Browsing Category

ମୁଖ୍ୟ ଖବର

ଦିନକ ପରେ ମହାପ୍ରଭୁଙ୍କ ସ୍ନାନଯାତ୍ରା; ୧୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ, ୨୭/୬: ଦିନକ ପରେ ପବିତ୍ର ସ୍ନାନ ପୂର୍ଣ୍ଣିମା। ପୁରୀକୁ ଭକ୍ତମାନଙ୍କର ସୁଅ ଛୁଟୁଛି। ପୁରୀ ଧାମରେ ଜନଗହଳି ବଢ଼ିବାରେ ଲାଗିଛି। ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି…
Read More...

୩୫ତମ ଓ ୩୬ତମ, ​ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସମାରୋହ

ଭୁବନେଶ୍ୱର, ୨୬/୬: "ଓଡ଼ିଆ ଚଳଚ୍ଚିତ୍ର ହେଉଛି ଆମ ଜାତିର ଅସ୍ମିତାର ପରିଚୟ । ଏହାର ସର୍ବାଙ୍ଗୀନ ବିକାଶ ତଥା କଳାକାରମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ଖୁବ୍ ଶୀଘ୍ର ଏକ ନୂତନ ‘ଚଳଚ୍ଚିତ୍ର ନୀତି’ ପ୍ରଣୟନ କରିବାକୁ…
Read More...

ଅଜୟ କୁମାର ଲଲ୍ଲୁଙ୍କ ସ୍ଥାନରେ ଲାଲଜୀ ଦେଶାଇଙ୍କୁ ଦାୟିତ୍ବ

ଭୁବନେଶ୍ବର, ୨୬/୬: ସାଙ୍ଗଠନିକ ଭିତ୍ତିକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଶୁକ୍ରବାର ଗୁଜରାଟର ବରିଷ୍ଠ କଂଗ୍ରେସ ନେତା ଲାଲଜୀ ଦେଶାଇଙ୍କୁ ଓଡ଼ିଶାର ନୂଆ ଏଆଇସିସି ପ୍ରଭାରୀ…
Read More...

ଜୁଲାଇ ୪ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର, ୨୩/୬: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଜୁଲାଇ ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ ରାଜ୍ୟରେ ଆୟୋଜିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ସରକାରୀ କାର୍ଯ୍ୟକ୍ରମ…
Read More...

ରଥଯାତ୍ରା ସ୍ବତନ୍ତ୍ର ପ୍ରସ୍ତୁତି: ପୁରୀକୁ ଗଡ଼ିବ ୩୭୦ ସ୍ୱତନ୍ତ୍ର ଟ୍ରେନ୍, ୪୭୩ ସିସିଟିଭି ଲାଗିବ

ପୁରୀ, ୨୩/୬: ରଥଯାତ୍ରା ୨୦୨୬ ପାଖେଇ ଆସୁଛି। ମହାପ୍ରଭୁଙ୍କର ବିଶ୍ବ ପ୍ରସିଦ୍ଧ ଯାତ୍ରାକୁ ସୁଚାରୁ ରୂପେ ପରିଚାଳନା କରିବା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଜାରି…
Read More...

କୋଚିଂ ସେଣ୍ଟରରେ ଲାଗିଲା ନିଆଁ: ଘଟଣାସ୍ଥଳରେ ୧୪ଜଣଙ୍କ ମୃତ୍ୟୁ

ଲକ୍ଷ୍ମୌ, ୨୨/୬:ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଆଜି ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୪ ଜଣଙ୍କର ମୃତ୍ୟୁ ହୋଇଯାଇଛି। ଉଶା ମେହଟା ମାର୍ଗରେ ଥିବା ଏକ ୩ ମହଲା ବିଶିଷ୍ଟ କୋଠାରେ କୋଚିଂ ସେଣ୍ଟର୍‌…
Read More...

୨୬ଟି ଜିଲ୍ଲାର ୬୪ଟି ସ୍ଥାନର ସଂଶୋଧିତ ଇଂରାଜୀ ବନାନ ସଂକଳିତ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ବର, ୨୨/୬: ବିଭିନ୍ନ ସ୍ଥାନର ସଂଶୋଧିତ ଇଂରାଜୀ ବନାନ ସଂକଳିତ ବିଜ୍ଞପ୍ତି ପ୍ରକାଶ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସ୍ଥାନଗୁଡ଼ିକର କୌଣସି ନାମ ପରିବର୍ତ୍ତନ…
Read More...

ରାଜ୍ୟର ସମସ୍ତ ସବ୍ ରେଜିଷ୍ଟ୍ରାର୍ ଓ ଜିଲ୍ଲା ସବ୍ ରେଜିଷ୍ଟ୍ରାର୍ କାର୍ଯ୍ୟାଳୟରେ POS ମେସିନ୍ ମାଧ୍ୟମରେ କ୍ୟାଶଲେସ୍…

ଭୁବନେଶ୍ୱର, ୨୦/୬ : ରାଜ୍ୟର ସମସ୍ତ ଉପ-ନିବନ୍ଧକ (SR) ଓ ଜିଲ୍ଲା ଉପ-ନିବନ୍ଧକ(DSR)ଙ୍କ କାର୍ଯ୍ୟାଳୟରେ କ୍ୟାଶଲେସ୍ କାରବାର ବ୍ୟବସ୍ଥାର ସଫଳ କାର୍ଯ୍ୟାନ୍ବୟନ ନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ…
Read More...

ଆଭାସି ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା 300 ଟିପିଡି ସିବିଜି ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ

ମାନ୍ୟବର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ  ଭୁବନେଶ୍ୱରରେ  କମ୍ପ୍ରେସଡ୍ ବାୟୋ ଗ୍ୟାସ୍ ପ୍ଲାଣ୍ଟ (ସିବିଜି)ର ଶିଳାନ୍ୟାସ । ଦୈନିକ 300 ମେଟ୍ରିକ ଟନ୍ ଓଦା ବର୍ଜ୍ୟରୁ ଉତ୍ପାଦନ ହେବ ସିବିଜି । ବିଜ୍ଞାନ…
Read More...

ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗୱାର ନିଲମ୍ବିତ

ଭୁବନେଶ୍ବର, ୧୮/୬: ବହୁ ଚର୍ଚ୍ଚିତ ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତାର ସୌମ୍ୟରଞ୍ଜନ ସ୍ବାଇଁ ମୃତ୍ୟୁ ମାମଲାରେ ଛନ୍ଦି ହୋଇଥିବା ବରିଷ୍ଠ ଆଇପିଏସ୍ ଦୟାଲ ଗଙ୍ଗୱାରଙ୍କୁ ରାଜ୍ୟ ସରକାର ନିଲମ୍ବନ କରିଛନ୍ତି। ଶ୍ରୀ…
Read More...