Browsing Category

ରାଜ୍ୟ

ବିଧାନସଭା ନିର୍ବାଚନ ପାଇଁ ଦ୍ବିତୀୟ ତାଲିକା ଜାରି କଲା ବିଜେଡି

ଭୁବନେଶ୍ବର, ୩/୪: ବିଜୁ ଜନତା ଦଳ (ବିଜେଡି) ବୁଧବାର ସନ୍ଧ୍ୟାରେ ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ୨୭ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟଙ୍କ ଦ୍ବାରା ‌କରାଯାଇଥିବା ଘୋଷଣା…
Read More...

ବିଜେଡି ଛାଡ଼ି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପଦ୍ମ ଧରିଲେ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ବର, ୩୦/୩: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ଆଜି ସକାଳ ପାଖାପାଖି ୧୦ଟା ୬ ମିନିଟ ସମୟରେ ଉତ୍ତର ଭୂବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ବିଜେଡି…
Read More...

ରାଜ୍ୟର ପାରଦ ଡେଇଁଲା ୪୦ ଡିଗ୍ରି: ୪୧ ଡିଗ୍ରିରେ ସିଝିଲେ ମାଲକାନଗିରିବାସୀ

ଭୁବନେଶ୍ବର, ୩୦/୩: ରାଜ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷର ତାପମାତ୍ରା ୪୦ ଡିଗ୍ରି ଅତିକ୍ରମ କରିଛି। ମାଲକାନଗିରିରେ ଶନିବାର ଦିନ ତାପମାତ୍ରା ସର୍ବାଧିକ ୪୧ଡ଼ିଗ୍ରି ଛୁଇଁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…
Read More...

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ, ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ପୂର୍ବାହ୍ନ ୭ଟାରୁ ୧୧ଟା ୩୦ ଯାଏଁ ହେବ ପାଠପଢ଼ା

ଭୁବନେଶ୍ବର, ୩୦/୩: ପରିବର୍ତ୍ତିତ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ…
Read More...

ଯେତେବେଳେ ସରକାର ବଦଳିବ, ଗଣତନ୍ତ୍ର ହତ୍ୟାକାରୀଙ୍କୁ ଦଣ୍ଡ ଦେବୁ : ରାହୁଲ

ନୂଆଦିଲ୍ଲୀ, ୨୯/୩: ଆୟକର ବିଭାଗ ପକ୍ଷରୁ କଂଗ୍ରେସକୁ ଜାରି କରାଯାଇଥିବା ନୋଟିସ୍ ପ୍ରସଙ୍ଗରେ କଂଗ୍ରେସ ନେତା ରାହୁଲ ଗାନ୍ଧି ବିଜେପିରୁ କଡ଼ା ସମାଲୋଚନା କରିଛନ୍ତି। ସେ ତାଙ୍କ ଅଫିସିଆଲ ଏକ୍ସ ହ୍ୟାଣ୍ଡେଲରୁ ଏକ…
Read More...

ଖାଉଟି ଅଦାଲତରେ ଦଣ୍ଡିତ ହେଲା ଟେଲିଭିଜନ୍‌ କମ୍ପାନି, ଗ୍ରାହକଙ୍କୁ ୬୮,୭୦୦ ଟଙ୍କା ଦେବାକୁ ନିର୍ଦ୍ଦେଶ

ମାଲକାନଗିରି, ୨୯/୩: ମାଲକାନଗିରି ଜିଲ୍ଲା ଖାଉଟି ଅଦାଲତରେ ଦଣ୍ଡିତ ହୋଇଛି ଟେଲିଭିଜନ ଉତ୍ପାଦନ କଂପାନି ‘ସାମସଙ୍ଗ’। ଜଣେ ଗ୍ରାହକଙ୍କୁ ଦଣ୍ଡ, ସହାୟତା ଓ ହଇରାଣ ବାବଦରେ ୬୮,୭୦୦ ଟଙ୍କା ଦେବାକୁ ଅଦାଲତ ନିର୍ଦ୍ଦେଶ…
Read More...

ପାରଳାଖେମୁଣ୍ଡିରେ ତାପମାତ୍ରା ୩୯.୮ ଡିଗ୍ରି ରେକର୍ଡ, ୧୩ ସହରରେ ୩୮ ଡ଼ିଗ୍ରି ଡେଇଁଲା ପାରଦ

ଭୁବନେଶ୍ବର, ୨୮/୩: ଆଜି ରାଜ୍ୟର ୫ଟି ସହରର ତାପମାତ୍ରା ୩୯ ଡିଗ୍ରି ଉପରେ ରହିଛି। ସେହିପରି ୧୩ଟି ସହରରେ ପାରା ୩୮ ଡିଗ୍ରି ଉପରେ ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ସନ୍ଧ୍ୟାରେ ଏହି…
Read More...

ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

ଭୁବନେଶ୍ଵର, ୨୮/୦୩ : ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଜେପିର ମହା ମିଶ୍ରଣ ପର୍ବ। ବିଜେପିରେ ଯୋଗଦେଲେ ଓଡ଼ିଶାର ୩ ହେଭିୱେଟ୍। କଟକ ସାଂସଦ ଭର୍ତ୍ତୃହରି ମହତାବ, ବିଜେଡି ସାଂସଦ ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ…
Read More...

ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା: ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ରହିତାଦେଶ ଜାରି କଲେ ସୁପ୍ରିମକୋର୍ଟ

କଟକ, ୧୮/୩: ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଓଡ଼ିଶା ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ମୋକିମ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।ସୁପ୍ରିମକୋର୍ଟରୁ କଂଗ୍ରେସ ନେତା ମହମ୍ମଦ…
Read More...

ଇଲେକ୍ଟୋରାଲ ବଣ୍ଡ: ତାଲିକାର ଶୀର୍ଷରେ ବିଜେପି, ପଛକୁ ଟିଏମସି

ନୂଆଦିଲ୍ଲୀ, ୧୭/୩: ରବିବାର ସାର୍ବଜନୀନ ହୋଇଥିବା ଭାରତୀୟ ନିର୍ବାଚନ କମିଶନଙ୍କ ସଦ୍ୟତମ ତଥ୍ୟ ଅନୁଯାୟୀ ଭାରତୀୟ ଜନତା ପାର୍ଟି (ବିଜେପି) ମୋଟ ୬,୯୮୬.୫ କୋଟି ଟଙ୍କାର ଇଲେକ୍ଟୋରାଲ ବଣ୍ଡ୍‌ ନଗଦ କରିଛି, ଯେଉଁଥିରୁ…
Read More...