Browsing Category

ସଂସ୍କୃତି / ପର୍ଯ୍ୟଟନ

ଜୁଲାଇ ୮ରେ ଖୋଲିବନି ରତ୍ନଭଣ୍ଡାର, ସୂଚନା ଦେଲେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ

ଭୁବନେଶ୍ବର, ୪/୭: ରତ୍ନଭଣ୍ଡାର ଖୋଲିବା ନେଇ ଜଗନ୍ନାଥପ୍ରେମୀ ଓ ଓଡ଼ିଶାବାସୀ ଅପେକ୍ଷାରତ ଅଛନ୍ତି। ମାତ୍ର ମହାପ୍ରଭୁଙ୍କ ଏହି ଦିବ୍ୟ ଭଣ୍ଡାର କେବେ ଖୋଲିବ ସେନେଇ ଦିନ ନିର୍ଦ୍ଧାରଣ ହୋଇପାରି ନାହିଁ। କିନ୍ତୁ ସରକାର…
Read More...

ରଥଯାତ୍ରା ପ୍ରସ୍ତୁତି: ସମୀକ୍ଷା କଲେ ଡିଜିପ, ବଡ଼ଦାଣ୍ଡରେ ମକ୍‌ଡ୍ରିଲ୍‌

ପୁରୀ, ୪/୭: ମହାପ୍ରଭୁଙ୍କ ଘୋଷଯାତ୍ରା-୨୦୨୪ ପାଇଁ ଗୁରୁବାର ଅପରାହ୍‌ଣରେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ଅରୁଣ କୁମାର ଷଡ଼ଙ୍ଗୀ ପୁରୀରେ ସମୀକ୍ଷା ବୈଠକ କରିଛନ୍ତି। ପୌର ସଦନରେ ଆୟୋଜିତ ଉଚ୍ଚସ୍ତରୀୟ…
Read More...

ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ପୁରୀ, ୭/୭: ରଥଯାତ୍ରା-୨୦୨୪ ପାଇଁ ୨ ଦିନ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁଇଦିନ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଜୁଲାଇ ୮ ତାରିଖକୁ ଛୁଟି ଘୋଷଣା କରବାକୁ ମୁଖ୍ୟମନ୍ତ୍ରୀ…
Read More...

ରଥଯାତ୍ରା ସମନ୍ୱୟ ବୈଠକ: ଅଂଶୁଘାତ ମୁକାବିଲା ପାଇଁ ୧୦୦ ଶଯ୍ୟାବିଶିଷ୍ଟ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର

ପୁରୀ, ୨୬/୬: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀ ଏବେଠାରୁ ଚଳଚଞ୍ଚଳ ହୋଇଉଠିଛି। ହାତରେ ସମୟ କମ୍ ଥିବାରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହାରି ଭିତରେ ବୁଧବାର ଦ୍ୱିତୀୟ ସମନ୍ୱୟ ବୈଠକରେ ଅନେକ…
Read More...

ଏଥର ଭକ୍ତଙ୍କୁ ମିଳିବନି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ, ୨୫/୬: ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ମଙ୍ଗଳବାର ଦିନ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଛି। ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତ୍ତିକୁ କାଏମ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି…
Read More...

ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ବ୍ୟାପକ ପ୍ରସ୍ତୁତି: ୬୮ ପ୍ଲାଟୁନରୁ ଉର୍ଦ୍ଧ୍ବ ପୁଲିସ ଫୋର୍ସ ମୁତୟନ

ପୁରୀ, ୨୧/୬: ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ…
Read More...

ଆସନ୍ତା ୮ ତାରିଖ ରତ୍ନଭଣ୍ଡାର ଖୋଲାଯିବା ନେଇ କୌଣସି ନିଷ୍ପତ୍ତି ହୋଇନାହିଁ: ଆଇନ ମନ୍ତ୍ରୀ

ଭୁବନେଶ୍ବର, ୧୯/୬: ମହାପ୍ରଭୁଙ୍କ ରତ୍ନଭଣ୍ଡାର ସଂପର୍କରେ ଜାଣିବା ପାଇଁ ଓଡ଼ିଶାବାସୀ ଓ ଭକ୍ତମାନେ ବହୁଦିନରୁ ଅପେକ୍ଷା କରିଛନ୍ତି। ଆଗାମୀ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ପୂର୍ବରୁ ଅନେକ ଥର…
Read More...

ରତ୍ନଭଣ୍ଡାର ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୯/୧: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ…
Read More...

୨୦୨୫ ସୁଦ୍ଧା ଏକାମ୍ର ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଅଧିକାରୀଙ୍କୁ ୫ଟି ଅଧ୍ୟକ୍ଷଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩/୩: ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଆଜି ସକାଳୁ ଏକାମ୍ର ବିକାଶ ପ୍ରକଳ୍ପର ଟିକନିକ୍ ସମୀକ୍ଷା କରିଛନ୍ତି। ସେ ସକାଳ ୬.୩୦ରୁ ୭.୩୦ ପର୍ଯ୍ୟନ୍ତ ପ୍ରକଳ୍ପ ବୁଲିଦେଖିବା ସହ ଅଧିକାରୀଙ୍କ ସହ ଆଲୋଚନା…
Read More...

ଗୀତିକାର ଗୁଲଜାରଙ୍କ ସମେତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ମିଳିବ ଜ୍ଞାନପୀଠ ପୁରସ୍କାର

ନୂଆଦିଲ୍ଲୀ, ୧୭/୨: ପ୍ରସିଦ୍ଧ ଗୀତିକାର ଗୁଲଜାର ଏବଂ ସଂସ୍କୃତ ପଣ୍ଡିତ ଜଗଦଗୁରୁ ରାମଭଦ୍ରାଚାର୍ଯ୍ୟଙ୍କୁ ୫୮ତମ ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ କରାଯିବ। ଜ୍ଞାନପୀଠ ଚୟନ କମିଟି ଶନିବାର ଉଭୟ ନାମ ଘୋଷଣା କରିଛି।…
Read More...