ସୋଆ ଏନ୍‌ସିସି କ୍ୟାଡେଟଙ୍କ ପକ୍ଷରୁ ରକ୍ତଦାନ ଶିବିର

0

ଭୁବନେଶ୍ୱର, ୧୯/୦୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ  ଗତ ଅଗଷ୍ଟ ୧୬ ତାରିଖ ଦିନ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି ।  ରକ୍ତଦାନ ଦ୍ୱାରା ଅନେକ ମୂଲ୍ୟବାନ ଜୀବନ ରକ୍ଷା କରିବା ପାଇଁ ସୋଆର ଏନ୍‌ସିସି କ୍ୟାଡେଟ୍ ମାନେ ମୋଟ୍ ୧୦୩ ୟୁନିଟ୍ ରକ୍ତ ପ୍ରଦାନ କରିଥିଲେ ।

ଏଇ ରକ୍ତଦାନ ଶିବିର କୁ ଏନ୍‌ସିସି କଟକର ଗ୍ରୁପ୍ କମାଣ୍ଡର କର୍ଣ୍ଣଲ୍ ସତ୍ୟବତ୍ର ସ୍ୱାଇଁ ଉଦ୍‌ଘାଟନ କରିଥିବାବେଳେ ୪(୦) କଟକ ଏନ୍‌ସିସି ର ଅଫିସର ଇନ୍ କମାଣ୍ଡର ଉମେଶ ମାରୱା ଓ ଆଇଟିଇଆର ର ଇସିଇ ବିଭାଗ ର ଆସିଷ୍ଟାଂଟ୍ ପ୍ରଫେସର (ଡକ୍ଟର) ସତୀଶ ସାମଲ ଉପସ୍ଥିତ ଥିଲେ ।

 

Leave A Reply

Your email address will not be published.