ଅଜୟ କୁମାର ଲଲ୍ଲୁ ଓଡ଼ିଶା କଂଗ୍ରେସ ପ୍ରଭାରୀ, ସପ୍ତଗିରିଙ୍କୁ ୪ ରାଜ୍ୟର ଦାୟିତ୍ବ

ଭୁବନେଶ୍ବର, ୧୪/୨: ଅଖିଳ ଭାରତୀୟ କଂଗ୍ରେସ କମିଟି ଶୁକ୍ରବାର ଓଡ଼ିଶା କଂଗ୍ରେସ ପ୍ରଭାରୀ ନିଯୁକ୍ତ କରିଛି। ଅଜୟ କୁମାର ଲଲ୍ଲୁଙ୍କୁ ଓଡ଼ିଶା କଂଗ୍ରେସ ପ୍ରଭାରୀ ଦାୟିତ୍ବ ଦେଇଛି। ସେହିପରି କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲାକାଙ୍କୁ ମଣିପୁର, ତ୍ରିପୁରା, ସିକ୍କିମ ଓ ନାଗାଲାଣ୍ଡର ଦାୟିତ୍ବ ଦେଇଛି। ଏଆଇସିସିର ସାଧାରଣ ସଂପାଦକ କେ.ସି ବେଣୁଗୋପାଳ ଏନେଇ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ଏହି ସୂଚନା ଦେଇଛନ୍ତି।

Comments are closed.