ରାଜ୍ୟ ସରକାର ବଢ଼ାଇଲେ ସର୍ବନିମ୍ନ ମଜୁରୀ

ଭୁବନେଶ୍ବର, ୧୪/୩: ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ…
Read More...

ଏମ୍‌ସ ଭୁବନେଶ୍ୱରକୁ ‘ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏସିଆ ସେଫ୍‌ ସର୍ଜିକାଲ୍ ଇମ୍ପ୍ଲାଣ୍ଟ କନସୋର୍ଟିୟମ୍’ ପୁରସ୍କାର

ଭୁବନେଶ୍ୱର, ୧୩/୩: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ମର୍ଯ୍ୟାଦାଜନକ ଏସିଆ ସେଫ୍ ସର୍ଜିକାଲ୍ ଇମ୍ପ୍ଲାଣ୍ଟ କନ୍ସୋର୍ଟିୟମ୍ କ୍ୟୁଆଇପି ପୁରସ୍କାର ୨୦୨୩ରେ ସମ୍ମାନିତ ହୋଇଛି ଏମ୍‌ସ ଭୁବନେଶ୍ୱର।…
Read More...

ଆଉ ୨୨ ନୂଆ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୩/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି।…
Read More...

ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା

ଭୁବନେଶ୍ବର, ୧୩/୩: ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୨୫ ହଜାର ଟଙ୍କା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇ କୁହାଯାଇଛି ଯେ, ପଦ୍ମ…
Read More...

ଆସିଲା ବିଜେପିର ୨ୟ ପ୍ରାର୍ଥୀ ତାଲିକା, ନାଗପୁରରୁ ନୀତିନ ଗଡ଼କରୀ

ନୂଆଦିଲ୍ଲୀ, ୧୩/୩: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ବୁଧବାର ନିଜର ଦ୍ୱିତୀୟ ପ୍ରାର୍ଥୀ ତାଲିକା ଜାରି କରିଛି। ଦ୍ବିତୀୟ ତାଲିକାରେ ୭୨ ଜଣଙ୍କ ନାଁ ରହିଛି ।  କେନ୍ଦ୍ରମନ୍ତ୍ରୀ…
Read More...

ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ, ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର, ୧୨/୩: ରାଜ୍ୟ ସରକାର ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ପ୍ରତିନିଧିମାନଙ୍କ ପାରିତୋଷିକ, ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏହି ଘୋଷଣା କରିଛନ୍ତି।…
Read More...

ନିର୍ବାଚନ କମିଶନଙ୍କୁ ନିର୍ବାଚନ ବଣ୍ଡ ସମ୍ପର୍କିତ ତଥ୍ୟ ଦେଲା ଷ୍ଟେଟ ବ୍ୟାଙ୍କ

ନୂଆଦିଲ୍ଲୀ, ୧୨/୩: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସବିଆଇ) ନିର୍ବାଚନ କମିଶନଙ୍କୁ ଇଲେକ୍ଟୋରାଲ ବଣ୍ଡ ସମ୍ପର୍କିତ ତଥ୍ୟ ପଠାଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ଏହି ତଥ୍ୟ ଏସବିଆଇକୁ…
Read More...

ବଢ଼ିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କର ଦେୟ: ୨୦୨୩ ଅକ୍ଟୋବରରୁ ପିଛିଲା ଭାବେ ଲାଗୁ

ଭୁବନେଶ୍ବର, ୧୧/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା…
Read More...

ଏସ୍‌ସିବି ଏମ୍‌ସ ପ୍ଲସ୍‌ ପ୍ରକଳ୍ପର କାମ ନିର୍ଦ୍ଧାରିତ ସମୟରେ ସାର: ପାଣ୍ଡିଆନ

କଟକ, ୧୧/୩: ୪୫୦୦ କୋଟି ଟଙ୍କା ବ୍ୟୟରେ ନିର୍ମାଣ ଚାଲିଥିବା ବିଶ୍ୱସ୍ତରୀୟ କଟକ ବଡ଼ ଡ଼ାକ୍ତରଖାନା ଏମ୍‌ସ ପ୍ଲସ୍‌ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଜି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌…
Read More...

କଂଗ୍ରେସକୁ ବଡ଼ ଝଟକା, ପୂର୍ବତନ ମନ୍ତ୍ରୀଙ୍କ ସମେତ ରାଜସ୍ଥାନର ୩୨ ନେତା ବିଜେପିରେ ମିଶିଲେ

ଜୟପୁର, ୧୦/୩: ଲୋକସଭା ନିର୍ବାଚନ ପୂର୍ବରୁ ରାଜସ୍ଥାନ କଂଗ୍ରେସକୁ ବଡ଼ ଝଟକା ଲାଗିଛି। ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଘନିଷ୍ଠ ସହଯୋଗୀ ତଥା ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ଲାଲଚାନ୍ଦ କଟାରିଆ…
Read More...