Browsing Category

ବାଣିଜ୍ୟ

ସଂଜୟ ମାଲହୋତ୍ରା ଏବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର ନିଯୁକ୍ତ

ନୂଆଦିଲ୍ଲୀ, ୯/୧୨: ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ।…
Read More...

ନଭେମ୍ବର ୨୦ରୁ ବରଗଡରୁ ଆରମ୍ଭ ହେବ ଧାନ ସଂଗ୍ରହ

ଭୁବନେଶ୍ୱର, ୧୩/୧୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ ଲୋକସେବା ଭବନରେ, ଆଗାମୀ ଧାନ ସଂଗ୍ରହ ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବା ପାଇଁ ଆଭାସୀ ଜରିଆରେ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିଛନ୍ତି।…
Read More...

ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋର ମିଳିତ ସହଯୋଗରେ କେନ୍ଦୁଝର ହେବ ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧/୧୧: ଖଣିଜ ସଂପଦରେ ପରିପୂର୍ଣ୍ଣ କେନ୍ଦୁଝରରେ ବଡ଼ କାରଖାନା ହେବାର ଆଶା ଦେଖାଦେଇଛି। କେନ୍ଦୁଝର ଜିଲ୍ଲାରେ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ହେବ। ଜେଏସ୍‌ଡବ୍ଲ୍ୟୁ ଓ ପୋସ୍କୋର ମିଳିତ ସହଯୋଗରେ ଏହି ମେଗା…
Read More...

ସୋଆ ଗବେଷକଙ୍କ ଦ୍ୱାରା ବିକଶିତ ଔଷଧୀୟ ସୂତ୍ର ବ୍ୟବସାୟୀକରଣ ନିମନ୍ତେ ପ୍ରସ୍ତୁତ

ଭୁବନେଶ୍ୱର, ୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଗବେଷକଙ୍କ ଦ୍ୱାରା ବିକଶିତ ହୋଇଥିବା ଏକ ଅଭିନବ ଔଷଧୀୟ ସୂତ୍ର ଯାହା ନିମନ୍ତେ ଗତ ବର୍ଷ ନ୍ୟାସ୍‌ନାଲ୍ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନଆର୍‌ଡିସି) ସହିତ…
Read More...

ଆଳୁ ଦର ନିୟନ୍ତ୍ରଣ ନେଇ ମମତା ବାନାର୍ଜୀଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର, ୨୭/୭: ଓଡ଼ିଶା-ପଶ୍ଚିମବଙ୍ଗ ସୀମାରୁ ଆଳୁ ଟ୍ରକ୍‌ଗୁଡ଼ିକ ଫେରିଯିବା ପରେ ରାଜ୍ୟରେ ଦର ବୃଦ୍ଧି ହୋଇଛି। ବ୍ୟବସାୟୀମାନେ ମନମୁତାବକ ଆଳୁ ବିକ୍ରି କରୁଛନ୍ତି। ରାଜ୍ୟ ଯୋଗାଣମନ୍ତ୍ରୀ କିଲୋ ପିଛା ୩୨ ଟଙ୍କାରେ…
Read More...

ଝାରସୁଗୁଡ଼ା ବିଧାୟକଙ୍କ ନିର୍ବାଚନକୁ ଚାଲେଞ୍ଜ, ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଦୀପାଳି ଦାସ

କଟକ, ୧୨/୭ : ହାଇକୋର୍ଟରେ ଝାରସୁଗୁଡ଼ା ବିଧାନସଭା ଆସନ ନିର୍ବାଚନ ପ୍ରସଂଗ ପହଞ୍ଚିଛି। ପୂର୍ବତନ ବିଧାୟକ ଦୀପାଳି ଦାସ ହାଇକୋର୍ଟରେ ନିର୍ବାଚନୀ ମୋକଦ୍ଦମା ରୁଜୁ କରିଛନ୍ତି। ଝାରସୁଗୁଡ଼ା ଆସନରୁ ବିଧାୟକ ଭାବେ…
Read More...

କୁଆପଥର ମାଡ଼ ଯୋଗୁଁ ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଭିସ୍ତାରା ବିମାନ

ଭୁବନେଶ୍ୱର, ୧/୫: ରାଜଧାନୀ ଭୁବନେଶ୍ବରର କିଛି ସ୍ଥାନରେ ଆଜି ଅପରାହ୍‌ଣରେ କାଳବୈଶାଖୀ ଅନୁଭୂତ ହୋଇଛି। ଫଳରେ କୁଆପଥର ମାଡ଼ ହୋଇଛି। କାଳବୈଶାଖୀର ପ୍ରଭାବରେ କୁଆପଥର ମାଡ଼ ହୋଇଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ…
Read More...

ଖାଉଟି ଅଦାଲତରେ ଦଣ୍ଡିତ ହେଲା ଟେଲିଭିଜନ୍‌ କମ୍ପାନି, ଗ୍ରାହକଙ୍କୁ ୬୮,୭୦୦ ଟଙ୍କା ଦେବାକୁ ନିର୍ଦ୍ଦେଶ

ମାଲକାନଗିରି, ୨୯/୩: ମାଲକାନଗିରି ଜିଲ୍ଲା ଖାଉଟି ଅଦାଲତରେ ଦଣ୍ଡିତ ହୋଇଛି ଟେଲିଭିଜନ ଉତ୍ପାଦନ କଂପାନି ‘ସାମସଙ୍ଗ’। ଜଣେ ଗ୍ରାହକଙ୍କୁ ଦଣ୍ଡ, ସହାୟତା ଓ ହଇରାଣ ବାବଦରେ ୬୮,୭୦୦ ଟଙ୍କା ଦେବାକୁ ଅଦାଲତ ନିର୍ଦ୍ଦେଶ…
Read More...

ମାର୍ଚ୍ଚ ଆରମ୍ଭରୁ ମହଙ୍ଗା ମାଡ଼: ବଢ଼ିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ, ୧/୩: ମାର୍ଚ୍ଚ ଆରମ୍ଭରୁ ଉପଭୋକ୍ତାଙ୍କ ଉପରେ ମହଙ୍ଗା ମାଡ଼ ଆରମ୍ଭ ହୋଇଛି। ତୈଳ କମ୍ପାନୀଗୁଡ଼ିକ ମାର୍ଚ୍ଚ ୧ରୁ ଗ୍ୟାସ ସିଲିଣ୍ଡର ଦରକୁ ସଂଶୋଧନ କରିଛନ୍ତି। କମ୍ପାନୀଗୁଡିକ ପକ୍ଷରୁ ଶୁକ୍ରବାର ସକାଳେ…
Read More...

ବରମୁଣ୍ଡା ବସ ଟର୍ମିନାଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୧/୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ ୫-ଟି ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଦକର ବସ୍‌ ଟର୍ମିନାଲର ଶୁଭ ଉଦ୍‌ଘାଟନ କରିଛନ୍ତି। ବରମୁଣ୍ଡା ବସଷ୍ଟାଣ୍ଡ…
Read More...