Browsing Category

ରାଜ୍ୟ

ଏପ୍ରିଲ ୧୦ରୁ ଯୁକ୍ତ୨ ଖାତା ଦେଖା, ମେ’ ୭ ପର୍ଯ୍ୟନ୍ତ ଜାରି ରହିବ ମୂଲ୍ୟାୟନ

ଭୁବନେଶ୍ବର, ୫/୪: ଏପ୍ରିଲ ୧୦ ତାରିଖ ଠାରୁ ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ, କଳା ଓ ଧନ୍ଦାମୂଳକ ଶିକ୍ଷା ବିଷୟରେ ଖାତାଦେଖା ଆରମ୍ଭ ହେବ। ଖାତାଦେଖାକୁ ସରଳୀକରଣ କରିବାକୁ ଯାଇ ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଏହାକୁ…
Read More...

୭ ଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ଵର, ୦୩/୦୪ : ୭ ଦିନିଆ ଜାପାନ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ସହ ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରେ ବାହାରିଛନ୍ତି। ଶିଳ୍ପ ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଶିଳ୍ପ ସଚିବ,…
Read More...

ଆଜିଠୁ ନୂଆ ଶିକ୍ଷାବର୍ଷ: ୮ ତାରିଖ ଯାଏ ନାମଲେଖା, ୧୧ରୁ ସକାଳୁଆ ସ୍କୁଲ

ଭୁବନେଶ୍ବର, ୩।୪ : ୨୦୨୩-୨୪ ଶିକ୍ଷାବର୍ଷ ଆଜି (ସୋମବାର)ଠାରୁ ଆରମ୍ଭ ହେବ। କୋଭିଡ୍‌ ପୂର୍ବବର୍ତ୍ତୀ ସମୟରେ ଯେଉଁଭଳି ପାଠପଢ଼ା ହେଉଥିଲା ପୁଣିଥରେ ସେଭଳି ଢାଞ୍ଚାରେ ଚାଲିବ। ଏବେ ପୂର୍ବାହ୍ନ ୧୦ଟାରୁ ଅପରାହ୍ଣ ୪ଟା…
Read More...

‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର ୩/୪: ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ…
Read More...

ନକଲି ସାର୍ଟିଫିକେଟ ମାମଲା: କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ

ବଲାଙ୍ଗୀର, ୨।୪: ନକଲି ସାର୍ଟିଫିକେଟ ମାମଲାର ତଦନ୍ତ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଆଜି ୫ ଜଣିଆ ଟିମ୍ ଟାଉନ ଥାନାରେ ପ୍ରଥମେ ପହଞ୍ଚି ମାମଲାର ସବୁ ଜବତ କାଗଜପତ୍ର ନିଜ ହାତକୁ ନେଇଛି। ଆଜି କେସ ଦାୟିତ୍ବ ନିଆଯିବ…
Read More...

ମନରେଗା କାର୍ଯ୍ୟକାରିତାରେ ଗଞ୍ଜାମ ଦେଶରେ ପ୍ରଥମ, ହିଞ୍ଜିଳିକାଟୁ ଶ୍ରେଷ୍ଠ ବ୍ଲକ୍

ଛତ୍ରପୁର, ୩୧।୩: ମନରେଗା ଯୋଜନାର ସଫଳ କାର୍ଯ୍ୟକାରିତା କ୍ଷେତ୍ରରେ ଗଞ୍ଜାମ ଜିଲ୍ଲା ସମଗ୍ର ଦେଶରେ ରେକର୍ଡ ସୃଷ୍ଟି କରିଛି। ବିଗତ ବର୍ଷ ଭଳି ୨୦୨୨-୨୩ ଆର୍ଥିକ ବର୍ଷରେ ମଧ୍ୟ ଗଞ୍ଜାମ ଶ୍ରମଦିବସ ସୃଷ୍ଟି କରିବା ସହିତ…
Read More...

ଝାରସୁଗୁଡ଼ା ଉପନିର୍ବାଚନ: ନବ ଦାସଙ୍କ ଝିଅ ଦୀପାଳିଙ୍କୁ ମିଳିଲା ବିଜେଡି ଟିକେଟ୍‌

ଭୁବନେଶ୍ବର, ୩୧।୩: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ହେଲା ପରେ ବିଜୁ ଜନତା ଦଳ (ବିଜେଡି) କାହାକୁ ପ୍ରାର୍ଥୀ କରିବ ସେ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଝାରସୁଗୁଡ଼ା ଉପନିର୍ବାଚନ…
Read More...

୬ ଦିନ ପୂର୍ବରୁ ଶେଷ ହେଲା ବିଧାନସଭାର ବଜେଟ ଅଧିବେଶନ

ଭୁବନେଶ୍ବର, ୩୧।୧: ବିଧାନସଭାର ବଜେଟ୍‌ ଅଧିବେଶନ ଶୁକ୍ରବାର ଶେଷ ହୋଇଛି। ଆସନ୍ତା ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନକୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ…
Read More...

୧୦ ମେ’ରେ ଝାରସୁଗୁଡ଼ା ଉପନିର୍ବାଚନ, ୧୩ରେ ଭୋଟ ଗଣତି

ନୂଆଦିଲ୍ଲୀ, ୨୯।୩: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର…
Read More...

ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ଓ ୩୬ଟି ସଚଳ: କୃଷି ମନ୍ତ୍ରୀ

ଭୁବନେଶ୍ବର, ୨୯।୩: ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା ନେଇ ବିଧାନସଭାରେ ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ସେ କହିଛନ୍ତି, ରାଜ୍ୟରେ ୯୭ଟି ଶୀତଳ ଭଣ୍ଡାର ଅଚଳ ହୋଇ ପଡ଼ିଥିବା…
Read More...