Browsing Category

ମୁଖ୍ୟ ଖବର

କେଦାରନାଥରେ ୪ ଦିନ ଫସିଥିଲେ କେନ୍ଦୁଝରର ୪ କାଉଡ଼ିଆ, ସେନାଙ୍କ ଦ୍ବାରା ସୁରକ୍ଷିତ ଉଦ୍ଧାର

ତେଲକୋଇ, ୪/୮: ପ୍ରସିଦ୍ଧ ଶୈବପୀଠ କେଦାରନାଥରେ ୪ଦିନ ଧରି ଫସିଥିବା ୪ ଜଣ ଓଡ଼ିଆ ଶ୍ରଦ୍ଧାଳୁ ରବିବାର ସୁରକ୍ଷିତ ଉଦ୍ଧାର ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ତେଲକୋଇ ଅଞ୍ଚଳର ଏହି ୪ ଜଣ ଶିବଭକ୍ତଙ୍କୁ ଭୀମତାଲରୁ…
Read More...

ସେପ୍ଟେମ୍ବର ୧୦ ପରେ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା

ଭୁବନେଶ୍ବର, ୪/୮: ଆସନ୍ତାମାସ ୧୦ ତାରିଖ ପରେ ରାଜ୍ୟରେ ଲାଗୁ ହେବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ସେ ପର୍ଯ୍ୟନ୍ତ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ସବୁ ସରକାରୀ ଓ ଘରୋଇ ହସ୍ପିଟାଲରେ ଜାରି ରହିବ।…
Read More...

ଉତ୍ତରପ୍ରଦେଶରୁ ଆସି ପହଞ୍ଚିଲା ଆଳୁ

ଭୁବନେଶ୍ବର, ୮/୨: ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏଣିକି ପଶ୍ଚିମବଙ୍ଗ ନୁହେଁ, ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆସିବ। ଆଜି ସେଠାରୁ କିଛି ଟ୍ରକ ଆଳୁ…
Read More...

୧୦ହଜାର କ୍ୱିଣ୍ଟାଲ ଅର୍ପଣ ଚାଉଳ ନଷ୍ଟ; ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ବେଳେ ହୋଇଥିଲା ସଂଗ୍ରହ

ଭୁବନେଶ୍ବର, ୨/୮: ବିଶ୍ବ ନିୟତା ଜଗତରନାଥ ଜଗନ୍ନାଥଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଳୁମାନେ ଚାଉଳ ଅର୍ପଣ କରିଥିଲେ। ଭକ୍ତ ଅର୍ପଣ କରିଥିବା ଚାଉଳ ମହାପ୍ରସାଦ ପ୍ରସ୍ତୁତ ହେବ ବୋଲି ମନେ କରାଯାଉଥିଲା। ଅର୍ପଣ ଚାଉଳ ଭକ୍ତଙ୍କ…
Read More...

କାର୍ଯ୍ୟକାଳ ସରିବା ପୂର୍ବରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ମମତା ମହାନ୍ତ

ଭୁବନେଶ୍ବର/ରାଇରଙ୍ଗପୁର, ୩୧/୭: ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ…
Read More...

ମା’ ସୁଭଦ୍ରାଙ୍କ ରଥ ଉପରେ ଅଣସେବାୟତ ଚଢ଼ିବା ମାମଲା: ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ଶ୍ରୀମନ୍ଦିର…

ପୁରୀ, ୩୦/୭: ବାହୁଡ଼ା ଯାତ୍ରାରେ ମା’ ସୁଭଦ୍ରାଙ୍କ ରଥ ଉପରେ ଅଣସେବାୟତ ଚଢିବା ମାମଲାରେ ଶ୍ରୀମନ୍ଦିର ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ୭ ଦିନ ଭିତରେ ସନ୍ତୋଷଜନକ ଉତ୍ତର…
Read More...

ବିରୋଧୀଙ୍କ ମୁଲତବି ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ବାଚସ୍ପତି

ଭୁବନେଶ୍ବର, ୩୦/୭: ରାଜ୍ୟରେ ଅହେତୁକ ଦରଦାମ୍ ବୃଦ୍ଧି ନେଇ ବିରୋଧୀମାନେ ଗୃହରେ ମୁଲତବି ପ୍ରସ୍ତାବ ଆଣିଥିଲେ, ଯାହାକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଛନ୍ତି। ଏଥିରେ କୌଣସି ସତ୍ୟତା ନାହିଁ  ବୋଲି ବାଚସ୍ପତି…
Read More...

ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ଚଞ୍ଚକତା କରିଥିବା ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହେବ: ଆଇନ ମନ୍ତ୍ରୀ

ଭୁବନେଶ୍ବର, ୨୮/୭: ଖୁବ୍ ଶୀଘ୍ର ରତ୍ନଭଣ୍ଡାର ମରାମତି କରାଯିବ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ ଆହୁରି କହିଛନ୍ତି,…
Read More...

ଆଳୁ ଦର ନିୟନ୍ତ୍ରଣ ନେଇ ମମତା ବାନାର୍ଜୀଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର, ୨୭/୭: ଓଡ଼ିଶା-ପଶ୍ଚିମବଙ୍ଗ ସୀମାରୁ ଆଳୁ ଟ୍ରକ୍‌ଗୁଡ଼ିକ ଫେରିଯିବା ପରେ ରାଜ୍ୟରେ ଦର ବୃଦ୍ଧି ହୋଇଛି। ବ୍ୟବସାୟୀମାନେ ମନମୁତାବକ ଆଳୁ ବିକ୍ରି କରୁଛନ୍ତି। ରାଜ୍ୟ ଯୋଗାଣମନ୍ତ୍ରୀ କିଲୋ ପିଛା ୩୨ ଟଙ୍କାରେ…
Read More...

୨୦୨୭ ସୁଦ୍ଧା ଚାଲିବ ଭୁବନେଶ୍ବର ମେଟ୍ରୋ ରେଳ

ଭୁବନେଶ୍ବର, ୨୫/୭ : ୨୦୨୭ ସୁଦ୍ଧା କାର୍ଯ୍ୟକ୍ଷମ ହେବ ମେଟ୍ରୋ ରେଳ ପ୍ରକଳ୍ପ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ଏହା ଚଳାଚଳ କରିବ। ଏଥିପାଇଁ ଭୁବନେଶ୍ବର ମେଟ୍ରୋ ରେଳ…
Read More...