Browsing Category

ରାଜନୀତି

ଓଡ଼ିଶା ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର

କଟକ, ୧୬/୮: ବିନୟତୋଷ ମିଶ୍ର(ଆଇପିଏସ୍‌) ଆଜି (ରବିବାର) ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ପୂର୍ବତନ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଠାରୁ ଓଡ଼ିଶା ପୁଲିସର ନୂତନ ଆରକ୍ଷୀ…
Read More...

ଡିଜିପି ଚୟନରେ ରୋକ୍‌ ଲଗାଇଲେ ସୁପ୍ରିମ୍ କୋର୍ଟ, ୧୮ରେ ପରବର୍ତ୍ତୀ ଶୁଣାଣି

ଭୁବନେଶ୍ବର: ଓଡ଼ିଶାର ନୂଆ ପୁଲିସ ଡିଜି ଚୟନ ପ୍ରକ୍ରିୟାର ଚୂଡ଼ାନ୍ତ ବୈଠକ ପୂର୍ବରୁ ସାମୟିକ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ଗୁରୁବାର ସନ୍ଧ୍ୟା ୫ଟାରେ ୟୁନିଅନ୍ ପବ୍ଲିକ୍ ସର୍ଭିସ୍ କମିସନ(ୟୁପିଏସ୍‌ସି)…
Read More...

୬୬ ଜଣ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

ଭୁବନେଶ୍ୱର, ୧୨/୮: ସମ୍ବେଦନଶୀଳ ତଥା ଗୁରୁତ୍ୱପୂର୍ଣ୍ଣ ଅପରାଧିକ ମାମଲାରେ ସଫଳ ଦଣ୍ଡବିଧାନ ସୁନିଶ୍ଚିତ କରିବା ସହ ତଦନ୍ତ ଓ ଆଇନଗତ ପ୍ରକ୍ରିୟାରେ ଉତ୍କୃଷ୍ଟ ଅବଦାନ ପାଇଁ ଓଡ଼ିଶା ପୋଲିସର ଅଧିକାରୀ ଏବଂ ସରକାରୀ…
Read More...

ଯୁବବର୍ଗଙ୍କ ପ୍ରତିଭା ବିକଶିତ ହେବାରେ ସହାୟକ ବିଶ୍ବବିଦ୍ୟାଳୟ ସୃଷ୍ଟି ହେଉ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର, ୮/୩: ଭାରତରେ ଏକ ବୃହତ ଯୁବଶକ୍ତି ରହିଛନ୍ତି । ଏହା ଆମର ସର୍ବଶ୍ରେଷ୍ଠ ସମ୍ପତ୍ତି। ଏହି ସମ୍ପତ୍ତିର ସଠିକ୍ ବ୍ୟବହାର ପାଇଁ ଆମର ବିଶ୍ୱବିଦ୍ୟାଳୟଗୁଡ଼ିକୁ ଏପରି ଏକ ପରିବେଶ ସୃଷ୍ଟି କରିବାକୁ ପଡିବ…
Read More...

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାଁରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ବର, ୨୮/୭:  ଫୁଲବାଣୀ ସରକାରୀ ମେଡିକାଲ କଲେଜକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାଁରେ ନାମିତ କରିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେବାର ଦିନକ ପରେ ଏହାର ନାଁ ବଦଳିଛି। ଏଣିକି…
Read More...

ରାଜ୍ୟ ବାହାରକୁ କିମ୍ବା ବିଦେଶ ଗସ୍ତରେ ଯିବାକୁ ଥିବ ସରକାରୀ ଅଧିକାରୀଙ୍କ ପାଇଁ କଡ଼ା ନିୟମ

ଭୁବନେଶ୍ୱର, ୨୪/୭: ବ୍ୟକ୍ତିଗତ କାରଣରେ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯାତ୍ରା କରୁଥିବା ସରକାରୀ କର୍ମଚାରୀ/ଅଧିକାରୀଙ୍କ ପାଇଁ ଅର୍ଥ ବିଭାଗ କଡ଼ା ନିୟମ ଜାରି କରିଛି। ଏଣିକି ଓଡ଼ିଶା ବାହାରକୁ କିମ୍ବା ବିଦେଶ ଗସ୍ତ…
Read More...

ଅଗଷ୍ଟ ୧୬ରେ ଅବସର ପାଇଁ ପୁଲିସ ଡିଜିଙ୍କୁ ଅନୁମତି ଦେଲେ ସରକାର

ଭୁବନେଶ୍ବର, ୨୪/୭: ରାଜ୍ୟ ପୁଲିସ ଡିଜି ୱାଇବି ଖୁରାନିଆ ଆସନ୍ତା ଅଗଷ୍ଟ ୧୬ରେ ଅବସର ନେବେ। ତାଙ୍କୁ ଅବସର ନେବା ପାଇଁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି ଓ ଏନେଇ ଗୃହ ବିଭାଗ ପକ୍ଷରୁ ଗତକାଲି ବିଧିବଦ୍ଧ…
Read More...

ପାଠ୍ୟପୁସ୍ତକ ତ୍ରୁଟି ଘଟଣା, ଆଉ ଚାରି ଜଣଙ୍କ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ

କଟକ, ୨୧/୭: ପାଠ୍ୟପୁସ୍ତକ ତ୍ରୁଟି ଘଟଣାକୁ ନେଇ କ୍ରାଇମବ୍ରାଞ୍ଚ ରୁଜୁ କରିଥିବା ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ଦିଲ୍ଲୀପ କୁମାର ସାହୁ, ପ୍ରଲିପ୍ତା ମିଶ୍ର, ଭାରତୀ ଟୁଡ଼ୁ, କିଶୋର କୁମାର କର ପ୍ରମୁଖ…
Read More...

ଆୟୁଷ୍ମାନ କାର୍ଡରେ ମିଳିବ ଅତ୍ୟାଧୁନିକ କର୍କଟ ଚିକିତ୍ସା; ଯୋଡ଼ି ହେବ ୧୨୧ଟି ପ୍ୟାକେଜ୍‌

ଭୁବନେଶ୍ବର, ୧୮/୭ : ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟୁଷ୍ମାନ କାର୍ଡରେ ମିଳିବ ଅତ୍ୟାଧୁନିକ କର୍କଟ ଚିକିତ୍ସା। ଏହି ଚିକିତ୍ସା କ୍ଷେତ୍ରରେ ୧୨୧ଟି ପ୍ୟାକେଜ୍‌ ଯୋଡ଼ିବାକୁ…
Read More...

କ୍ୟାବିନେଟ୍‌ରେ ୭ ବିଭାଗର ୧୩ଟି ପ୍ରସ୍ତାବ ପାରିତ

ଭୁବନେଶ୍ୱର: ଆଜି ମଙ୍ଗଳବାର ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୪ତମ  ବୈଠକରେ ୭ ବିଭାଗର ୧୩ଟି ପ୍ରସ୍ତାବ ପାରିତ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ…
Read More...