Browsing Category
ମୁଖ୍ୟ ଖବର
ଚଳିତ ବର୍ଷ ଓଡ଼ିଶାରେ ରେକର୍ଡ ତାପମାତ୍ରା: ଜଳୁଛି ପଶ୍ଚିମ ଓଡ଼ିଶା, ଝାରସୁଗୁଡ଼ାରେ ପାରଦ ୪୭ ଡିଗ୍ରି
ଭୁବନେଶ୍ବର, ୩୦/୫: ରାଜ୍ୟରେ ଚଳିତ ବର୍ଷର ତାପମାତ୍ରା ରେକର୍ଡ କରିଛି। ଆଜି ପୂରା ପଶ୍ଚିମ ଓଡ଼ିଶା ପ୍ରବଳ ଖରାରେ ଜଳିଛି। ଝାରସୁଗୁଡ଼ାରେ ପାରଦ ୪୭ଡିଗ୍ରିକୁ ଉଠିଛି। ଏଥି ସହିତ ଝାରସୁଗୁଡ଼ାରେ ମେ’ ମାସର ସର୍ବକାଳୀନ…
Read More...
Read More...
ରାଜ୍ୟର ଶେଷ ପର୍ଯ୍ୟାୟ ମତଦାନରେ ୪୬୦ ଜଣ ପ୍ରାର୍ଥୀ; ଭୋଟ୍ ଦେବେ ୯୯ଲକ୍ଷ ୬୧ହଜାର ମତଦାତା
ଭୁବନେଶ୍ବର, ୩୦/୫: ଦେଶରେ ସପ୍ତମ ଓ ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ୍ ପାଇଁ ଗୁରୁବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ମୟୂରଭଂଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଲୋକସଭା…
Read More...
Read More...
ସୋନିପତ ରବର କାରଖାନାରେ ବଏଲର ବିସ୍ଫୋରଣ, ୪୦ ଆହତ, ୮ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ
ସୋନିପତ, ୨୮/୫: ହରିୟାଣାର ସୋନିପତର ରାଇ ଶିଳ୍ପାଞ୍ଚଳରେ ଥିବା ଏକ ରବର ବେଲ୍ଟ ନିର୍ମାଣ କାରଖାନାରେ ଅଜ୍ଞାତ କାରଣରୁ ବଏଲର ବିସ୍ଫୋରଣ ଘଟିଛି। ହଠାତ୍ ଦୁର୍ଘଟଣା ଘଟିବା ପରେ କାରଖାନାରେ କାର୍ଯ୍ୟରତ କର୍ମଚାରୀମାନେ…
Read More...
Read More...
୨୯ରେ ମଲ୍ଲିକାର୍ଜୁନ, ୩୦ରେ ରାହୁଲ ଗାନ୍ଧୀ ଓଡ଼ିଶା ଆସି ନିର୍ବାଚନ ପ୍ରଚାର କରିବେ: ପିସିସି ସଭାପତି
ଭୁବନେଶ୍ବର, ୨୮/୫: ଅଖିଳ ଭାରତୀୟ ଜାତୀୟ କଂଗ୍ରେସ (ଏଆଇସିସି) ସଭାପତି ମଲ୍ଲକାର୍ଜୁନ ଖଡ୍ଗେ ଆସନ୍ତାକାଲି (୨୯ ତାରିଖ)ରେ ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାରେ ନିର୍ବାଚନ ପ୍ରଚାର କରିବେ। କଂଗ୍ରେସ ନେତା ରାହୁଲ…
Read More...
Read More...
ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ
ସିମୁଳିଆ, ୨୨/୫: ବାଲେଶ୍ବର ଜିଲ୍ଲା ବିଜେଡିକୁ ଶକ୍ତ ଧକ୍କା। ପୁଣି ଦଳ ଛାଡ଼ିଲେ ଆଉଜଣେ ବିଧାୟକ। ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଆଜି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା…
Read More...
Read More...
ନିର୍ବାଚନ ପାଇଁ ଭୁବନେଶ୍ବରରେ ମୁତୟନ ହେବେ ୧୫ ପ୍ଲାଟୁନ ପୁଲିସ ଫୋର୍ସ
ଭୁବନେଶ୍ବର, ୨୨/୫: ରାଜଧାନୀ ଭୁବନେଶ୍ବରରେ ନିର୍ବାଚନକୁ ନେଇ ପୁଲିସର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଫ୍ରି ଫେୟାର ନିର୍ବାଚନ ନେଇ ପୁଲିସ ଅଧିକାରୀଙ୍କ ସହ ପୁଲିସ କମିଶନରଙ୍କ ଆଲୋଚନା ହୋଇଛି। ନିର୍ବାଚନ…
Read More...
Read More...
ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ହୋଇପାରେ ପ୍ରବଳ ବର୍ଷା: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର
ଭୁବନେଶ୍ବର, ୨୨/୫: ବଙ୍ଗୋପସାଗରରେ ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆଗାମୀ ୨୫ ତାରିଖରୁ ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛନ୍ତି ଭାରତୀୟ ପାଣିପାଗ କେନ୍ଦ୍ର…
Read More...
Read More...
ଦିନ ୫ଟା ସୁଦ୍ଧା ରାଜ୍ୟରେ ୬୦.୫୪ ପ୍ରତିଶତ ମତଦାନ ରେକର୍ଡ
ଭୁବନେଶ୍ୱର, ୨୦/୫: ରାଜ୍ୟରେ ଅପରାହ୍ଣ ୫ଟା ସୁଦ୍ଧା ୬୦.୫୪ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୬୬.୧୪ ପ୍ରତିଶତ ମତଦାନ ହୋଇଥିବା ବେଳେ ୫୫.୬୫ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ…
Read More...
Read More...
ଆଜି ଆଣ୍ଡାମାନ ଛୁଇଁଲା, ଜୁନ୍ ୧୫ ବେଳକୁ ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ବର, ୧୯/୫: ଜୁନ୍ ୧୫ ବେଳକୁ ମୌସୁମୀ ଓଡ଼ିଶା ଛୁଇଁପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଆଣ୍ଡାମାନ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆଞ୍ଚଳିକ ପାଣିପାଗ କେନ୍ଦ୍ର…
Read More...
Read More...
ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ
ଭୁବନେଶ୍ବର, ୧୯/୫: ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି। ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ…
Read More...
Read More...