Browsing Category

ରାଜନୀତି

ଇସ୍ତଫାର ୧୫ ଦିନ ମଧ୍ୟରେ ନିଜ ବଙ୍ଗଳା ଛାଡିବେ କେଜ୍ରିୱାଲ

ନୂଆଦିଲ୍ଲୀ, ୧୬/୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ହଠାତ୍ ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି। ଏଥିସହ ସେ ନଭେମ୍ବରରେ ଦିଲ୍ଲୀ ବିଧାନସଭା ନିର୍ବାଚନ କରିବାକୁ ଦାବି କରିଛନ୍ତି। କେଜ୍ରିୱାଲ ଦିଲ୍ଲୀର…
Read More...

କାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ: ଜନତା ମଇଦାନରେ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି

ଭୁବନେଶ୍ବର, ୧୬/୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏଥିପାଇଁ ଜନତା ମଇଦାନରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ ୪ ସେଡସରେ…
Read More...

ବରିଷ୍ଠ ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ

ନୂଆଦିଲ୍ଲୀ, ୧୨/୯: ବରିଷ୍ଠ ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ ହୋଇଛି । ୭୨ ବର୍ଷ ବୟସରେ ଦିଲ୍ଲୀ ଏମ୍ସରେ ସେ ଶେଷ ନିଶ୍ବାସ ନେଇଛନ୍ତି । ବିଗତ କିଛି ଦିନ ହେଲା ସେ ସ୍ବାସ୍ଥ୍ୟଗତ ସମସ୍ୟା ନେଇ ଏମ୍ସରେ…
Read More...

କେନ୍ଦ୍ର ଖୋଲିଲା ପେଡି: ଓଡିଶା ମଧ୍ୟରେ ଏକାସଙ୍ଗେ ଗଡିବ ୩ଟି ନୂଆ ବନ୍ଦେ ଭାରତ

ଭୁବନେଶ୍ୱର, ୧୦/୯: ଗୋଟିଏ କି ଦୁଇଟି ନୁହେଁ ଓଡିଶା ମଧ୍ୟରେ ଗଡିବ ଏକାସଙ୍ଗେ ତିନିଟି ନୂଆ ବନ୍ଦେ ଭାରତ ଟ୍ରେନ। ଯାତ୍ରୀଙ୍କ ସମୟ ବଞ୍ଚାଇବା ସହ ଦୁଇଟି ରାଜ୍ୟକୁ ସଂଯୋଗ ପାଇଁ କେନ୍ଦ୍ର ରେଳ ମନ୍ତ୍ରାଳୟର ଏହି…
Read More...

ଆରମ୍ଭ ହେଲା ‘ସିଏମ୍‌ କିଷାନ’: ପ୍ରତିବର୍ଷ ‘ନୂଆଁଖାଇ’ ଓ ଅକ୍ଷୟ ତୃତୀୟାରେ ମିଳିବ

ସମ୍ବଲପୁର, ୯/୯: ପବିତ୍ର ‘ନୂଆଁଖାଇ’ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରବିବାର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ପ୍ରେକ୍ଷାଳୟରେ ସିଏମ୍‌ କିଷାନ ଯୋଜନା ଓ କୃଷିଭିତ୍ତିକ କାର୍ଯ୍ୟକ୍ରମର ଆରମ୍ଭ କରିଛନ୍ତି। ଏହି…
Read More...

ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବ‌ନେଶ୍ବର, ୭/୯: ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ…
Read More...

ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ

ସମ୍ବଲପୁର, ୧/୯: ପୂର୍ବତନ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ଅଶ୍ବିନୀ ଗୁରୁଙ୍କ ପରଲୋକ ହୋଇଥିବାର ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ହୃଦଘାତରେ ସେ ପ୍ରାଣତ୍ୟାଗ କରିଥିବା ଜଣାଯାଇଛି।…
Read More...

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସୁଭଦ୍ରା ଯୋଜନାର ହେବ ଶୁଭାରମ୍ଭ

ଭୁବନେଶ୍ୱର, ୨୫/୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମ ଦିନ ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ। ସେହି ଦିନ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ଏନେଇ ଆଜି ପୁରୀଠାରେ…
Read More...

ଦେଶରେ ଦିନକୁ ୯୦ଟି ଦୁଷ୍କର୍ମ ହେଉଛି, କଠୋର ଦଣ୍ଡବିଧାନ ହେଉ: ମୋଦୀଙ୍କୁ ଚିଠି ଲେଖିଲେ ମମତା

କୋଲକାତା, ୨୨/୮: କୋଲକାତାର ଆରଜି କର ମେଡିକାଲ କଲେଜ ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ଉତ୍ତେଜନା ଲାଗି ରହିଥିବା ବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…
Read More...

ଜଗନ୍ନାଥ ପ୍ରଧାନଙ୍କ ଚମକପ୍ରଦ ପଦକ୍ଷେପ, ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ

ଭୁବନେଶ୍ୱର, ୨୧/୮: ବିଜେପିର ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହାନ୍ତ । ତେବେ ଏହାର ଘଣ୍ଟାକ ପରେ ସ୍ୱାଧୀନ…
Read More...