୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଦେବଗଡ଼ ପ୍ରାର୍ଥୀ ବଦଳିଲେ
ଭୁବନେଶ୍ବର, ୨/୫: ବିଜେଡିର ବହୁ ପ୍ରତିକ୍ଷୀତ ଅବଶିଷ୍ଟ ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରୁ ବିଧାନସଭା ପ୍ରାର୍ଥୀ ଘୋଷଣା କରାଯାଇଛି।
କୋରେଇରୁ…
Read More...
Read More...