ଭୁବନେଶ୍ବର: ରାଜଭବନର ନାଁ ବଦଳିଛି। କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ବିଜ୍ଞପ୍ତି ଆଧାରରେ ଏ ନେଇ ନିଷ୍ପତ୍ତି ନିଆଯାଇଛି । ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ puri ରାଜଭବନର ନାଁକୁ ପରିବର୍ତ୍ତନ କରାଯାଇ ‘ଲୋକଭବନ’ କରାଯାଇଛି । ପୂର୍ବରୁ ସରକାର ରାଜ୍ୟ ସଚିବାଳୟ ନାଁ ବଦଳାଇ ଲୋକସେବା
Comments are closed.