Browsing Category
ରାଜନୀତି
ଫେବ୍ରୁଆରି ୨୮ରୁ ମହାମହିମା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୪ଦିନିଆ ଓଡ଼ିଶାଗସ୍ତ
ରାଇରଙ୍ଗପୁର, ୨୧/୨: ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ତାରିଖ ଠାରୁ ୪ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏନେଇ ରାଷ୍ଟ୍ରପତିଙ୍କ ବ୍ୟକ୍ତିଗତ ସହାୟକ ସୁରଥ କୁମାର ମହାନ୍ତ ସୂଚନା ଦେଇଛନ୍ତି।…
Read More...
Read More...
ଦେବାଶିଷ, ଶୁଭାଶିଷ ଓ ଅଶ୍ବିନୀ ନିଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ
ଭୁବନେଶ୍ବର, ୨୦/୨: ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଦେବାଶିଷ ସାମନ୍ତରାୟ, ଶୁଭାଷିଶ ଖୁଣ୍ଟିଆ ଓ ଅଶ୍ବିନୀ ବୈଷ୍ଣବ ନିଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ…
Read More...
Read More...
ମାର୍ଚ୍ଚ ୨ରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପରୀକ୍ଷା
ଭୁବନେଶ୍ବର, ୨୦/୨ : ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍ ପାଇଁ ଆସନ୍ତା ମାର୍ଚ୍ଚ ୨ ତାରିଖ ଠାରୁ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ତିନିଦିନ ହେବ। ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୨, ୪ ଓ ୬ ତାରିଖରେ ପରୀକ୍ଷା ଦେବେ।…
Read More...
Read More...
ଭବିଷ୍ୟତ ଲାଗି ଯୁବପିଢ଼ିଙ୍କୁ ପ୍ରସ୍ତୁତ କରିବାକୁ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ସୋମବାର ଦିନ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ…
Read More...
Read More...
୧୫ ମିନିଟ୍ରେ ସମସ୍ୟା ଶୁଣିବ ପୁଲିସ: ଜାରି ହେଲା ନୂଆ ପୁଲିସ ସହାୟତା ନମ୍ବର
କଟକ, ୧୯/୨: କୌଣସି ଅଭିଯୋଗ ସଂକ୍ରାନ୍ତରେ ପୁଲିସକୁ ଫୋନ୍ କି ହ୍ବାଟ୍ସଆପ୍ ମେସେଜ୍ କଲେ ମାତ୍ର ୧୫ ମିନିଟରେ ପୁଲିସ ଅଭିଯୋଗକାରୀଙ୍କୁ ଯୋଗାଯୋଗ କରିବ। ଅଭିଯୋଗର ତ୍ବରିତ ସମାଧାନ କରିବା ପାଇଁ କଟକ କମିସନରେଟ୍…
Read More...
Read More...
ବଢ଼ିଲା ମାଟ୍ରନ୍ଙ୍କ ପାରିଶ୍ରମିକ; ଏଣିକି ପାଇବେ ମାସକୁ ୧୫ ହଜାର ଟଙ୍କା
ଭୁବନେଶ୍ବର, ୧୮/୨: ରାଜ୍ୟ ସରକାର ଜନଜାତି ଛାତ୍ରୀ ନିବାସ ମାଟ୍ରନ୍ମାନଙ୍କର ଗୁହାରି ଶୁଣିଛନ୍ତି। ଏଣିକି ମାଟ୍ରନ୍ମାନେ ମାସିକ ୧୦ ହଜାର ଟଙ୍କା ବଦଳରେ ୧୫ ହଜାର ପାଇବେ। କାର୍ଯ୍ୟରତ ସମୟରେ ମୃତ୍ୟୁ ହେଲେ ୨ ଲକ୍ଷ…
Read More...
Read More...
ବଢ଼ିଲା ମଧ୍ୟାହ୍ନଭୋଜନ ପାଚିକା-ସହାୟିକାଙ୍କ ପାରିଶ୍ରମିକ, କୃଷକସାଥୀଙ୍କ ସହାୟତା ରାଶି
ଭୁବନେଶ୍ୱର, ୧୭/୨: ରାଜ୍ୟ ସରକାର ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ସ୍କୁଲରେ ନିୟୋଜିତ ପାଚିକା ଓ ସହାୟିକାମାନ ଓ କୃଷକସାଥୀମାନଙ୍କଙ୍କ ପାରିଶ୍ରମିକ ରାଶି ବୃଦ୍ଧି କରିଛନ୍ତି। ପାଚିକା ଓ ସହାୟିକାମାନଙ୍କ ପାରିଶ୍ରମିକ…
Read More...
Read More...
ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ପାରାଦୀପ, ୧୬/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଜେଏସଡବ୍ଲ୍ୟ ଉତ୍କଳ ଷ୍ଟିଲ କାରଖାନା, ରିନ୍ୟୁ ଇ-ଫୁଏଲ ଗ୍ରୀନ ଆମୋନିଆ କାରଖାନା ଏବଂ ସିଲକ୍ସ ଇଣ୍ଡିଆ…
Read More...
Read More...
ମିସନ ଶକ୍ତି ସଦସ୍ୟଙ୍କୁ ୟୁନିଫର୍ମ ବାବଦକୁ ମିଳିବ ୧୦୦୦ ଟଙ୍କା
ଭୁବନେଶ୍ବର, ୧୬/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ୧୨ ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ୍…
Read More...
Read More...
ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମାପନ ହେବ ଅଙ୍ଗଦାତାଙ୍କ ଶେଷକୃତ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, ୧୫/୨: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ଓ ସାହସର ସ୍ୱୀକୃତି ସ୍ୱରୂପ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏନେଇ…
Read More...
Read More...