ଜାତୀୟ ରାଜପଥ ଟୋଲ ଫି ପ୍ଲାଜାରେ ସମସ୍ତ ପ୍ରକାର ରିହାତି ପାଇବା ପାଇଁ ଫାଷ୍ଟଟ୍ୟାଗ୍‌ ବାଧ୍ୟତାମୂଳକ

ଦେଶର ଜାତୀୟ ରାଜପଥଗୁଡିକରେ ଥିବା ପଥକର ଆଦାୟ କେନ୍ଦ୍ର ବା ଟୋଲ ଫି ପ୍ଲାଜାଗୁଡିକରେ କେନ୍ଦ୍ର ସଡକ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଗାଡି ଚାଳକମାନଙ୍କ ପାଇଁ ଫାଷ୍ଟଟ୍ୟାଗ୍‌ ବ୍ୟବହାରକୁ ବାଧ୍ୟତାମୂଳକ କରିଛନ୍ତି ।…
Read More...