ରାଜଧାନୀରେ ମୃଦୁ ଭୂମିକମ୍ପ, କୌଣସି କ୍ଷୟକ୍ଷତିର ସୂଚନା ନାହିଁ

ଭୁବନେଶ୍ବର, ୩/୧୧: ରାଜଧାନରେ ଆଜି ସକାଳ ପ୍ରାୟ ୭ଟା ୧୦ ମିନିଟ୍ ସମୟରେ ମୃଦୁ ଭୂମିକମ୍ପ ହୋଇଥିବା ନେଇ ଚର୍ଚ୍ଚା ହେଉଛି। କେତେକ ସ୍ଥାନରେ ବଡ଼ ଶବ୍ଦ ହୋଇଥିବା ବେଳେ ଆଉ କେହି କେହି ଝଟକା ଅନୁଭବ କରିଥିବା କହୁଛନ୍ତି।…
Read More...

ତିନିଦିନିଆ ବିଦେଶ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ; କରିବେ ରୋଡ୍ ସୋ’

ଭୁବନେଶ୍ବର, ୩/୧୧: ମୁଖ୍ୟମନ୍ତ୍ରୀ ହେଲା ପରେ ମୋହନ ଚରଣ ମାଝୀ ପ୍ରଥମ ଥର ପାଇଁ ବିଦେଶ ଗସ୍ତ କରିବାକୁ ଯାଉଛନ୍ତି। ତାଙ୍କର ଏହି ଗସ୍ତ ସିଙ୍ଗାପୁରକୁ ହେବ। ଏହି ଗସ୍ତକାଳରେ ସେ ଓଡ଼ିଶାରେ ବ୍ୟବସାୟିକ ସଂପ୍ରସାରଣ ପାଇଁ…
Read More...

ସୌରଶକ୍ତିକୁ ନେଇ ଟିପିସିଓଡିଏଲ୍ ପକ୍ଷରୁ ସୋଆରେ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, ୨/୧୧: ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶକୁ ଆତ୍ମନିର୍ଭରଶୀଳ ଓ ସ୍ୱାବଲମ୍ବୀ କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ‘ଗ୍ରୀଡ୍ କନେକ୍ଟେଡ୍ ରୁଫ୍ ଟପ୍ ସୋଲାର ସିଷ୍ଟମ୍‌’ ଉପରେ ଏକ ଦୁଇ ଦିନିଆ…
Read More...

୧୦ ଦିନ ଭିତରେ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର, ୨/୧୧: ଆଜି ବଲାଙ୍ଗୀରର ବେଲପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସୁଭଦ୍ରା’ ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଆଉ ୧୦ ଦିନ ଭିତରେ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ।…
Read More...

ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋର ମିଳିତ ସହଯୋଗରେ କେନ୍ଦୁଝର ହେବ ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧/୧୧: ଖଣିଜ ସଂପଦରେ ପରିପୂର୍ଣ୍ଣ କେନ୍ଦୁଝରରେ ବଡ଼ କାରଖାନା ହେବାର ଆଶା ଦେଖାଦେଇଛି। କେନ୍ଦୁଝର ଜିଲ୍ଲାରେ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ହେବ। ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋର ମିଳିତ ସହଯୋଗରେ ଏହି ମେଗା…
Read More...

ସମ୍ ହସ୍ପିଟାଲରେ ପେଡିଆଟ୍ରିକ୍ ରିମାଟୋଲୋଜି ନେଇ ଜାତୀୟ ସମ୍ମିଳନୀ ଆୟୋଜିତ

ଭୁବନେଶ୍ୱର, ୧/୧୧: ଇନ୍‌ଷ୍ଟିଚ୍ୟୁଟ୍ ଅଫ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଗତ ଅକ୍ଟୋବର ୨୭ ତାରିଖ ଦିନ ଆୟୋଜିତ ପେଡିଆଟ୍ରିକ ରିମାଟୋଲୋଜି ଉପରେ ୩-ଦିନିଆ ୨୨ତମ ଜାତୀୟ ସମ୍ମିଳନୀ (…
Read More...

୨୯ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ ମୋଦି

ଭୁବନେଶ୍ବର, ୨୭/୧୦: ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଖୁବ୍‌ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନକ ପରେ ଅର୍ଥାତ ଆସନ୍ତା ୨୯ ତାରିଖରେ ଓଡ଼ିଶାର ଲୋକଙ୍କ…
Read More...

ବାତ୍ୟାଞ୍ଚଳ ପରିଦର୍ଶନ ପରେ ଶୀଘ୍ର କ୍ଷୟକ୍ଷତି ଆକଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର, ୨୭/୧୦: ସାମୁଦ୍ରିକ ବାତ୍ୟା ‘ଦାନା’ର ପ୍ରଭାବରେ ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲା ସମେତ ଅନ୍ୟ ସ୍ଥାନରେ କ୍ଷୟକ୍ଷତି ହୋଇଥିବା ଅଞ୍ଚଳକୁ ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଇଛନ୍ତି। ସେ…
Read More...

ଆଉ ନାହାନ୍ତି ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନ

ବ୍ରଜରାଜନଗର, ୨୬/୧୦: ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନଙ୍କର ଆଜି ଝାରସୁଗୁଡ଼ା ଜିଲ୍ଲା ବାଘମୁଣ୍ଡାସ୍ଥିତ ନିଜ ବାସଭବନରେ ପରଲୋକ ହୋଇଛି। ତାଙ୍କୁ ୧୦୨ ବର୍ଷ ହୋଇଥିଲା। ବାର୍ଦ୍ଧକ୍ୟଜନିତ କାରଣରୁ…
Read More...

ସମ୍ ହସ୍ପିଟାଲରେ ମଲିକ୍ୟୁଲାର ପରୀକ୍ଷଣ ଏବଂ ଜେନୋମିକ୍ସକୁ ନେଇ ସିଏମ୍‌ଇ ଆୟୋଜିତ

ଭୁବନେଶ୍ୱର, ୨୬/୧୦: କର୍କଟ ରୋଗର ନିର୍ଣ୍ଣୟ, ପୂର୍ବାନୁମାନ ଓ ଚିକିତ୍ସା କ୍ଷେତ୍ରରେ ବିଶେଷ ଗୁରୁତ୍ୱ ବହନ କରୁଥିବା ମଲିକ୍ୟୁଲାର ହେମାଟୋଲଜି କ୍ଷେତ୍ରରେ ବର୍ତମାନ ଘଟୁଥିବା ଉନ୍ନତି ସଂପର୍କରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍…
Read More...