Browsing Category
ମୁଖ୍ୟ ଖବର
ଭୁବନେଶ୍ବରରେ ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚର୍ ଅର୍ଗାନାଇଜେସନ୍ (ଇସ୍ରୋ)ର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ
ଭୁବନେଶ୍ବର, ୨୦/୫: ଇସ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ସୋଆ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ…
Read More...
Read More...
ଆସନ୍ତାକାଲି ପ୍ରକାଶ ପାଇବ ଯକ୍ତ ୨ ପରୀକ୍ଷା ଫଳ
ଭୁବନେଶ୍ବର, ୨୦/୫: ବହୁ ପ୍ରତୀକ୍ଷିତ ଯୁକ୍ତ ୨ ପରୀକ୍ଷା-୨୦୨୫ ଫଳ ବୁଧବାର ପ୍ରକାଶ ପାଇବ। ଏହି ଫଳ ବୁଧବାର ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗଣମାଧ୍ୟମକୁ ସୂଚନା ପ୍ରଦାନ…
Read More...
Read More...
ଜୁନ୍ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି
ପୁରୀ, ୧୬/୫: ରଥଯାତ୍ରା ସମୟରେ ରତ୍ନଭଣ୍ଡାର, ଗର୍ଭଗୃହ, ଜଗମୋହନ ଓ ନାଟମଣ୍ଡପ ମରାମତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ପ୍ରଶାସନ ବୈଷୟିକ କୋର…
Read More...
Read More...
ରାଜ୍ୟରେ ବଜ୍ରପାତ: ୫ ମହିଳା, ତିନି ନାବାଳକଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ
ଭୁବନେଶ୍ବର, ୧୬/୫: କାଳବୈଶାଖୀର ତାଣ୍ଡବ ରୂପ ଆଜି ଦେଖିବାକୁ ମିଳିଛି। କୋରାପୁଟ, ଗଂଜାମ, ଯାଜପୁର, ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୧ ଜଣଙ୍କର ମୃତ୍ୟୁଜନିତ ରିପୋର୍ଟ ହସ୍ତଗତ ହୋଇଛି। ଆଜିର…
Read More...
Read More...
କୃଷି ଓଭରସିଅର୍ ମାସିକ ଗସ୍ତଭତ୍ତା ୪୫୦ରୁ ୧୫୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର, ୧୫/୫: ରାଜ୍ୟ ସରକାର କୃଷି ଓଭର୍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ…
Read More...
Read More...
ସମ୍ମମରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ଶିଶୁର କିଡନି ବଞ୍ଚାଇଲା ଦୁଇ ଜୀବନ
ଭୁବନେଶ୍ୱର, ୧୩/୫: ଛଅ ବର୍ଷର ଶିଶୁପୁତ୍ରଟିର ଇଚ୍ଛା ଥିଲା ସେ ଗୋଟିଏ ପୁରସ୍କାର ପାଇବ। ମା’ବି ତାକୁ ଆଶ୍ୱାସନା ଦେଇଥିଲେ ଯେ ସେ ଏଭଳି ପୁରସ୍କାର ପାଇବ ଯାହା କେହି ବି ପାଇ ନଥିବେ। ଶିଶୁଟି ଜୀବିତ ଅବସ୍ଥାରେ…
Read More...
Read More...
ସିବିଏସଇ ପରୀକ୍ଷାଫଳ ପ୍ରକାଶିତ: ଓଡ଼ିଶାରେ ପାସ୍ ହାର ୮୮.୩୯ ପ୍ରତିଶତ
ଭୁବନେଶ୍ବର, ୧୩/୫: ଆଜି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଓଡ଼ିଶାରେ ଚଳିତ ବର୍ଷ ବି ପୁଅଙ୍କୁ ପଛରେ ପକାଇ ଅଧିକ ପ୍ରତିଶତ ଝିଅ ଦ୍ବାଦଶ ଶ୍ରେଣୀ…
Read More...
Read More...
ଦିଲ୍ଲୀ ଏମ୍ସରେ ସମସ୍ତ ଛୁଟି ବାତିଲ, ଯେତେ ଶୀଘ୍ର ସମ୍ଭବ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୯/୫: ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ଦିଲ୍ଲୀ ଏମ୍ସରେ ଛୁଟି ବାତିଲ । ଭାରତ-ପାକିସ୍ତାନ ଉତ୍ତେଜନା ଭିତରେ ନିଆଗଲା ବଡ଼ ନିଷ୍ପତ୍ତି । ଛୁଟି ବାତିଲ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି…
Read More...
Read More...
ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର, ୮/୫: ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆମ ରାଜ୍ୟ ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି। ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ…
Read More...
Read More...
ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ
ଭୁବନେଶ୍ୱର, ୮/୫: ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ…
Read More...
Read More...