Browsing Category
ମୁଖ୍ୟ ଖବର
ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି: ମୁଖ୍ୟମନ୍ତ୍ରୀ
କଟକ, ୨୬/୧: ୭୬ ତମ ସାଧାରଣତନ୍ତ୍ର ଦିବସ ଅବସରରେ କଟକର ବିଡ଼ାନାସୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସର ଦେଶର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ମହାନ…
Read More...
Read More...
ନବ ଦାସ ହତ୍ୟାକାଣ୍ଡ ମାମଲା, ସରକାର ଖୁବ୍ ଶୀଘ୍ର ନିଷ୍ପତ୍ତି ନେବେ: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଭୁବନେଶ୍ବର, ୨୩/୧ : ନବ ଦାସ ହତ୍ୟାକାଣ୍ଡ ମାମଲାରେ ସରକାର ଶୀଘ୍ର ନିଷ୍ପତ୍ତି ନେବେ। ବିଭିନ୍ନ ତଥ୍ୟ ଗୋଟି ଗୋଟି କରି ସାମ୍ନାକୁ ଆସୁଛି। ଏଭଳି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ ଆହୁରି…
Read More...
Read More...
ରାଜ୍ୟ କ୍ୟାବିନେଟ୍ରେ ୧୦ ପ୍ରସ୍ତାବକୁ ଅନୁମୋଦନ
ଭୁବନେଶ୍ଵର, ୨୨/୧: ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ବିଦ୍ୟାଳୟ…
Read More...
Read More...
ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି
ଭୁବନେଶ୍ବର, ୨୨/୧: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖୁଲାସା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି।
ଉପ ମୁଖ୍ୟମନ୍ତ୍ରୀ…
Read More...
Read More...
ପାଚକ-ପାଚିକାଙ୍କ ପାରିଶ୍ରମିକ ବୃଦ୍ଧି: ଏଣିକି ମାସିକ ମିଳିବ ୩୦୦୦ ଟଙ୍କା
ଭୁବନେଶ୍ୱର, ୨୧/୧: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକାମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା…
Read More...
Read More...
ଫେବ୍ରୁଆରି ୧୭ରେ ଆସିବ ରାଜ୍ୟ ବଜେଟ୍
ଭୁବନେଶ୍ବର, ୨୧/୧: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ୧୩ ତାରିଖ ଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ବଜେଟ୍ ଉପସ୍ଥାପନ କରିବେ। ଅର୍ଥ ବିଭାଗର ଦାୟିତ୍ବରେ…
Read More...
Read More...
ଚିଲିକାରେ ଆରମ୍ଭ ହେଲା ଡଲଫିନ ଗଣନା, ୩ ଦିନ ଧରି ଚାଲିବ
ବ୍ରହ୍ମଗିରି, ୨୦/୧: ଚିଲିକାରେ ଵିରଳ ପ୍ରଜାତି ଇରାୱାଡି ଡଲଫିନ ଗଣନା ଆରମ୍ଭ ହୋଇଛି। ସମଗ୍ର ଚିଲିକାକୁ ୩ଟି ଜୋନରେ ଭାଗ କରାଯାଇ ଗଣନା କରାଯାଉଛି। ସର୍ଦନ, ନର୍ଦନ ଏବଂ ସେଣ୍ଟ୍ରାଲ ଜୋନ ଏହି ୩ଟି ଜୋନ ରେ ମୋଟ ୧୮ଟି…
Read More...
Read More...
ଆରଜି କର ଦୁଷ୍କର୍ମ ହତ୍ୟା ମାମଲା: ଦୋଷୀ ସଞ୍ଜୟକୁ ମିଳିଲା ଆଜୀବନ କାରାଦଣ୍ଡ
କୋଲକାତା, ୨୦/୧: ସମଗ୍ର ଦେଶକୁ ଦୋହଲାଇ ଦେଇଥିବା କୋଲକାତା ମହିଳା ଡାକ୍ତରଙ୍କ ଦୁଷ୍କର୍ମ ଏବଂ ହତ୍ୟା ମାମଲାରେ, କୋର୍ଟ ଆଜି ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରଏକୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପଶ୍ଚିମବଙ୍ଗର…
Read More...
Read More...
୧୬୧ ଦିନ ପରେ କୋଲକାତାର ଟ୍ରେନି ଡାକ୍ତରାଣୀଙ୍କୁ ନ୍ୟାୟ: ସଞ୍ଜୟ ରାୟ ଆର.ଜି କର ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ
କୋଲକାତା, ୧୮/୧: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଡ୍ୟୁଟିରେ ଥିବା ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସିଆଲଦା କୋର୍ଟ ସଞ୍ଜୟ ରାୟଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। କୋର୍ଟ…
Read More...
Read More...
ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୭/୧: ଆପଣମାନେ ଯେପରି ଖୁସି ମନରେ ତୀର୍ଥଯାତ୍ରା କରିବାକୁ ଯାଉଛନ୍ତି, ସେହିଭଳି ସୁସ୍ଥ ଓ ନିରାପଦ ଭାବେ ତୀର୍ଥଯାତ୍ରା ସମ୍ପନ୍ନ କରି ଅଶେଷ ପୁଣ୍ୟ ଅର୍ଜନ କରି ଘରକୁ ଫେରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ…
Read More...
Read More...