Browsing Category

ମୁଖ୍ୟ ଖବର

୫ ଏସ୍‌ପିଙ୍କ ସମେତ ବଦଳି ହେଲେ ୧୮ ବରିଷ୍ଠ ଆଇପିଏସ୍‌ ଅଧିକାରୀ

ଭୁବନେଶ୍ବର, ୧୮/୫ : ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ସରକାର ୫ ଜଣ ଏସ୍‌ପିଙ୍କ ସମେତ ମୋଟ ୧୮ ଜଣ ଆଇପିଏସ୍‌…
Read More...

ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ଗଡ଼ିବ ‌ମୋ ବସ୍‌

ଭୁବନେଶ୍ବର, ୧୮/୫: ଗଞ୍ଜାମ, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ‘ମୋ ବସ୍’ ଚାଲିବା ନେଇ ନିଷ୍ପତ୍ତି ନେଇଛନ୍ତି ସରକାର। ଏନେଇ ଗୃହ ନିର୍ମାଣ ଓ ସହରାଞ୍ଚଳ ବିକାଶ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି।…
Read More...

ଜଳୁଛି ଓଡ଼ିଶା: ୧୭ଟି ସହରର ତାପମାତ୍ରା ୪୦ ଡିଗ୍ରି ଟପିଲା

ଭୁବନେଶ୍ବର, ୧୫।୫: ଏବେ ରାଜ୍ୟରେ ପ୍ରଚଣ୍ଡ ଖରା ଜାରି ରହିଛି। ଆଜି ୧୭ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରେକର୍ଡ ହୋଇଛି। ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ବଲାଙ୍ଗୀର ଓ ଟିଟିଲାଗଡ଼ଠାରେ ଯଥାକ୍ରମେ ୪୪.୪ ଓ ୪୪…
Read More...

ଭୁବନେଶ୍ୱରରୁ ଦୁବାଇକୁ ବିମାନ ସେବାର ଶୁଭାରମ୍ଭ

ଭୁବନେଶ୍ବର, ୧୫।୫: ଭୁବନେଶ୍ୱରରୁ ଦୁବାଇକୁ ସିଧା ଆରମ୍ଭ ହୋଇଛି ବିମାନ ସେବା । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସାମଗ୍ରିକ ବିକାଶ ପାଇଁ  …
Read More...

ଆଇସିଏସ୍‌ଇ ଦଶମ ପରୀକ୍ଷା ଫଳ: ୯୯.୪ % ମାର୍କ ସହ ଓଡ଼ିଶାରୁ ପ୍ରିୟଙ୍କା ଓ ବିଷ୍ଣୁ ଶ୍ରେଷ୍ଠ

ଭୁବନେଶ୍ବର, ୧୪/୫: ଇଣ୍ଡିଆନ୍‌ ସାର୍ଟିଫିକେଟ୍‌ ଅଫ୍‌ ସେକେଣ୍ଡାରି ଏଜୁକେସନ (ଆଇସିଏସ୍‌ଇ) ଦଶମ ଓ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ରବିବାର ପ୍ରକାଶିତ ହୋଇଛି। ଆଇସିଏସ୍ଇ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ…
Read More...

ଜଗନ୍ନାଥ ସଂସ୍କୃତି ସହିତ ଆମର ଜନଜାତି ସଂସ୍କୃତିର ଗଭୀର ସଂପର୍କ ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୪/୫: ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଦେଶ। ଜଗନ୍ନାଥ ସଂସ୍କୃତି ସହିତ ଆମର ଜନଜାତି ସଂସ୍କୃତିର ଗଭୀର ସଂପର୍କ ରହିଛି। ପ୍ରକୃତି ଓ ପରିବେଶର ବିଶେଷ ଗୁରୁତ୍ବ ରହିଛି। ପ୍ରକୃତି, ପୂଜା ଓ ଭାଇଚାରା ଆଦିବାସୀ…
Read More...

ସୋଆ ପରିବାର ପକ୍ଷରୁ ସ୍ୱର୍ଗତ ଦେବୀ ପ୍ରସାଦ ରାୟଙ୍କର ସ୍ମୃତି ସଭା ଆୟୋଜିତ

ଭୁବନେଶ୍ୱର, ୧୩/୦୫:  ସୋଆର କୁଳାଧିପତି ସ୍ୱର୍ଗତ ପ୍ରଫେସର ଦେବୀ ପ୍ରସାଦ ରାୟଙ୍କର ସ୍ମୃତିରେ ଶୁକ୍ରବାର ଏକ ସଭା ଆୟୋଜିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ସୋଆ ପରିବାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି…
Read More...

କର୍ଣ୍ଣାଟକ ନିର୍ବାଚନ: ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଲେ ବୋମାଇ, ରବିବାର କଂଗ୍ରେସ ବିଧାୟକଦଳ ବୈଠକ

ବେଙ୍ଗାଲୁରୁ, ୧୩।୫: ବିଧାନସଭା ନିର୍ବାଚନରେ ବିଜେପିର ପରାଜୟ ପରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବସବରାଜ ବୋମାଇ କିଛି ସମୟ ପୂର୍ବେ ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଇଛନ୍ତି । ସେପଟେ ରବିବାର ଅପରାହ୍ନ ସାଢ଼େ…
Read More...

ମନ୍ତ୍ରିମଣ୍ଡଳରେ ଅଦଳବଦଳ ପ୍ରକ୍ରିୟା ଆରମ୍ଭ, ବାଚସ୍ପତିଙ୍କ ପରେ ଦୁଇ ମନ୍ତ୍ରୀ ଦେଲେ ଇସ୍ତଫା

ଭୁବନେଶ୍ୱର, ୧୨/୫: ବାଚସ୍ପତି ବିକ୍ରମ ଆରୁଖ ଆଜି ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି। ଏହାପରେ ରାଜ୍ୟ ମନ୍ତ୍ରିମଣ୍ଡଳର ଦୁଇ ମନ୍ତ୍ରୀ ଆଜି ଇସ୍ତଫା ଦେଇଛନ୍ତି। ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଓ ଗଣଶିକ୍ଷାମନ୍ତ୍ରୀ…
Read More...

ଝାରସୁଗୁଡା ଉପନିର୍ବାଚନ: ସିଇଓଙ୍କ ପ୍ରସ୍ତୁତି ଶେଷ, ତ୍ରି-ସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ହେବ ଗଣନା

ଭୁବନେଶ୍ୱର, ୧୨/୫: ଆସନ୍ତାକାଲି ଭୋଟ ଗଣତି ସହ ପ୍ରକାଶ ପାଇବ ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ତ୍ରି-ସ୍ତରୀୟ ସୁରକ୍ଷା…
Read More...