ଚିକିତ୍ସା କ୍ଷେତ୍ରରେ ସୋଆ ଗବେଷକଙ୍କ ଅଭିନବ ସୂତ୍ରର ଉଦ୍‌ଭାବନ

ଭୁବନେଶ୍ୱର, ୨/୬: ଗବେଷଣା ଦ୍ୱାରା ଜଟିଳ ସ୍ୱାସ୍ଥ୍ୟଗତ ସମସ୍ୟାର ନିରାକରଣ ନିମନ୍ତେ ସରଳ, ବ୍ୟୟସାପେକ୍ଷ ଏବଂ ଅଭିନବ ଫାର୍ମାସ୍ୟୁଟିକାଲ୍ ସୂତ୍ରର ଉଦ୍‌ଭାବନ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗବେଷକ । ଏହି…
Read More...

କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା : ୩୦ ଯାତ୍ରୀଙ୍କ ମୃତ୍ୟୁ, ୨୦୦ ଆହତ; ମୃତାହତ ସଂଖ୍ୟା ବୃଦ୍ଧି ଆଶଙ୍କା

ଭୁବନେଶ୍ବର, ୨/୬: ବାଲେଶ୍ବର ଜିଲ୍ଲା ବାହାନଗା ‌ରେଳ ଷ୍ଟେସନ ନିକଟରେ ଆଜି ସନ୍ଧ୍ୟାରେ ଘଟିଛି ଏକ ଭୟାବହ ରେଳ ଦୁର୍ଘଟଣା। କୋଲକାତାରୁ ଶାଲିମାର ଯାଉଥିବା  କରମଣ୍ଡଳ ଏକ୍ସପ୍ରେସ୍‌ ଟ୍ରେନ୍‌ (୧୨୮୪୧-ଅପ୍‌)…
Read More...

ଆସନ୍ତାକାଲି ଦିନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ

ଭୁବନେଶ୍ବର, ୧/୬: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ପରୀକ୍ଷା ଫଳ ଜୁନ୍‌ ୨ ତାରିଖ (ଶୁକ୍ରବାର) ପୂର୍ବାହ୍‌ଣ ୧୧ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ‘ଓଜେଇଇ’ର ୱେବ୍‌ସାଇଟ୍‌ରୁ ଏହି ଫଳାଫଳ…
Read More...

ଆସନ୍ତା ଶିକ୍ଷାବର୍ଷଠାରୁ ବିଦ୍ୟାଳୟ ପାଠ୍ୟକ୍ରମରେ ସ୍ଥାନ ପାଇବ କ୍ରୀଡ଼ା ବିଷୟବସ୍ତୁ: କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ବର, ୩୧/୫:ଆସନ୍ତା ଶିକ୍ଷା ବର୍ଷ (୨୦୨୪-୨୫)ରୁ ବିଦ୍ୟାଳୟ ପାଠ୍ୟକ୍ରମରେ କ୍ରୀଡା ବିଷୟବସ୍ତୁ ସ୍ଥାନ ପାଇବ। ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ। କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି…
Read More...

ରାଜ୍ୟ ସରକାରଙ୍କ ବଡ ଘୋଷଣା: ବଢ଼ାଇଲେ ଅନୁକମ୍ପା ରାଶି, ଚାକିରିରେ ଥାଇ ମୃତ୍ୟୁ ହେଲେ ମିଳିବ ୧୦ ଲକ୍ଷ ଟଙ୍କା

ଭୁବନେଶ୍ବର, ୩୧/୫: ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଏହି…
Read More...

ଗଙ୍ଗାରେ ମେଡାଲ ଭସାଉଥିବା କୁସ୍ତିଯୋଦ୍ଧାଙ୍କୁ ରୋକିଲେ ଚାଷୀ ନେତା ନରେଶ ଟିକାୟକ

ନୂଆଦିଲ୍ଲୀ ୩୦/ ୦୫: କୁସ୍ତି ମହାସଂଘ ଅଧ୍ୟକ୍ଷ ତଥା ବିଜେପି ସାଂସଦ ବୃଜଭୂଷଣ ଶରଣ ସିଂହଙ୍କ ବିରୁଦ୍ଧରେ ଦୀର୍ଘଦିନ ହେଲା ଧାରଣା ଦେଉଥିବା କୁସ୍ତି ଯୋଦ୍ଧା ମଙ୍ଗଳବାର ବଡ ଧରଣର ହଙ୍ଗାମା କରିଛନ୍ତି । କୁସ୍ତି…
Read More...

ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଅନୁମୋଦିତ

ଭୁବନେଶ୍ବର, ୨୯/୫: ରାଜ୍ୟ କ୍ୟାବିନେଟ ବୈଠକରେ ୧୮ଟି ପ୍ରସ୍ତାବ ଅନୁମୋଦିତ ହୋଇଥିବାର ସୂଚନା ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା।…
Read More...

ମେ ୩୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ

କଟକ, ୨୯/୫: ଆସନ୍ତା ମେ ୩୧ରେ ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ)ର ପରୀକ୍ଷା ନିୟନ୍ତ୍ରକ ଏହି ସୂଚନା ଦେଇଛନ୍ତି। ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷାଫଳ…
Read More...

ସୋଆକୁ ଏଜୁକେସନ୍ ୱାର୍ଲ୍ଡ ପକ୍ଷରୁ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନ

ଭୁବନେଶ୍ୱର ୨୯/୫: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟକୁ ବହୁବିଧ ବିଶ୍ୱବିଦ୍ୟାଳୟ ସମ୍ମାନରେ ସମ୍ମାନିତ କରାଯାଇଛି । ଗତ ଶନିବାର ଦିନ ନୂଆଦିଲ୍ଲୀଠାରେ ଏଜୁକେସନ୍ ୱାର୍ଲ୍ଡ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ…
Read More...