ଖୋଲିବ ଶିମିଳିପାଳ ଅଭୟାରଣ୍ୟ

୧ ନଭେମ୍ବର ରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ। କରୋନା କଟକଣା ଭିତରେ ଶିମିଳିପାଳ ଅଭୟାରଣ୍ୟ ଖୋଲିବା ନେଇ ନିଷ୍ପତ୍ତି ହୋଇଛି। ପିଠାବଟା ପଟରୁ ୨୫ ଓ ଯଶୀପୁର କାଳିଆଣି ପଟୁ ୩୫ ଗାଡ଼ିକୁ ଅନୁମତି ମିଳିବ।  ପ୍ରବେଶ ପାଇଁ ସକାଳ ୬ଟାରୁ ୯ଟା ଅନୁମତି ଦେବାକୁ ନିଷ୍ପତ୍ତି ହୋଇଛି। ଗୁଡ଼ୁଗୁଡ଼ିଆ, ରାମତୀର୍ଥ, ବରେହିପାଣି ଓ ଜାମୁଆଣିରେ ରାତ୍ରିଯାପନ ସୁବିଧା ରହିଛି।

Comments are closed.