Browsing Category

ରାଜ୍ୟ

ଅଶ୍ୱିନୀ ବୈଷ୍ଣବଙ୍କୁ ଚିଠି ଲେଖିଲେ ପରିବହନ: ୩ଟି ରୁଟ୍‌ରେ ଚାଲୁ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ବର, ୨୮/୪: ଆଜି ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସର ଟ୍ରାଏଲ ରନ୍‌ ହୋଇଛି। ବିଧିବଦ୍ଧ ଭାବେ ଟ୍ରେନ୍‌ ଗଡ଼ିବା ପୂର୍ବରୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ କିଛି ଦାବି ନେଇ ରେଳମନ୍ତ୍ରୀ ଅଶ୍ୱିନୀ…
Read More...

ସିଦ୍ଧାର୍ଥ ମହାନ୍ତି ହେଲେ ଏଲଆଇସିର ଅଧ୍ୟକ୍ଷ

ଭୁବନେଶ୍ବର, ୨୮/୪: କେନ୍ଦ୍ର ସରକାର ଆଉ ଜଣେ ଓଡ଼ିଆଙ୍କୁ ବଡ଼ ପଦବୀରେ ନିଯୁକ୍ତି ଦେଇଛନ୍ତି। ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟାତ୍ତ ବୀମା କମ୍ପାନୀ ଏଲଆଇସିର ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ସିଦ୍ଧାର୍ଥ ମହାନ୍ତି। ସେ…
Read More...

ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ ଉଚ୍ଚସ୍ତରୀୟ ବୈଠକ: ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର, ୨୬।୪: ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ବୁଧବାର ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବମାନଙ୍କ ସହିତ ସମ୍ଭାବ୍ୟ ଗ୍ରୀଷ୍ମକାଳୀନ ବାତ୍ୟାର ମୁକାବିଲା ପାଇଁ…
Read More...

ପ୍ରଶ୍ନପତ୍ରରେ ବିକୃତ ଓଡ଼ିଆ ଜନିତ ତ୍ରୁଟି ଯୋଗୁଁ ବାତିଲ ହେଲା ଆକାଉଣ୍ଟାଣ୍ଟ ପରୀକ୍ଷା

ଭୁବନେଶ୍ୱର, ୨୪/୪: ପ୍ରଶ୍ନପତ୍ରରେ ବ୍ୟାପକ ତ୍ରୁଟି ପାଇଁ ବାତିଲ ହୋଇଛି ଆକାଉଣ୍ଟାଣ୍ଟ ପରୀକ୍ଷା। ମିଳିଥିବା ସୂଚନା ମୁତାବକ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିସନ (ଓଏସ୍‌ଏସ୍‌ସି) ଦ୍ବାରା ଗତକାଲି ହୋଇଥିବା ଆକାଉଣ୍ଟାଣ୍ଟ…
Read More...

୧୫ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର, କଟକ ଖାନ ନଗରଠାରୁ ଲିଙ୍କ୍ ରୋଡ ପର୍ଯ୍ୟନ୍ତ ରାସ୍ତା ୬ ଥାକିଆ ହେବ

ଭୁବନେଶ୍ବର, ୨୪/୪ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକର୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଆଜି କ୍ୟାବିନେଟ୍ ଅନୁମୋଦନ ଲାଭ କରିଥିବା ପ୍ରସ୍ତାବ ମଧ୍ୟରେ  କଟକ ରିଂ…
Read More...

ଦେଶର ସର୍ବଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ ସିଏସ୍‌ଆର ମାନ୍ୟତା

ଭୁବନେଶ୍ୱର, ୨୪/୪ : ଦେଶର ଅଗ୍ରଣୀ କରେଣ୍ଟ ଆଫେୟାର୍ସ ଓ କ୍ୟାରିୟର ମାଗାଜିନ୍ କମ୍ପିଟିସନ୍ ସକ୍‌ସେସ୍ ରିଭ୍ୟୁ (ସିଏସ୍‌ଆର୍‌) ପକ୍ଷରୁ ୨୦୨୩ବର୍ଷ ଲାଗି ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଦେଶର ଉକୃଷ୍ଟ ବିଶ୍ୱବିଦ୍ୟାଳୟ…
Read More...

ଲୋକସେବା ଭବନ ପରିସରରେ ମିଲେଟ୍‌ ଶକ୍ତି କାଫେ, କୃଷି ସମୀକ୍ଷା କେନ୍ଦ୍ର ଉଦ୍‌ଘାଟିତ

ଭୁବନେଶ୍ବର, ୨୩/୦୪: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସଭା ଭବନ ପରିସରରେ ମିଲେଟ୍ ଶକ୍ତି କାଫେ ଓ କୃଷି ସମୀକ୍ଷା କେନ୍ଦ୍ର ଉଦଘାଟନ କରିଛନ୍ତି। ଦେଶର ପ୍ରଥମ ରାଜ୍ୟ ଭାବେ…
Read More...

ଖୁବ୍‌ଶୀଘ୍ର ଗଠନ ହେବ ଡ୍ରାଇଭର କଲ୍ୟାଣ ବୋର୍ଡ, ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର,୨୩/୦୪: ଡ୍ରାଇଭରମାନଙ୍କ ପାଇଁ ଖୁବ୍‌ ଶୀଘ୍ର ଗଠନ ହେବ କଲ୍ୟାଣ ବୋର୍ଡ । ଶନିବାର ଲୋକସେବା ଭବନରେ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି…
Read More...

ଓଡ଼ିଶାର ବିକାଶ ପାଇଁ ସମର୍ପିତ ହେବ ଶଙ୍ଖ ଭବନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୩।୪: ଓଡ଼ିଶାବାସୀଙ୍କ ସେବାରେ ଶଙ୍ଖ ଭବନକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଅକ୍ଷୟ ତୃତୀୟାର ପବିତ୍ର ଅବସରରେ ଭୁବନେଶ୍ୱରଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବିଜୁ ଜନତାଦଳର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ…
Read More...