୩ ଦିନିଆ ଦିଲ୍ଲୀଗସ୍ତରେ ଯିବେ ନବୀନ

0

ଭୁବନେଶ୍ଵର, ୨୯।୫ : ଆସନ୍ତାକାଲିଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ମଧ୍ୟାହ୍ନ ୧୨ଟାରେ ଦିଲ୍ଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ୩୧ ତାରିଖ ଦିନ ନବୀନ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବାର ସମ୍ଭାବନା ରହିଛି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ତେବେ ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ପହଞ୍ଚିବେ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.