ଛତିଶଗଡ଼ରେ ପୁଣି ବଡ଼ଧରଣର ଏନ୍କାଉଣ୍ଟର: ୧୨ ମାଓବାଦୀ ନିପାତ ସୂଚନା
ମାଲକାନଗିରି, ୧୦/୫: ଛତିଶଗଡ଼ରେ ପୁଣି ନକ୍ସଲମାନଙ୍କ ବିରୋଧରେ ସୁରକ୍ଷାକର୍ମୀମାନେ ବଡ଼ଧରଣର ଏନ୍କାଉଣ୍ଟର କରିଛନ୍ତି। ବିଜାପୁର ଜିଲ୍ଲା ଗାଙ୍ଗାଲୁର ଥାନା ପିଡ଼ିଆ ଜଙ୍ଗଲରେ ଏହି ଗୁଳିବିନିମୟ ହୋଇଥିବା ସୂଚନା ମିଳିଛି।…
Read More...
Read More...