Browsing Category

ଜିଲ୍ଲା ଖବର

କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ ବୃଦ୍ଧି କଲେ ରାଜ୍ୟ ସରକାର

ସମ୍ବଲପୁର, ୧୧/୨: ବଢ଼ିଲା କେନ୍ଦୁପତ୍ର ତୋଳାଳିଙ୍କ ବୋନସ୍ । ବୋନସକୁ ୨୫ ପ୍ରତିଶତରୁ ୫୦ ପ୍ରତିଶତକୁ ବୃଦ୍ଧି କରାଗଲା। ଏଥିରେ ଉପକୃତ ହେବେ ୮ ଲକ୍ଷ ୫୦ ହଜାର ତୋଳାଳି। ଏଥିପାଇଁ ୯୮ କୋଟି ଟଙ୍କା ମଞ୍ଜୁର କରିଛନ୍ତି…
Read More...

କ୍ଷୁଦ୍ର ଜଳସେଚନ ବିଭାଗ ତରଫରୁ, ବିଭାଜନ ସ୍ତରୀୟ ପାଣି ପଂଚାୟତ ପକ୍ଷ ପାଳନ

ଅନୁଗୁଳ: ଅନୁଗୁଳ ଜିଲ୍ଲାର କ୍ଷୁଦ୍ର ଜଳସେଚନ ବିଭାଗ ତରଫରୁ, ବିଭାଜନ ସ୍ତରୀୟ ପାଣି ପଂଚାୟତ ପକ୍ଷ ପାଳନ କରାଯାଇଛି। ଏଥିରେ ପ୍ରଦୀପ ପ୍ରଜ୍ଵଂଲନ କରି ଅତିଥିମାନେ ଆନୁଷ୍ଠାନିକ ଭାବେ ଉତ୍ସବ ଉଦ୍ଘାଟନ କରିଥିଲେ । ପ୍ରଥମେ…
Read More...

କଟକ ଜିଲ୍ଲାର ପ୍ରତି ପଞ୍ଚାୟତରେ ବ୍ୟାଙ୍କ ସେବା ପହଞ୍ଚିବ: ୫ଟି ଅଧ୍ୟକ୍ଷ

କଟକ, ୫/୧: ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ କଟକ ଗସ୍ତରେ ଆସି ବାଲିଯାତ୍ରା ପଡ଼ିଆରେ ବିଶାଳ ଜନସଭାକୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ ଜନସାଧାରଣଙ୍କୁ ଗମନାଗମନ ଓ ସ୍ୱାସ୍ଥ୍ୟ ସେବା ସୁବିଧା ପାଇଁ ନିଶ୍ଚିତ…
Read More...

ଆସନ୍ତାକାଲି ମହଳୟା ପାଇଁ ବିଦ୍ୟାଳୟ ଛୁଟି, ୨୦ରୁ ୨୯ ଯାଏଁ ଦଶହରା ଅବକାଶ

ଭୁବନେଶ୍ବର, ୧୩/୧୦: ଆସନ୍ତାକାଲି (ଅକ୍ଟୋବର ୧୪) ପବିତ୍ର ମହାଳୟା ଅନୁଷ୍ଠିତ ହେବ। ଏହି ଅବସରରେ ରାଜ୍ୟର ସବୁ ସ୍କୁଲଗୁଡ଼ିକୁ ଛୁଟି ରହିବ। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏନେଇ ଛୁଟି ଘୋଷଣା କରିଛି। ଏଥି ସହିତ…
Read More...

ରାଜ୍ୟବ୍ୟାପୀ ଶିକ୍ଷକ ଆନ୍ଦୋଳନ: ଉପସ୍ଥିତ ଓ ଅନୁପସ୍ଥିତ ଶିକ୍ଷକଙ୍କ ସଂପର୍କରେ ଜଣାଇବାକୁ ବିଇଓଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର, ୧୪/୯: ତିନି ଦଫା ଦାବି ପୂରଣ ନିମନ୍ତେ ଆନ୍ଦୋଳନରତ ପ୍ରାଥମିକ ଶିକ୍ଷକମାନଙ୍କୁ ରାଜ୍ୟ ସରକାର ପୁଣି ଥରେ ନାଲି ଆଖି ଦେଖାଇଛନ୍ତି। ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ ରୋକିବାକୁ ସରକାର କଡ଼ା ଆଭିମୁଖ୍ୟ…
Read More...

ସେପ୍ଟେମ୍ବର ୧୬ରେ ଲୋକାର୍ପିତ ହେବ କଟକ ନେତାଜୀ ବସ୍‌ ଟର୍ମିନାଲ

କଟକ, ୮/୯: ସେପ୍ଟେମ୍ବର ୧୬ ତାରିଖରେ ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ କଟକ ନେତାଜୀ ବସ ଟର୍ମିନାଲ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହି ଏହି ଟର୍ମିନାଲର କରିବେ ଉଦଘାଟନ। ଏହାସହ ସେ ରାଣୀହାଟ ଠାରେ ଥିବା…
Read More...

ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠାକୁ ଅନୁମୋଦନ

ଭୁବନେଶ୍ବର,୮/୯ : ଖୋର୍ଦ୍ଧା ଜିଲ୍ଲାରେ ଓଡ଼ିଶା ପାଇକ ଏକାଡେମୀ ଓ ଗବେଷଣା କେନ୍ଦ୍ର ପ୍ରତିଷ୍ଠା ହେବ । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।  ରାଜ୍ୟର ଗୌରବମୟ ପାଇକ ପରମ୍ପରାର ସାମୁହିକ…
Read More...