ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର, ୧୬/୧୧: ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସ ଦୁର୍ବ୍ୟବହାର ମାମଲାର ତଦନ୍ତ କରୁଥିବା ତଦନ୍ତ କମିଶନ ଜଷ୍ଟିସ ଚିତ୍ତରଂଜନ ଦାଶଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ୨୦୨୫ ଜାନୁଆରି ୩୧…
Read More...
Read More...