‘ପର୍ଯ୍ୟଟନ ଗୌରବ ସମ୍ମାନ’ରେ ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ସମ୍ମାନିତ

ଭୁବନେଶ୍ୱର, ୩୦/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ହୋଟେଲ୍ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌)କୁ ‘ପର୍ଯ୍ୟଟନ ଗୌରବ ସମ୍ମାନ’ରେ ସମ୍ମାନିତ କରାଯାଇଛି। ‘ବିଶ୍ୱ ପର୍ଯ୍ୟଟନ ଦିବସ ପରିପ୍ରେକ୍ଷୀରେ…
Read More...

ନୂଆ ପୁଲିସ କମିସନର ଭାବେ ଦାୟିତ୍ବ ନେଲେ ସୁରେଶ ଦେବଦତ୍ତ ସିଂହ

ଭୁବନେଶ୍ବର, ୩୦/୯: ନୂଆ ପୁଲିସ କମିସନର ଭାବେ ସୁରେଶ ଦେବଦତ୍ତ ସିଂହ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ସଞ୍ଜୀବ ପଣ୍ଡାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ପୁଲିସ କମିସନର କହିଛନ୍ତି,…
Read More...

‘ସୁଭଦ୍ରା’ର ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି

ଭୁବନେଶ୍ୱର, ୨୭/୯: ଲୋକସେବା ଭବନର କନଭେନସନ ସେଣ୍ଟରରେ ଆୟୋଜିତ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଉଦ୍‌ଘଶଟନୀ ଅଧିବେଶନ ପରେ ଦ୍ୱିତୀୟ ଅଧିବେଶନରେ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧରେ ଉପସ୍ଥାପନା…
Read More...

ସୋଆରେ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ

ଭୁବନେଶ୍ୱର, ୨୬/୦୯ :  ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ମଙ୍ଗଳବାର ଦିନ ୫୫ତମ ଏନ୍‌ଏସ୍‌ଏସ୍ ଦିବସ ପାଳିତ ହୋଇଯାଇଥିଲା ବେଳେ କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନଙ୍କ କ୍ଷେତ୍ରରେ ରାଷ୍ଟ୍ରୀୟ ସେବା ଯୋଜନାର ଗୁରୁତ୍ୱ…
Read More...

୬ ବର୍ଷ ପାଇଁ ଓଡ଼ିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ହେଲେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ବର, ୨୭/୯: ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଧିକାରୀ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କୁ ୬ ବର୍ଷ ପାଇଁ ଏହି ନିଯୁକ୍ତି…
Read More...

କେନ୍ଦ୍ର ସରକାର ବଢାଇଲେ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ନୂଆଦିଲ୍ଲୀ, ୨୬/୯: ଶ୍ରମିକ ବିଶେଷ କରି ଅଣସଂଗଠିତ କ୍ଷେତ୍ରର ଶ୍ରମିକମାନଙ୍କୁ ସହାୟତା କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି କେନ୍ଦ୍ର ସରକାର ଭେରିଏବଲ୍ ମହଙ୍ଗା ଭତ୍ତା (ଭିଡିଏ)ରେ ସଂଶୋଧନ କରି…
Read More...

ହାଇକୋର୍ଟଙ୍କ ନିର୍ଦ୍ଦେଶ: ରାସ୍ତା ଉପରେ ତୋରଣ ନିର୍ମାଣ କରାଯାଇ ପାରିବନି

କଟକ, ୨୬/୯: ଶାରଦୀୟ ଦୁର୍ଗାପୂଜା ସମୟ ଯେତିକି ପାଖେଇ ଆସୁଛି, ପୂଜା ଆୟୋଜକ କମିଟି, ପ୍ରଶାସନ ଓ ସରକାରଙ୍କ ଚିନ୍ତା ସେତିକି ବଢୁଛି। ଶାନ୍ତି ଶୃଙ୍ଖଳାର ସହିତ ମା’ଙ୍କ ପୂଜା ଆୟୋଜନ ପାଇଁ ସବୁସ୍ତରରେ ଉଦ୍ୟମ ହେଉଛି।…
Read More...

ମଙ୍କିପକ୍ସ ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ବର, ୧୯/୯: ମଙ୍କିପକ୍ସ ପାଇଁ ଗାଇଡଲାଇନ ଜାରି କରାଯାଇଛି । ସବୁ ଜିଲ୍ଲା ପାଇଁ ଏହି ଗାଇଡଲାଇନ ଜାରି ହୋଇଛି । ବିମାନ ବନ୍ଦର,ପୋର୍ଟ କର୍ତ୍ତୃପକ୍ଷଙ୍କ ପାଇଁ ମଧ୍ୟ ଗାଇଡଲାଇନ ଜାରି କରାଯାଇଛି। ଭାରତରେ…
Read More...

ସଂକଳ୍ପପତ୍ର ଆମ ପାଇଁ ଧର୍ମଗ୍ରନ୍ଥ: ୧୦୦ ଦିନର ହିସାବ ଦେଲେ ମୋହନ ସରକାର

ପୁରୀ, ୧୯/୯: ରାଜ୍ୟରେ ବିଜେପି ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ତାହା ପୂରଣ କରିଛନ୍ତି। କଥାକୁ କାର୍ଯ୍ୟ‌ରେ କରି ଦେଖାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ୧୦୦ ଦିନ ପୂରଣ ହୋଇଛି। ଏହି…
Read More...

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଅରବିନ୍ଦ କେଜ୍ରିଓ୍ବାଲ୍

ନୂଆଦିଲ୍ଲୀ, ୧୭/୯: ଆପ୍ ମୁଖ୍ୟ ଅରବିନ୍ଦ କେଜ୍ରିଓ୍ବାଲ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର ଅପରାହ୍ଣରେ ସେ ଦିଲ୍ଲୀର ଉପରାଜ୍ୟପାଳ ଭି.କେ.ସାକ୍ସେନାଙ୍କ ବାସଭବନରେ ପହଞ୍ଚି ନିଜ ପଦରୁ ଇସ୍ତଫା…
Read More...