Browsing Category

ମୁଖ୍ୟ ଖବର

ନଭେମ୍ବର ୧୧ରେ ଶପଥ ନେବେ ଦେଶର ନୂଆ ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନା

ନୂଆଦିଲ୍ଲୀ, ୨୪/୧୦: ଜଷ୍ଟିସ୍ ସଞ୍ଜୀବ ଖାନ୍ନା ହେବେ ଭାରତର ପରବର୍ତ୍ତୀ ପ୍ରଧାନ ବିଚାରପତି। ସେ ହେବେ ଦେଶର ୫୧ତମ ପ୍ରଧାନ ବିଚାରପତି । ନଭେମ୍ବର ୧୧ତାରିଖରେ ସେ ଦାୟିତ୍ୱ ଗ୍ରହଣ କରିବେ। ଆଇନ ମନ୍ତ୍ରୀ ଅର୍ଜୁନ ରାମ…
Read More...

ଅକ୍ଟୋବର ୨୮ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୨୪/୧୦: ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଆଗାମୀ ୨୮ତାରିଖରେ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ‘ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର  କାର୍ଯ୍ୟକୁ  ଦୃଷ୍ଟିରେ ରଖି, ଅକ୍ଟୋବର ୨୮ରେ…
Read More...

ଅକ୍ଟୋବର ୨୩ରୁ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟରେ ୩ଦିନ ବନ୍ଦ ରହିବ ପାଠପଢ଼ା

ଭୁବନେଶ୍ବର, ୨୨/୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଦାନା’ ନେଇ ରାଜ୍ୟ  ସରକାର ଉପକୂଳ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ୧୪ଟି ଜିଲ୍ଲାରେ ମହାବିଦ୍ୟାଳୟ ଓ…
Read More...

ନଭେମ୍ବର ୧୫ରେ ଓଡ଼ିଶା ଆସିବେ ମୋଦୀ

ଭୁବନେଶ୍ବର, ୨୨/୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣି ଓଡ଼ିଶା ଆସୁଛନ୍ତି। ରାଜ୍ୟରେ ବିଜେପି ସରକାର ଆସିବା ପରେ ପ୍ରଧାନମନ୍ତ୍ରୀ ଏପର୍ଯ୍ୟନ୍ତ ୨ ଥର ଗସ୍ତ କରିସାରିଥିବା ବେଳେ ତୃତୀୟ ଗସ୍ତ ନଭେମ୍ବର ମାସରେ…
Read More...

ରାଜ୍ୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ାଇଲେ ମୋହନ ସରକାର

ଭୁବନେଶ୍ୱର, ୨୧/୧୦: ଦୀପାବଳି ପୂର୍ବରୁ ରାଜ୍ୟ ସରକାର ନିଜର କର୍ମଚାରୀମାନଙ୍କୁ ଉପହାର ଦେଇଛନ୍ତି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା…
Read More...

ବାତ୍ୟା ମୁକାବିଲା ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୨୧/୧୦: ପୁରୀ ଓ ସାଗର ଦୀପ ଭିତରେ ସ୍ଥଳ ଭାଗରେ ବାତ୍ୟା ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆମ ପାଖରେ ଯାହା ସୂଚନା ରହିଛି, ବାତ୍ୟା ‘ଦାନା’ ପିକ୍‌ ସମୟରେ ସ୍ଥଳ ଭାଗରେ…
Read More...

କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ

କେନ୍ଦ୍ରାପଡ଼ା, ୧୯/୧୦: କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ…
Read More...

କର୍କଟ ଚିକିତ୍ସା ନିମନ୍ତେ ଦକ୍ଷିଣ ଓଡ଼ିଶାରେ ନୂତନ ସୁବିଧା ଉପଲବ୍ଧ

ଭୁବନେଶ୍ୱର, ୧୭/୧୦: ଦକ୍ଷିଣ ଓଡ଼ିଶାରେ ଉନ୍ନତ ମାନର ଅତ୍ୟାଧୁନିକ କର୍କଟ ଚିକିତ୍ସା ନିମନ୍ତେ ବ୍ରହ୍ମପୁରର ଶୀତଳାପଲ୍ଲୀ ସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ-କ୍ୟାମ୍ପସ ୩ରେ କର୍କଟ…
Read More...

ସୋଆ ଗବେଷକଙ୍କ ଦ୍ୱାରା ବିକଶିତ ଔଷଧୀୟ ସୂତ୍ର ବ୍ୟବସାୟୀକରଣ ନିମନ୍ତେ ପ୍ରସ୍ତୁତ

ଭୁବନେଶ୍ୱର, ୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଗବେଷକଙ୍କ ଦ୍ୱାରା ବିକଶିତ ହୋଇଥିବା ଏକ ଅଭିନବ ଔଷଧୀୟ ସୂତ୍ର ଯାହା ନିମନ୍ତେ ଗତ ବର୍ଷ ନ୍ୟାସ୍‌ନାଲ୍ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନଆର୍‌ଡିସି) ସହିତ…
Read More...

ଶୁଦ୍ଧ ଦେଶୀ ଗାଈ ଘିଅରେ ମହାପ୍ରସାଦର ପ୍ରସ୍ତୁତି, ଗୋଶାଳା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି

ପୁରୀ, ୧୭/୧୦: ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ବ୍ୟବସ୍ଥାକୁ ଅଧିକ ସୁନ୍ଦର ଓ ଶୃଙ୍ଖଳିତ କରିବା ପାଇଁ ଗୋଟିଏ ପରେ ଗୋଟିଏ ପଦକ୍ଷେପ ନିଆଯାଉଛି। ଭକ୍ତଙ୍କ ପାଇଁ ଚାରିଦ୍ବାର ଖୋଲାଯିବା, ରତ୍ନଭଣ୍ଡାର…
Read More...