୫ ଜଣଙ୍କ ମୃତ୍ୟୁ ନେଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, ୨୫/୯: ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗରେ ଆଜି ସକାଳୁ ଘଟିଥିବା ଏକ ଦୁଃଖଦ ସଡ଼କ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ…
Read More...
Read More...