Browsing Category

ରାଜ୍ୟ

ଷ୍ଟାର୍‌ଏୟାର୍ ବିମାନରେ ଯାନ୍ତ୍ରିକ ତ୍ରୁଟି: ବିମାନବନ୍ଦରରେ ଦେଢ଼ଘଣ୍ଟା ଅଟକିଲେ ରାଜ୍ୟପାଳ

ଝାରସୁଗୁଡ଼ା, ୫/୪: ଆଇଆଇଏମ୍‌ର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ଫେରୁଥିବା ରାଜ୍ୟପାଳଙ୍କୁ ଆଜି ଝାରସୁଗୁଡ଼ା ବିମାନବନ୍ଦରରେ ପ୍ରାୟ ଦେଢ଼ଘଣ୍ଟା ରହିବାକୁ ପଡ଼ିଛି। ସେ ଯିବାକୁ ଥିବା ଷ୍ଟାର୍‌ଏୟାର୍‌ ବିମାନରେ ଯାନ୍ତ୍ରିକ…
Read More...

‘ଓଡ଼ିଶାରୁ ଗୋଟିଏ ଇଞ୍ଚ ମଧ୍ୟ ରେଳପଥ ଅନ୍ୟ ରାଜ୍ୟକୁ ଯାଉନାହିଁ: ରାଜ୍ୟ ସରକାର

ଭୁବନେଶ୍ବର, ୩/୪: ପୂର୍ବତଟ ରେଳବାଇରୁ ପଲାସା, ଇଚ୍ଛାପୁର ଉଚ୍ଛେଦ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। ପ୍ରମୁଖ ବିରୋଧୀ ବିଜୁ ଜନତା ଦଳ (ବିଜେଡି) ଏହାକୁ ତୀବ୍ର ବିରୋଧ କରି ବିଜେପି ନେତୃତ୍ବାଧୀନ…
Read More...

ଅପ୍ରିଲ୍‌ ୧୩ ଓ ୧୪, ଦୁଇଦିନ ଧରି ପାଳନ ହେବ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର, ୨/୪: ଓଡ଼ିଶାର ରାଜଧାନୀ  ଭୁବନେଶ୍ୱରର ୭୮ତମ ପ୍ରତିଷ୍ଠା ଦିବସ ଚଳିତ ମାସ ଅପ୍ରିଲ୍‌ ୧୩ ଓ ୧୪ ଦୁଇ ଦିନ ଧରି ପାଳିତ ହେବ। ଆାଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ…
Read More...

ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ; ଅତ୍ୟାବଶ୍ୟକ ବ୍ୟବସ୍ଥା ପାଇଁ ପରାମର୍ଶ

ଭୁବନେଶ୍ବର, ୨/୪: ରାଜ୍ୟରେ ସକାଳୁଆ ସ୍କୁଲ ପାଇଁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ପିଲାମାନେ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲରେ ପାଠପଢ଼ିବେ। ଖରା ଏବଂ ଗ୍ରୀଷ୍ମପ୍ରବାହ ପାଇଁ ରାଜ୍ୟ ସରକାର ଏହିଭଳି…
Read More...

୭୮ ପୁଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଓଡ଼ିଶା ଡିଜିପି ‌ପଦକ

ଭୁବନେଶ୍ବର, ୪/୧: ଆଜି ପୁଲିସ ପ୍ରତିଷ୍ଠା ଦିବସ ଅବସ‌ରରେ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ଓ ଲୋକଙ୍କ ଧନଜୀବନ ସୁରକ୍ଷାରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ୭୮ଜଣ ପୁଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପୁଲିସ…
Read More...

ପୁରୀରେ ପ୍ରତିଷ୍ଠା ହେବ ବିଶ୍ବ ପର୍ଯ୍ୟଟନ କେନ୍ଦ୍ର, କ୍ରୁଜ୍ ଟର୍ମିନାଲ୍: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୪/୧: ପୁରୀଠାରେ ଏକ ବିଶ୍ବ ପର୍ଯ୍ୟଟନ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପୁରୀରେ କୃଜ୍ ଟର୍ମିନାଲ୍ ପ୍ରତିଷ୍ଠା ପାଇଁ ମଧ୍ୟ ଆମେ ପଦକ୍ଷେପ ନେଇଛୁ। ଏହା ସହିତ ଆମର ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ଚିଲିକାର…
Read More...

ରାଜ୍ୟ ସ୍ଵାସ୍ଥ୍ୟମନ୍ତ୍ରୀଙ୍କୁ ବହିଷ୍କାର ଦାବି; ରାଜ୍ୟପାଳଙ୍କୁ ସ୍ମାରକପତ୍ର ପ୍ରଦାନ

ଭୁବନେଶ୍ୱର, ୩୧/୩: ମିଳିତ ବିରୋଧୀ ଦଳର ଏକ ୪୯ ଜଣିଆ ପ୍ରତିନିଧି ଦଳ ଲୋକଭବନରେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ ସ୍ମାରକପତ୍ର ପ୍ରଦାନ କରିଥିଲେ। କଟକ ବଡ଼ଡାକ୍ତରଖାନାରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡ ଓ ମୃତ୍ୟୁ…
Read More...

ଆହାର କେନ୍ଦ୍ରକୁ ଗ୍ୟାସ୍‌ ଯୋଗାଣରେ ହେବନି ଅସୁବିଧା

ଭୁବନେଶ୍ୱର, ୩୦/୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦେଶ ତଥା ରାଜ୍ୟରେ ରନ୍ଧନ ଗ୍ୟାସ୍‌ ଓ ପେଟ୍ରୋଲିଅମ୍‌ ଆଦିର ନିଅଣ୍ଟିଆ ସ୍ଥିତି ଦେଖାଦେଇଛି। ଏହି ସ୍ଥିତିରେ ରାଜ୍ୟରେ ଥିବା ୯୦ଟି କେନ୍ଦ୍ରୀୟ ରୋଷେଇଶାଳ ସହାୟତାରେ…
Read More...

ଓଏଚ୍‌ଆର୍‌ସି ଅଧ୍ୟକ୍ଷ ଭାବେ ଜଷ୍ଟିସ ଶତ୍ରୁଘନ ପୂଜାହାରୀଙ୍କ ନିଯୁକ୍ତି

କଟକ, ୨୬/୩: ଓଡ଼ିଶା ମାନବାଧିକାର କମିସନ (ଓଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଭାବେ ପୁଣି ଜଷ୍ଟିସ ଶତ୍ରୁଘନ ପୂଜାହାରୀଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟପାଳ କମିସନ ଅଧ୍ୟକ୍ଷ ଭାବେ ଜଷ୍ଟିସ ପୂଜାହାରୀଙ୍କୁ ନିଯୁକ୍ତି…
Read More...

ପଶ୍ଚିମ ଏସିଆ ସ୍ଥିତି ଓ ଅତ୍ୟାବଶ୍ୟକ ଦ୍ରବ୍ୟ ଉପଲବ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର, ୨୬/୩:  ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…
Read More...