Browsing Category

ଦେଶ ବିଦେଶ

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର, ୨୨/୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ…
Read More...

ଆରଜି କର ଦୁଷ୍କର୍ମ ହତ୍ୟା ମାମଲା: ଦୋଷୀ ସଞ୍ଜୟକୁ ମିଳିଲା ଆଜୀବନ କାରାଦଣ୍ଡ

କୋଲକାତା, ୨୦/୧: ସମଗ୍ର ଦେଶକୁ ଦୋହଲାଇ ଦେଇଥିବା କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ, କୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରଏକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପଶ୍ଚିମବଙ୍ଗର…
Read More...

୧୬୧ ଦିନ ପରେ କୋଲକାତାର ଟ୍ରେନି ଡାକ୍ତରାଣୀଙ୍କୁ ନ୍ୟାୟ: ସଞ୍ଜୟ ରାୟ ଆର.ଜି କର ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ

କୋଲକାତା, ୧୮/୧: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ଥିବା ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିଆଲଦା କୋର୍ଟ ସଞ୍ଜୟ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। କୋର୍ଟ…
Read More...

ଏଚ୍ଏମ୍‌ପିଭି ଭୂତାଣୁ ଆତଙ୍କ: ମହାରାଷ୍ଟ୍ର ସରକାର ଜାରି କଲେ ସତର୍କ ସୂଚନା

ମୁମ୍ବାଇ, ୬/୧: ହ୍ୟୁମାନ ମେଟାପ୍‌ନ୍ୟୁମୋ ଭାଇରସ୍ (ଏଚଏମପିଭି) ବର୍ତ୍ତମାନ ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି। କରୋନା ପରି ପରିବେଶ ପୁନର୍ବାର ଦେଖାଯିବା ନେଇ ସାରା ବିଶ୍ୱରେ ଭୟ ସୃଷ୍ଟି ହୋଇଛି। ଏହି ସମୟରେ, ଖବର…
Read More...

ଏଚ୍‌ଏମ୍‌ପିଭି ଆତଙ୍କ: ଚୀନ୍‌ରେ ଫେରିଲା ମାସ୍କ୍, କରୋନାଠୁ ବେଶୀ ବିପଜ୍ଜନକ

ବେଜିଂ, ୫/୧: ଚୀନ୍‌ରେ ଏଚ୍‌ଏମ୍‌ପିଭି ଭୂତାଣୁ ଦ୍ରୁତ ଗତିରେ ବ୍ୟାପୁଛି। ଏହାର ସଂକ୍ରମଣରେ ବୃଦ୍ଧି ଘଟୁଥିବା ଦୃଷ୍ଟିରୁ ଚୀନ୍‌ର ଅନେକ ରାଜ୍ୟରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି। ଏହି ଭୂତାଣୁ କରୋନା…
Read More...

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ଶ୍ୟାମ ବେନେଗଲଙ୍କ ପରଲୋକ

ମୁମ୍ବାଇ, ୨୩/୧୨: ମନ୍ଥନ ଓ ଅଙ୍କୁର ଭଳି ଚମତ୍କାର କଳାତ୍ମକ ସିନେମା ପାଇଁ ଜଣାଶୁଣା ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତା ଶ୍ୟାମ ବେନେଗାଲଙ୍କ ପରଲୋକ ହୋଇଯାଇଛି। ସନ୍ଧ୍ୟା ୬ଟା ୩୯ମିନିଟରେ ତାଙ୍କର ଦେହାନ୍ତ ହୋଇଥିଲା।…
Read More...

ସଂଜୟ ମାଲହୋତ୍ରା ଏବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର ନିଯୁକ୍ତ

ନୂଆଦିଲ୍ଲୀ, ୯/୧୨: ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ।…
Read More...

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଦେବେନ୍ଦ୍ର ଫଡନାବୀସ

ମୁମ୍ବାଇ, ୫/୧୨: ତୃତୀୟ ଥର ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ବିଜେପି ନେତା ଦେବେନ୍ଦ୍ର ଫଡନାବୀସ। ମହାରାଷ୍ଟ୍ର ରାଜ୍ୟପାଳ ସି. ପି. ରାଧାକୃଷ୍ଣନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…
Read More...

ସଂରକ୍ଷଣ ପାଇଁ ଧର୍ମ ପରିବର୍ତ୍ତନ ସମ୍ବିଧାନ ପ୍ରତି ବିଶ୍ୱାସଘାତ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୭/୧୧: ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ଯେ ସଂରକ୍ଷଣର ଲାଭ ପାଇବା ପାଇଁ ଧର୍ମ ପରିବର୍ତ୍ତନ କରିବା ସମ୍ବିଧାନର ମୌଳିକ ଭାବନା‌ର ବିରୁଦ୍ଧ ଅଟେ। ଏଥିସହ ସୁପ୍ରିମକୋର୍ଟ ମାଡ୍ରାସ…
Read More...

୨୦ ତାରିଖରେ ବନ୍ଦ ରହିବ ଷ୍ଟକ ବଜାର

ମୁମ୍ବାଇ, ୮/୧୧:  ଆସନ୍ତା ନଭେମ୍ବର ୨୦ ବୁଧବାର ମହାରାଷ୍ଟ୍ରରେ ନିର୍ବାଚନ ଯୋଗୁଁ ଷ୍ଟକ ବଜାରରେ ଛୁଟି ରହିବ । ଅର୍ଥାତ୍ ସେହିଦିନ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ଓ ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜରେ କୌଣସି କାରବାର ହେବ ନାହିଁ…
Read More...