ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବ‌ନେଶ୍ବର, ୭/୯: ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ…
Read More...

ଡାକ୍ତର ସନ୍ଦୀପ ଘୋଷଙ୍କୁ ଗିରଫ କଲା ସିବିଆଇ

ନୂଆଦିଲ୍ଲୀ, ୩/୯: କୋଲକାତା ଆର୍‌ ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ଡାକ୍ତର ସନ୍ଦୀପ ଘୋଷଙ୍କୁ ଆଜି ସିବିଆଇ ଗିରଫ କରିଛି। ମେଡିକାଲ କଲେଜ ଏବଂ ହସ୍ପିଟାଲରେ ବିଭିନ୍ନ ଆର୍ଥିକ…
Read More...

ବାର୍ଡ ଫ୍ଲୁ ତଦନ୍ତ ନେଇ ଆସନ୍ତାକାଲି ଓଡ଼ିଶାକୁ ଆସିବେ କେନ୍ଦ୍ରୀୟ ଦଳ

ଭୁବନେଶ୍ବର, ୩/୯: ବାର୍ଡ ଫ୍ଲୁ ବ୍ୟାପିଥିବା ନେଇ ଆସନ୍ତାକାଲି ଓଡ଼ିଶାକୁ ସେଂଟ୍ରାଲ ଟିମ୍‌ ଆସିବେ। ଏହି ଟିମ୍‌ର ସଦସ୍ୟମାନେ ବାର୍ଡ଼ ଫ୍ଲୁ ବ୍ୟାପିଥିବା ପୁରୀ ଜିଲ୍ଲାର ପିପିଲି ଅଂଚଳ ବୁଲିବା ସହ ସ୍ୱାସ୍ଥ୍ୟ ବିଭାଗ…
Read More...

ଉନ୍ମୋଚିତ ହେଲା ‘ସୁଭଦ୍ରା’ ଯୋଜନାର ୱେବପୋର୍ଟାଲ

ଭୁବନେଶ୍ୱର, ୨/୯: ଉନ୍ମୋଚିତ ହେଲା ସୁଭଦ୍ରା ଯୋଜନାର ୱେବ ପୋର୍ଟାଲ। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଏହି ସୁଭଦ୍ରା ଯୋଜନାର ୱେବ ପୋର୍ଟାଲକୁ ଶୁଭାରମ୍ଭ କରାଯାଇଛି। ପୋର୍ଟାଲ ଲଂଚ ଅବସରରେ…
Read More...

ସମ୍ ହସ୍ପିଟାଲ ଡାଇବେଟିସ୍ ଗବେଷଣା ସନ୍ଦର୍ଭ ନିମନ୍ତେ ସମ୍ମାନିତ

ଭୁବନେଶ୍ୱର, ୨/୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ ର ଡାଇବେଟିସ୍ ଓ ଏଣ୍ଡୋକ୍ରିନୋଲଜି ବିଭାଗକୁ ଅଭିନବ ଗବେଷଣା ନିମନ୍ତେ ନିକଟରେ ଲକ୍ଷେ୍ମା…
Read More...

ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ

ସମ୍ବଲପୁର, ୧/୯: ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ ହୋଇଥିବାର ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ହୃଦଘାତରେ ସେ ପ୍ରାଣତ୍ୟାଗ କରିଥିବା ଜଣାଯାଇଛି।…
Read More...

ଭସାଣି ବେଳେ କଟକ ଦୁର୍ଗାପୂଜାରେ ଦୁଲୁକିବ ପାରମ୍ପରିକ ବାଜା

ଭୁବନେଶ୍ବର, ୧/୯: ପାର୍ବଣ ଋତୁ ପାଖେଇ ଆସୁଛି। ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ମା’ଙ୍କ ପୂଜା ପାଇଁ ମାଟିଉଠା କାମ ହୋଇଯାଇଛି। ଦୁର୍ଗାପୂଜା ପାଇଁ ଏବେ ଠାରୁ ତୋରଣ କାମ ମଧ୍ୟ ଆରମ୍ଭ ହୋଇଯାଇଛି। କିନ୍ତୁ…
Read More...

ପରିଚାଳନା କମିଟି ବୈଠକ ଶେଷ: ନାଟମଣ୍ଡପରେ ଲାଗିବ ଏସି

ପୁରୀ, ୩୦/୮: ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକ ଶେଷ ହୋଇଛି। ଦୀର୍ଘ ଚାରିଘଣ୍ଟାରୁ ଉର୍ଦ୍ଧ୍ବ ସମୟ ଏହି ବୈଠକ ଚାଲିଥିବାବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି | ଶ୍ରୀମନ୍ଦିର ବଜେଟ୍ ୨୦୨୪-୨୫ ଆର୍ଥିକ…
Read More...

ପଶ୍ଚିମ ଓଡ଼ିଶାକୁ କେନ୍ଦ୍ର କ୍ୟାବିନେଟ୍‌ର ଭେଟି: ୨ ରେଳ ଲାଇନ୍‌କୁ ଦେଲେ ମଂଜୁରୀ

ଭୁବନେଶ୍ବର, ୨୮/୮: ରାଜ୍ୟର ଅନ୍ୟତମ ଲୋକପ୍ରିୟ ଗଣପର୍ବ ‘ନୂଆଖାଇ’ ପାଖେଇ ଆସୁଥିବା ବେଳେ କେନ୍ଦ୍ର ସରକାର ପଶ୍ଚିମ ଓଡ଼ିଶାବାସୀଙ୍କୁ ୨ଟି ରେଳ ପ୍ରକଳ୍ପ ଭେଟି ଦେଇଛନ୍ତି। ପଶ୍ଚିମ ଓଡ଼ିଶାରେ ୨ଟି ନୂଆ‌ ରେଳ ପ୍ରକଳ୍ପ…
Read More...

ମଣିଷ ଦେହରେ ବାର୍ଡ ଫ୍ଲୁ, ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ପୁରୀ, ୨୮/୮: ପୁରୀ ଜିଲ୍ଲା ଚନ୍ଦନପୁର ନିକଟସ୍ଥ ମଙ୍ଗଳପୁରରେ ଜଣେ ମଣିଷ ଦେହରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଛି। ଏନେଇ ପରେ ସ୍ୱାସ୍ଥ୍ୟ ବିଭାଗ ସତର୍କ ହୋଇଛି। ଏଥିଲାଗି ପିପିଲି ଓ ସତ୍ୟବାଦୀରେ ସର୍ଭେଲାନ୍ସ ବଢ଼ାଇ…
Read More...