗରାଇର ତିନି ଥରର ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କର ଗତକାଲି ରାତିରେ ପରଲୋକ ହୋଇଯାଇଛି। ଗତ ଦୁଇ ସପ୍ତାହ ତଳେ ସେ ଭୁବନେଶ୍ୱର ସହିଦନଗର ସ୍ଥିତ ବାସଭବନରେ…
Read More...

କଂଗ୍ରେସ ଜାରି କଲା ପ୍ରଚାର କମିଟି ତାଲିକା: ଭକ୍ତ ଦାସ ଅଧ୍ୟକ୍ଷ, ନବଜ୍ୟୋତି ପଟ୍ଟନାୟକ ଉପାଧ୍ୟକ୍ଷ

ଭୁବନେଶ୍ବର, ୧୦/୪: ସାଧାରଣ ନିର୍ବାଚନ-୨୦୨୪ ପାଇଁ ଭୋଟ୍‌ ଗ୍ରହଣ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ଦଳଗୁଡ଼ିକ ସେତିକି ସକ୍ରିୟ ଦେଖାଯାଉଛି। ଦଳୀୟ ନେତା ଓ କର୍ମୀମାନେ ମଧ୍ୟ ଉତ୍ସାହିତ ଦେଖାଯାଉଛନ୍ତି। ବୁଧବାର…
Read More...

ମହମ୍ମଦ ମୋକିମ୍‌ଙ୍କୁ ହାଇକୋର୍ଟଙ୍କ ଝଟ୍‌କା: ନିମ୍ନ ଅଦାଲତଙ୍କ ରାୟକୁ କାଏମ୍‌ ରଖିଲେ

କଟକ, ୧୦/୪: ଓଆରଏଚ୍‌ଡିସି ଦୁର୍ନୀତି ମାମଲାରେ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ହାଇକୋର୍ଟଙ୍କ ଝଟ୍‌କା। ମହମ୍ମଦ ମୋକିମ୍‌ଙ୍କ ଆବେଦନକୁ ଖାରଜ କରି ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟକୁ…
Read More...

ସାଧାରଣ ସୁବିଧାରୁ ବଂଚିତ ଶିଶୁମାନଙ୍କର ସୋଆ କମ୍ୟୁନିଟି ରେଡ଼ିଓ ପରିଦର୍ଶନ

ଭୁବନେଶ୍ୱର, ୯/୪:  ସାଧାରଣ ମାନର ଜୀବନଯାପନ ଅଧିକାରରୁ ବଂଚିତ ପନ୍ଦର ଜଣ ଶିଶୁ ଗତ ଶନିବାର ଦିନ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ବୁଲି ଦେଖିବା ସହ ରେଡ଼ିଓ ମାଧ୍ୟମରେ ନିଜର ଜୀବନର ଅନୁଭୂତି ବଖାଣିବା ସହ ନିଜର ଉତମ…
Read More...

ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା

ଭୁବନେଶ୍ବର, ୭/୪: ନିକଟରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା ବିଜେଡିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ସେ ଆଜି ଶଙ୍ଖଭବନକୁ ଆସି ବିଜେଡିରେ ମିଶିଛନ୍ତି। ବିଜେଡିର ବରିଷ୍ଠ ନେତା ପ୍ରତାପ…
Read More...

ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର

ଭୁବନେଶ୍ବର, ୭/୪ : ଲେଖାଶ୍ରୀ ସାମନ୍ତସିଂହାର ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ବିଜେଡି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର ଏବଂ ଦଳର ନେତାଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବିଜେପି ଛାଡ଼ିଥିବା…
Read More...

୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ୩୯ଟି କ୍ଷେତ୍ରରେ ଚିତ୍ର ଅସ୍ପଷ୍ଟ

ଭୁବନେଶ୍ବର, ୫/୪: ବିଜୁ ଜନତା ଦଳ (ବିଜେଡି) ଶୁକ୍ରବାର ତୃତୀୟ ପର୍ଯ୍ୟାୟରେ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏହି ପର୍ଯ୍ୟାୟରେ ରେଙ୍ଗାଲି ପାଇଁ…
Read More...

ଭୁବନେଶ୍ବରରେ ଚଳିତ ବର୍ଷର ସର୍ବାଧିକ ତାପମାତ୍ରା ୪୩. ୫ ଡି‌ଗ୍ରି ରେକର୍ଡ

ଭୁ‌ବନେଶ୍ବର, ୫/୪: ରାଜଧାନୀ ଭୁବନେଶ୍ବରରେ ଚଳିତ ବର୍ଷର ସର୍ବାଧିକ ଦିନ ତାପମାତ୍ର ଶୁକ୍ରବାର ରେକର୍ଡ ହୋଇଛି। ଭୁବନେଶ୍ବରରେ ଆଜି ତାପମାତ୍ରା ୪୩.୫ ଡିଗ୍ରି ଛୁଇଁଛି। ଆଞ୍ଚଳିକ  ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ…
Read More...