Browsing Category

ରାଜନୀତି

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ହେଲେ ଆଡଭୋକେଟ୍ ଜେନେରାଲ

ଭୁବନେଶ୍ବର, ୧୯/୭: ଓଡ଼ିଶା ହା‌ଇକୋର୍ଟଙ୍କ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଆଡଭୋକେଟ୍ ଜେନେରାଲ ‌ହୋଇଛନ୍ତି। ଶ୍ରୀ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ଏହି ବଡ଼ ଦାୟିତ୍ବ ଦେଇଛନ୍ତି। ପୀତାମ୍ବରଙ୍କ ନିଯୁକ୍ତି ରାଜ୍ୟ…
Read More...

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବେ ବିଜେଡିର ୫୦ ବିଧାୟକ

ଭୁବନେଶ୍ବର, ୧୭/୭: ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ମୁଖ୍ୟ ବିରୋଧୀ ଦଳ ‘ବିଜୁ ଜନତା ଦଳ’ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ଉଦ୍ୟମ କରିଛି। ଏଥି ପାଇଁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସରକାରଙ୍କ…
Read More...

ନିଲମ୍ବନ ଉଠିବା ପରେ ଆଇପିଏସ୍‌ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି ଦେଲେ ସରକାର

ଭୁବନେଶ୍ବର, ୧୫/୭: ରାଜ୍ୟ ସରକାରଙ୍କ ଗୃହ ବିଭାଗ ୧୯୯୭ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଡିଏସ୍‌ କୁଟ୍ଟେଙ୍କୁ ଓଏସ୍‌ଡି ଭାବେ ନିଯୁକ୍ତି ଦେଇଛନ୍ତି। ଗୃହ ବିଭାଗ ପକ୍ଷରୁ ଏନେଇ ଆଜି ନିର୍ଦ୍ଦେଶନାମା ଜାରି ହୋଇଛି।…
Read More...

ଝାରସୁଗୁଡ଼ା ବିଧାୟକଙ୍କ ନିର୍ବାଚନକୁ ଚାଲେଞ୍ଜ, ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଦୀପାଳି ଦାସ

କଟକ, ୧୨/୭ : ହାଇକୋର୍ଟରେ ଝାରସୁଗୁଡ଼ା ବିଧାନସଭା ଆସନ ନିର୍ବାଚନ ପ୍ରସଂଗ ପହଞ୍ଚିଛି। ପୂର୍ବତନ ବିଧାୟକ ଦୀପାଳି ଦାସ ହାଇକୋର୍ଟରେ ନିର୍ବାଚନୀ ମୋକଦ୍ଦମା ରୁଜୁ କରିଛନ୍ତି। ଝାରସୁଗୁଡ଼ା ଆସନରୁ ବିଧାୟକ ଭାବେ…
Read More...

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ, ୨୨/୭: ବଡ଼ ଠାକୁରଙ୍କ ପହଣ୍ଡି ଅଘଟଣ ପରେ ଆକ୍ସନ ମୋଡ଼ରେ ରାଜ୍ୟ ସରକାର। ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଦାୟିତ୍ବ। ଗୁରୁବାର ରାତି ଅଧିଆ ଆଇନ…
Read More...

ବିଜୟପାଲ ସିଂ ତୋମର ଓଡ଼ିଶା ପ୍ରଭାରୀ, ସଂବିତ ଉତ୍ତର-ପୂର୍ବ ସଂଯୋଜକ, ଅପରାଜିତା କେରଳ ସହପ୍ରଭାରୀ

ନୂଆଦିଲ୍ଲୀ, ୫/୭: ସାଧାରଣ ନିର୍ବାଚନ ପରେ ବିଜେପି ପକ୍ଷରୁ ସଂଗଠନିକ ସ୍ତରରେ କେତେକ ପରିବର୍ତ୍ତନ କରାଯାଇଛି । ଦଳ ୨୪ଟି ରାଜ୍ୟର ପ୍ରଭାରୀ ଓ ସହ ପ୍ରଭାରୀ ନିଯୁକ୍ତ କରିଛି। ବିଜୟପାଲ ସିଂ ତୋମର ଓଡ଼ଶା ପ୍ରଭାରୀ…
Read More...

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ

ଭୁବନେଶ୍ଵର, ୩/୭: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ। ଏହି ଅବସରରେ ଏକ ବିକଶିତ…
Read More...

ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ସରକାରୀ ଭତ୍ତା: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ବର, ୨/୭: ବିଭିନ୍ନ ବର୍ଗରେ ଲୋକଙ୍କୁ ମିଳୁଥିବା ସରକାରୀ ଭତ୍ତା ପରିମାଣ ବୃଦ୍ଧି ପାଇବ। ଏହି ଭତ୍ତା ଟଙ୍କାକୁ ସର୍ବନିମ୍ନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏନେଇ ଘୋଷଣା କରିଛନ୍ତି ସାମାଜିକ ସୁରକ୍ଷା…
Read More...

ଦିଲ୍ଲୀଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୩୦/୬: ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂହଦେଓ। ଆଜି ସେମାନେ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ…
Read More...

ଜୁଲାଇ ୧ରୁ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିବେ ଶୁଣାଣି

ଭୁବନେଶ୍ବର, ୨୯/୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିବାର ୧୮ ଦିନ ବିତିଲାଣି। ତେବେ ସେ କେଉଁଠି ରହିବେ ତାକୁ ନେଇ ଚର୍ଚ୍ଚା ଆଲୋଚନା ଜୋର ଧରିଛି।  ମିଳିଥିବା ସୂଚନା ମୁତାବକ, ଜୁଲାଇ ୧ ତାରିଖରୁ ଅଭିଯୋଗ…
Read More...