ପ୍ରାଣୀମାନଙ୍କ କଷ୍ଟକୁ ବୁଝିବା ଆବଶ୍ୟକ: ସୋଆ ଉପସଭାପତି
ଭୁବନେଶ୍ୱର, ୨୬/୪: ପ୍ରାଣୀମାନେ ନିଜର ସମସ୍ୟା ଓ କଷ୍ଟକୁ ପ୍ରକାଶ କରିପାରନ୍ତି ନାହିଁ । ତେଣୁ ମନୁଷ୍ୟମାନଙ୍କୁ ସେମାନଙ୍କ ସମସ୍ୟାକୁ ଠିକ୍ ଭାବେ ବୁଝିବା ସହ ସକାରାତ୍ମକ ଭାବେ ଏହାର ସମାଧାନ କରିବାର ଆବଶ୍ୟକତା ରହିଛି…
Read More...
Read More...