ଆର୍.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ

0

ଭୁବନେଶ୍ବର, ୧୧।୪ : ଗୁଇନ୍ଦା ନିର୍ଦ୍ଦେଶକ ବଦଳାଇଛନ୍ତି ରାଜ୍ୟ ସରକାର। ବର୍ତ୍ତମାନ ଗୁଇନ୍ଦା ନିର୍ଦ୍ଦେଶକ ଥିବା ଲଳିତ ଦାସଙ୍କୁ ଗୃହ ବିଭାଗ ଓଏସ୍‌ଡି କରାଯାଇଛି। ଏଡିଜି ଆର୍‌.ପି.କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଗକୁ ଆଇପିଏସ୍‌ ସ୍ତରରେ ଅଦଳବଦଳ ହୋଇପାରେ।

 

Leave A Reply

Your email address will not be published.