Browsing Category
ରାଜନୀତି
କାର୍ଯ୍ୟକାଳ ସରିବା ପୂର୍ବରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ମମତା ମହାନ୍ତ
ଭୁବନେଶ୍ବର/ରାଇରଙ୍ଗପୁର, ୩୧/୭: ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ…
Read More...
Read More...
ମା’ ସୁଭଦ୍ରାଙ୍କ ରଥ ଉପରେ ଅଣସେବାୟତ ଚଢ଼ିବା ମାମଲା: ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲା ଶ୍ରୀମନ୍ଦିର…
ପୁରୀ, ୩୦/୭: ବାହୁଡ଼ା ଯାତ୍ରାରେ ମା’ ସୁଭଦ୍ରାଙ୍କ ରଥ ଉପରେ ଅଣସେବାୟତ ଚଢିବା ମାମଲାରେ ଶ୍ରୀମନ୍ଦିର ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛି ଶ୍ରୀମନ୍ଦିର ପ୍ରଶାସନ। ୭ ଦିନ ଭିତରେ ସନ୍ତୋଷଜନକ ଉତ୍ତର…
Read More...
Read More...
ବିରୋଧୀଙ୍କ ମୁଲତବି ପ୍ରସ୍ତାବକୁ ଅଗ୍ରାହ୍ୟ କଲେ ବାଚସ୍ପତି
ଭୁବନେଶ୍ବର, ୩୦/୭: ରାଜ୍ୟରେ ଅହେତୁକ ଦରଦାମ୍ ବୃଦ୍ଧି ନେଇ ବିରୋଧୀମାନେ ଗୃହରେ ମୁଲତବି ପ୍ରସ୍ତାବ ଆଣିଥିଲେ, ଯାହାକୁ ବାଚସ୍ପତି ସୁରମା ପାଢ଼ୀ ଅଗ୍ରାହ୍ୟ କରିଛନ୍ତି। ଏଥିରେ କୌଣସି ସତ୍ୟତା ନାହିଁ ବୋଲି ବାଚସ୍ପତି…
Read More...
Read More...
ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ଚଞ୍ଚକତା କରିଥିବା ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହେବ: ଆଇନ ମନ୍ତ୍ରୀ
ଭୁବନେଶ୍ବର, ୨୮/୭: ଖୁବ୍ ଶୀଘ୍ର ରତ୍ନଭଣ୍ଡାର ମରାମତି କରାଯିବ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଏହା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ ଆହୁରି କହିଛନ୍ତି,…
Read More...
Read More...
ଆଳୁ ଦର ନିୟନ୍ତ୍ରଣ ନେଇ ମମତା ବାନାର୍ଜୀଙ୍କୁ ଭେଟି ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର, ୨୭/୭: ଓଡ଼ିଶା-ପଶ୍ଚିମବଙ୍ଗ ସୀମାରୁ ଆଳୁ ଟ୍ରକ୍ଗୁଡ଼ିକ ଫେରିଯିବା ପରେ ରାଜ୍ୟରେ ଦର ବୃଦ୍ଧି ହୋଇଛି। ବ୍ୟବସାୟୀମାନେ ମନମୁତାବକ ଆଳୁ ବିକ୍ରି କରୁଛନ୍ତି। ରାଜ୍ୟ ଯୋଗାଣମନ୍ତ୍ରୀ କିଲୋ ପିଛା ୩୨ ଟଙ୍କାରେ…
Read More...
Read More...
୨୦୨୭ ସୁଦ୍ଧା ଚାଲିବ ଭୁବନେଶ୍ବର ମେଟ୍ରୋ ରେଳ
ଭୁବନେଶ୍ବର, ୨୫/୭ : ୨୦୨୭ ସୁଦ୍ଧା କାର୍ଯ୍ୟକ୍ଷମ ହେବ ମେଟ୍ରୋ ରେଳ ପ୍ରକଳ୍ପ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନ ବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ଏହା ଚଳାଚଳ କରିବ। ଏଥିପାଇଁ ଭୁବନେଶ୍ବର ମେଟ୍ରୋ ରେଳ…
Read More...
Read More...
ବଜେଟ୍ ଉପସ୍ଥାପନ କଲେ ମୋହନ୍ ମାଝୀ: ବଦଳିଲା ଅନେକ ଯୋଜନାର ନାମ
ଭୁବନେଶ୍ବର, ୨୫/୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ସନ୍ଧ୍ୟାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି। ସେ ପୂର୍ବ ସରକାରଙ୍କ ଦ୍ବାରା ପ୍ରଣୟନ ହୋଇଥିବା ବହୁ ଜନହିତକର…
Read More...
Read More...
ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ହେବନି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର, ୨୧/୭: ରାଜ୍ୟସ୍ତରରେ କୃତୀ କୀଡ଼ାବିତ୍ଙ୍କୁ ପ୍ରୋତ୍ସାହନ ଭାବେ ପ୍ରଦାନ କରାଯାଉଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ନାମ ପରିବର୍ତ୍ତନ ହେବନି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହା ଗଣମାଧ୍ୟମରେ…
Read More...
Read More...
ସର୍ବଦଳୀୟ ବୈଠକ ଶେଷ: ଶାନ୍ତି ଶୃଙ୍ଖଳାରେ ଅଧିବେଶନ ସମ୍ପନ୍ନ ପାଇଁ କହିଲେ ବାଚସ୍ପତି
ଭୁବନେଶ୍ବର, ୨୧/୭: ସୋମବାର ବିଧାନସଭା ବୈଠକ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ ଶେଷ ହୋଇଛି। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ…
Read More...
Read More...
ପିସିସିକୁ ଭଙ୍ଗ କଲା ଏଆଇସିସି: ହଟିଲେ ଶରତଙ୍କ ଟିମ୍
ଭୁବନେଶ୍ବର, ୨୧/୭: ଓଡିଶା ପ୍ରଦେଶ କମିଟିକୁ ଭଙ୍ଗ ଏଆଇସିସି ଭଙ୍ଗ କରିଛି। ଏଆଇସିସି ସଭାପତିଙ୍କ ଅନୁମୋଦନ କ୍ରମେ ସବୁ କମିଟି ଭଙ୍ଗ ହୋଇଛି । ପିସିସି ଓ କାର୍ଯ୍ୟକାରୀ କମିଟିକୁ ଭଙ୍ଗ କରାଯାଇଛି। ଜିଲ୍ଲା, ବ୍ଲକ୍ ଓ…
Read More...
Read More...