୩ ମାସ ମଧ୍ୟରେ ସମାଧାନ ହେବ ଡ୍ରାଇଭରଙ୍କ ଦାବି

0

ଭୁବନେଶ୍ୱର, ୧୬।୩: ଆସନ୍ତା ୩ ମାସ ମଧ୍ୟରେ ଡ୍ରାଇଭର ଏକତା ମହାସଂଘର ଦାବିଗୁଡିକୁ ସମାଧାନ କରାଯିବ ବୋଲି ଆଜି ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ କୁହାଯାଇ। ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ ଏନେଇ ଡ୍ରାଇଭର ଏକତା ମହାସଂଘର ଆବାହକଙ୍କୁ ଚିଠି ଲେଖି ସୂଚନା ଦିଆଯାଇ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଡ୍ରାଇଭର ଏକତା ମହାସଂଘର ବରିଷ୍ଠ ଅଧିକାରୀ ଓ ସଦସ୍ୟଙ୍କ ଉପସ୍ଥିତିରେ ଆଜି ସନ୍ଧ୍ୟାରେ ସଚିବାଳୟ ସମ୍ମିଳନୀ କକ୍ଷରେ ବୈଠକ ଅନୁଷ୍ଠିତ ହୋଇଥିଲା। ଆଉ ଆସନ୍ତା ୩ ମାସ ମଧ୍ୟରେ ନିଷ୍ପତ୍ତି ନିଆଯିବ ବୋଲି ବୈଠକରେ ସମ୍ମତି ପ୍ରକାଶ ପାଇଛି।

Leave A Reply

Your email address will not be published.