Browsing Category

ରାଜ୍ୟ

ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପ୍ରତୀକାତ୍ମକ ଶବଦାହ

ଭୁବନେଶ୍ବର, ୧୫/୭: ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଣଜିତ ପାତ୍ରଙ୍କ ନେତୃତ୍ୱରେ ଆଜି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କର ଫ୍ଲେକ୍ସ ନିର୍ମିତ ଶବଦାହ ପ୍ରତିକାମୂକ ଭାବରେ ବିଜେପି…
Read More...

ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ବାଲେଶ୍ବର, ୧୫/୭: ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା  ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସହାୟତା ନେଇ ସୂଚନା ଦେଲେ ବାଲେଶ୍ବର ସାଂସଦ ପ୍ରତାପ ଷଡଙ୍ଗୀ।…
Read More...

ଏଫ୍‌ଏମ୍‌ କଲେଜ୍‌ ଛାତ୍ରୀ ଆତ୍ମହୃତି ମାମଲା: ତିନିଦିନ ଭିତରେ ତଦନ୍ତ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ଭୁବନେଶ୍ବର, ୧୩/୭: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଜଣେ ଛାତ୍ରୀ ଶନିବାର ଦିନ ଆତ୍ମାହୁତି ଉଦ୍ୟମ ମାମଲାରେ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ହସ୍ତକ୍ଷେପ କରିଛନ୍ତି। ନିଜ ଆଡ଼ୁ ମାମଲା ରୁଜୁ…
Read More...

ନର୍ସିଂ ଏକ ମହାନ୍ ବୃତ୍ତି: ସୋଆ ଉପସଭାପତି

ଭୁବନେଶ୍ୱର, ୧୨/୭: ନର୍ସିଂ ଏକ ମହାନ୍ ଓ ଉତମ ବୃତି ଏବଂ ମାନବ ସେବାର ପ୍ରକୃଷ୍ଟ ମାଧ୍ୟମ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ କହିଛନ୍ତି। ସୋଆ ପରିଚାଳିତ ସମ୍…
Read More...

ରାଜ୍ୟରେ କାଲିଠାରୁ ଗଡ଼ିବ ସବୁ ଘରୋଇ ବସ୍‌

ଭୁବନେଶ୍ବର, ୧୧/୭: ଘରୋଇ ବସ୍‌ରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କର ପାଇଁ ବଡ଼ ଖବର ଆସିଛି। ଘରୋଇ ବସ୍‌ରେ ଯାତ୍ରା କରିବା ପାଇଁ ଆଉ ସେମାନେ ହଇରାଣ ହେବେ ନାହିଁ। ଅର୍ଥାତ ଆସନ୍ତାକାଲି (ଶନିବାର) ଠାରୁ ଯାତ୍ରୀବାହୀ…
Read More...

ଅପରେସନ ପରେ ଆସନ୍ତା ୧୨ରେ ଓଡ଼ିଶା ଫେରିବେ ନବୀନ

ଭୁବନେଶ୍ବର, ୧୦/୭: ସ୍ବାସ୍ଥ୍ୟଜନିତ ସମସ୍ୟାର ସମ୍ମୁଖୀନ ହେଲା ପରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିବା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆସନ୍ତା ୧୨ ତାରିଖରେ ଓଡ଼ିଶା ଫେରିବେ। ସେ ଭୁବନେଶ୍ବର…
Read More...

ଜୁଲାଇ ୧୪ ଓ ୧୫ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୯/୭: ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁଙ୍କର ୧୪ ଓ ୧୫ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି l ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ…
Read More...

ଜେଲ୍‌ରୁ ବାହାରିଲେ ବି‌ଜେପି ନେତା ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର, ୯/୭: ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି)ର ଅତିରକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଆଜି ଅପରାହ୍‌ଣରେ…
Read More...

ରଥାରୁଢ଼ ଶ୍ରୀଜିଉଙ୍କୁ ଲାଗିହେଲା ଅଧରପଣା; ଆସନ୍ତାକାଲି ନୀଳାଦ୍ରି ବିଜେ

ପୁରୀ, ୭/୭: ରଥାରୁଢ଼ ଶ୍ରୀଜିଉମାନଙ୍କ ଠାରେ ଆଜି ଅଧରପଣା ଲାଗି ହୋଇଛି। ପ୍ରଥମେ ବଡ଼ଠାକୁରଙ୍କ ଠାରେ ଏହି ନୀତିର ଆୟୋଜନ କରାଯାଇଛି। ତାପରେ ଦେବୀ ସଭଦ୍ରାଙ୍କ ଠାରେ ଅଧରପଣା ଲାଗି ହୋଇଛି। ଶେଷରେ…
Read More...

୯୫ ଦିନରେ ସଂପୂର୍ଣ୍ଣ ହେଲା ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି କାମ

ପୁରୀ, ୭/୭: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ଆଜି ସମ୍ପୂର୍ଣ୍ଣ ହୋଇଛି। ଉଭୟ ଭିତର ଓ ବାହାର ରତ୍ନଭଣ୍ଡାର ମରାମତି  କାମ ଶେଷ ହୋଇଛି। ଏହି ଗୁରୁତ୍ବପୂର୍ଣ୍ଣ କାମ ଏଏସ୍‌ଆଇର…
Read More...