Browsing Category

ମୁଖ୍ୟ ଖବର

୨୦୩୦ ସୁଦ୍ଧା ଭାରତର ଜୈବ ଅର୍ଥନୀତି ୩୦୦ ବିଲିୟନ୍ ଡଲାରରେ ପହଂଚିବ : ବିଶେଷଜ୍ଞ

ଭୁବନେଶ୍ୱର, ଡିସେମ୍ବର ୦୮: ଭାରତର ଜୈବ ଅର୍ଥନୀତି ଯେଉଁଥିରେ କି ଜୈବ ପ୍ରଯୁକ୍ତିବିଦ୍ୟା, ଔଷଧ ଏବଂ କୃଷି ଅନ୍ତର୍ଭୁକ୍ତ ୨୦୩୦ ସୁଦ୍ଧା ବୃଦ୍ଧି ପାଇ ୩୦୦ ବିଲିୟନ୍ ଡଲାରରେ ପହଂଚିବା ଆକଳନ କରାଯାଉଛି ବୋଲି କହିଛନ୍ତି…
Read More...

ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ- ୨୦୨୫: ଡିସେମ୍ବର ୬ ରୁ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର, ୬ ଡିସେମ୍ବର ୨୦୨୫: ଓଡ଼ିଆ ଭାଷା ଭାରତବର୍ଷର ଅନ୍ୟତମ ପୁରାତନ ଭାଷା । ଖ୍ରୀଷ୍ଟପୂର୍ବ ପ୍ରଥମ ଶତାବ୍ଦୀର ହାତୀଗୁମ୍ଫା ଶିଳାଲିପି, ତୃତୀୟ ଶତାବ୍ଦୀର ଧଉଳୀ ଓ ଜଉଗଡର ପ୍ରାଚୀନ ଅଭିଲେଖ, ପୁରୁଣା ପୋଥି,…
Read More...

ବରଗଡ଼ ଧନୁଯାତ୍ରା ନିମନ୍ତେ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ ନିମନ୍ତେ ନିଷ୍ପତ୍ତି

ଭୁବନେଶ୍ୱର, ୪ ଡ଼ିସେମ୍ବର: ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ…
Read More...

ଡିସେମ୍ବର ୬ରୁ ଆରମ୍ଭ ହେବ ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ

ଭୁବନେଶ୍ୱର, ୪ ଡ଼ିସେମ୍ବର: ଡିସେମ୍ବର ୬ ତାରିଖରୁ ଭୁବନେଶ୍ୱର ସ୍ଥିତ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ସପ୍ତମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ। ଏହା ଆସନ୍ତା ଡିସେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ।…
Read More...

ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ‘କିଟ୍’କୁ ପକ୍ଷଭୁକ୍ତ କଲେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ

ଭୁବନେଶ୍ବର: ଗତ ଫେବ୍ରୁଆରି ୧୬ ତାରିଖରେ ଘଟିଥିବା ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ‘କିଟ୍’କୁ ପକ୍ଷଭୁକ୍ତ କରିଛନ୍ତି ଓଡ଼ିଶା ଉଚ୍ଚ ନ୍ୟାୟାଳୟ। ଏହି ମାମଲାରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ‘କିଟ୍’କୁ ଜବାବତଲବ…
Read More...

ବଦଳିଲା ରାଜଭବନର ନାଁ… ନୂଆ ନାଁ ହେଲା ‘ଲୋକଭବନ’, ପୂର୍ବରୁ ସଚିବାଳୟର ନାଁ ଲୋକସେବା ଭବନ ହୋଇଛି

ଭୁବନେଶ୍ବର: ରାଜଭବନର ନାଁ ବଦଳିଛି। କେନ୍ଦ୍ର ସରକାର ଏହାର ନାଁ ବଦଳାଇ ଲୋକଭବନ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ବିଜ୍ଞପ୍ତି ଆଧାରରେ ଏ ନେଇ ନିଷ୍ପତ୍ତି ନିଆଯାଇଛି । ବିଜ୍ଞପ୍ତି ଅନୁସାରେ ଭୁବନେଶ୍ଵର ଏବଂ …
Read More...

୩୭ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର, ନଭେମ୍ବର ୩୦: ଛତିଶଗଡ଼ର ଦନ୍ତେୱାଡା ପୁଲିସରେ ୩୭ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏଥିରେ ୧୨ ଜଣ ମହିଳା କ୍ୟାଡରର ସଦସ୍ୟ ଅଛନ୍ତି। ଯେଉଁ ବନ୍ଧୁକରେ ବହୁ ସଂଖ୍ୟାରେ ନିରୀହ ଲୋକଙ୍କର ଜୀବନ ନେଇଥିଲେ,…
Read More...

ସୂର୍ଯ୍ୟସ୍ନାତ ତ୍ରିପାଠୀଙ୍କୁ ସୋଆ ଯୁବ ସାହିତ୍ୟ ସମ୍ମାନ ପ୍ରଦାନ

ଭୁବନେଶ୍ୱର, ନଭେମ୍ବର ୩୦: ସମାଜରେ ଯଦି ଜନଜାତି ସଂସ୍କୃତି ଓ ପରମ୍ପରାକୁ ଅନୁସରଣ କରାଯାଏ ତେବେ ବର୍ତମାନ ସମାଜରେ ଉପୁଜୁଥିବା ଅନେକ ସମସ୍ୟାର ସମାଧାନ ହୋଇପାରିବ ବୋଲି ରବିବାର କହିଛନ୍ତି ବିଶିଷ୍ଟ ସାନ୍ତାଳୀ ଲେଖିକା…
Read More...

ସ୍ୱତନ୍ତ୍ର ଗୋ-ସୁରକ୍ଷା ଆଇନ ଆଣିବାକୁ ସରକାର ବଦ୍ଧ ପରିକର: ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର, ୨୯. ୧୧. ୨୦୨୫- ରାଜ୍ୟ ସରକାର ଗୋ-ମାତା ର ସୁରକ୍ଷା ନେଇ କୌଣସି ପ୍ରକାର ସାଲିସ କରିପାରିବେ ନାହିଁ I ଏଥି ସହିତ ରାଜ୍ୟରେ ବେଆଇନ କଂସେଇ ଖାନା ଓ ଗୋଚାଲାଣକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କାରାଯିବ I ଏହାକୁ…
Read More...

ପ୍ରତ୍ୟେକ ଶିଶୁକୁ ସୁରକ୍ଷିତ ପରିବେଶ ସହ ଉପଯୁକ୍ତ ଶିକ୍ଷା ପ୍ରଦାନ ଜରୁରୀ

ଭୁବନେଶ୍ୱର, ୧୪ /୧୧: ଶିଶୁମାନେ ହେଉଛନ୍ତି ରାଷ୍ଟ୍ରର ଭବିଷ୍ୟତ ନାଗରିକ । ତେଣୁ  ପ୍ରତ୍ୟେକ ଶିଶୁକୁ ସ୍ନେହ ପ୍ରଦାନ କରିବା ସହ ଏକ ସୁରକ୍ଷିତ ପରିବେଶ ଓ ଉପଯୁକ୍ତ ଶିକ୍ଷା ଗ୍ରହଣ ନିମନ୍ତେ ସମସ୍ତ ସୁଯୋଗ ଦେବା ଆମ…
Read More...