Browsing Category
ରାଜ୍ୟ
ମନ୍ତ୍ରୀ ଓ ଅଫିସର ବ୍ୟବହାର କରୁଥିବା ଗାଡ଼ି ଭଡ଼ା ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର, ୨୮/୫: ପ୍ରାୟ ଛଅ ୬ ବର୍ଷ ପରେ ମନ୍ତ୍ରୀ, ଅଫିସର ଓ ଭିଭିଆଇପି ବ୍ୟବହାର କରୁଥିବା ଗାଡ଼ି ଭଡ଼ା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଭଡ଼ା ବୃଦ୍ଧି ସଂଶୋଧନ ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି।…
Read More...
Read More...
ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ପୁଞ୍ଜିଲାଲ ମେହେରଙ୍କୁ ଆଜୀବନ କାରାଦଣ୍ଡ
ପାଟଣାଗଡ଼, ୨୮/୫: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ରାୟ ଆଜି ପ୍ରକାଶ ପାଇଛି। ମାମଲାର ଏକମାତ୍ର ଅଭିଯୁକ୍ତ ପୁଞ୍ଜିଲାଲ ମେହେରକୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ପାଟଣାଗଡ଼…
Read More...
Read More...
ଭୁବନେଶ୍ବରରେ ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚର୍ ଅର୍ଗାନାଇଜେସନ୍ (ଇସ୍ରୋ)ର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ
ଭୁବନେଶ୍ବର, ୨୦/୫: ଇସ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ସୋଆ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ…
Read More...
Read More...
ଆସନ୍ତାକାଲି ପ୍ରକାଶ ପାଇବ ଯକ୍ତ ୨ ପରୀକ୍ଷା ଫଳ
ଭୁବନେଶ୍ବର, ୨୦/୫: ବହୁ ପ୍ରତୀକ୍ଷିତ ଯୁକ୍ତ ୨ ପରୀକ୍ଷା-୨୦୨୫ ଫଳ ବୁଧବାର ପ୍ରକାଶ ପାଇବ। ଏହି ଫଳ ବୁଧବାର ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଗଣମାଧ୍ୟମକୁ ସୂଚନା ପ୍ରଦାନ…
Read More...
Read More...
ଜୁନ୍ ୨୮ରୁ ଜୁଲାଇ ୬ ଯାଏଁ ଗର୍ଭଗୃହ, ବାହାର ରତ୍ନଭଣ୍ଡାର ମରାମତି
ପୁରୀ, ୧୬/୫: ରଥଯାତ୍ରା ସମୟରେ ରତ୍ନଭଣ୍ଡାର, ଗର୍ଭଗୃହ, ଜଗମୋହନ ଓ ନାଟମଣ୍ଡପ ମରାମତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହୋଇଯାଇଛି। ଏଥିରେ ଶ୍ରୀମନ୍ଦିର ପ୍ରଶାସନ ବୈଷୟିକ କୋର…
Read More...
Read More...
ରାଜ୍ୟରେ ବଜ୍ରପାତ: ୫ ମହିଳା, ତିନି ନାବାଳକଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ
ଭୁବନେଶ୍ବର, ୧୬/୫: କାଳବୈଶାଖୀର ତାଣ୍ଡବ ରୂପ ଆଜି ଦେଖିବାକୁ ମିଳିଛି। କୋରାପୁଟ, ଗଂଜାମ, ଯାଜପୁର, ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାର ବିଭିନ୍ନ ସ୍ଥାନରେ ୧୧ ଜଣଙ୍କର ମୃତ୍ୟୁଜନିତ ରିପୋର୍ଟ ହସ୍ତଗତ ହୋଇଛି। ଆଜିର…
Read More...
Read More...
କୃଷି ଓଭରସିଅର୍ ମାସିକ ଗସ୍ତଭତ୍ତା ୪୫୦ରୁ ୧୫୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର, ୧୫/୫: ରାଜ୍ୟ ସରକାର କୃଷି ଓଭର୍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ…
Read More...
Read More...
ସମ୍ମମରେ ୬ ବର୍ଷ ଶିଶୁପୁତ୍ରର ମୃତ୍ୟୁ ପରେ ଅଙ୍ଗଦାନ, ଶିଶୁର କିଡନି ବଞ୍ଚାଇଲା ଦୁଇ ଜୀବନ
ଭୁବନେଶ୍ୱର, ୧୩/୫: ଛଅ ବର୍ଷର ଶିଶୁପୁତ୍ରଟିର ଇଚ୍ଛା ଥିଲା ସେ ଗୋଟିଏ ପୁରସ୍କାର ପାଇବ। ମା’ବି ତାକୁ ଆଶ୍ୱାସନା ଦେଇଥିଲେ ଯେ ସେ ଏଭଳି ପୁରସ୍କାର ପାଇବ ଯାହା କେହି ବି ପାଇ ନଥିବେ। ଶିଶୁଟି ଜୀବିତ ଅବସ୍ଥାରେ…
Read More...
Read More...
ସିବିଏସଇ ପରୀକ୍ଷାଫଳ ପ୍ରକାଶିତ: ଓଡ଼ିଶାରେ ପାସ୍ ହାର ୮୮.୩୯ ପ୍ରତିଶତ
ଭୁବନେଶ୍ବର, ୧୩/୫: ଆଜି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଓଡ଼ିଶାରେ ଚଳିତ ବର୍ଷ ବି ପୁଅଙ୍କୁ ପଛରେ ପକାଇ ଅଧିକ ପ୍ରତିଶତ ଝିଅ ଦ୍ବାଦଶ ଶ୍ରେଣୀ…
Read More...
Read More...
ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ: ଖାଦ୍ୟ ଯୋଗାଣ ମନ୍ତ୍ରୀ
ଭୁବନେଶ୍ବର, ୮/୫: ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆମ ରାଜ୍ୟ ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି। ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ…
Read More...
Read More...