Browsing Category

ରାଜ୍ୟ

ପ୍ରଧାନମନ୍ତ୍ରୀ ମୋଦୀ ସପ୍ତାହେ ଭିତରେ ଓଡ଼ିଶାକୁ ୨ ଥର ଆସିବେ: ନିର୍ବାଚନ ପ୍ରଚାର, ରୋଡ ସୋ’ କରିବେ

ଭୁବନେଶ୍ବର, ୪/୫: ଚଳିତ ନିର୍ବାଚନରେ ଶାସକ ବିଜୁ ଜନତା ଦଳ (ବିଜେଡି) ଓ ଭାରତୀୟ ଜନତା ପାର୍ଟି (ବିଜେପି) ମଧ୍ୟରେ ଜୋରଦାର ଲଢ଼େଇ ହେବାକୁ ଯାଉଛି। ନବୀନ ପଟ୍ଟନାୟକ ଓ ୫ଟି ରୂପାନ୍ତରଣ କାର୍ଯ୍ୟକୁ ପ୍ରସଙ୍ଗ କରି…
Read More...

ନାମାଙ୍କନ ସମୟରେ ଅପରାଜିତା-ମନ୍ମଥଙ୍କ ସମର୍ଥକ ମୁହାଁମୁହିଁ

‌ଖୋର୍ଦ୍ଧା, ୨/୫: ଗୁରୁବାର ବିଜେପି ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିବାକୁ ଯାଇଥିଲେ। ଏହି ସମୟରେ ବିଜେଡି ଲୋକସଭା ପ୍ରାର୍ଥୀ କ୍ୟାପଟେନ ମନ୍ମଥ…
Read More...

୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି, ଦେବଗଡ଼ ପ୍ରାର୍ଥୀ ବଦଳିଲେ

ଭୁବନେଶ୍ବର, ୨/୫: ବିଜେଡିର ବହୁ ପ୍ରତିକ୍ଷୀତ ଅବଶିଷ୍ଟ ୩ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇ, ଖଣ୍ଡପଡ଼ା ଏବଂ ନୀଳଗିରି ଆସନରୁ ବିଧାନସଭା ପ୍ରାର୍ଥୀ ଘୋଷଣା କରାଯାଇଛି। କୋରେଇରୁ…
Read More...

କୁଆପଥର ମାଡ଼ ଯୋଗୁଁ ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କଲା ଭିସ୍ତାରା ବିମାନ

ଭୁବନେଶ୍ୱର, ୧/୫: ରାଜଧାନୀ ଭୁବନେଶ୍ବରର କିଛି ସ୍ଥାନରେ ଆଜି ଅପରାହ୍‌ଣରେ କାଳବୈଶାଖୀ ଅନୁଭୂତ ହୋଇଛି। ଫଳରେ କୁଆପଥର ମାଡ଼ ହୋଇଛି। କାଳବୈଶାଖୀର ପ୍ରଭାବରେ କୁଆପଥର ମାଡ଼ ହୋଇଛି। ଭୁବନେଶ୍ବରରୁ ଦିଲ୍ଲୀ ଅଭିମୁଖେ…
Read More...

ଓଡ଼ିଶାରେ ଶାସନ ବ୍ୟବସ୍ଥାକୁ ଆଉଟ ସୋର୍ସିଂ କରା ନ ଯାଉ: ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର, ୧/୫: ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ଗତ ୨୪ ବର୍ଷ…
Read More...

୬ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ବ୍ରହ୍ମପୁରରେ ଓ ନବରଙ୍ଗପୁରରେ ଜନସଭା କରିବେ

ଭୁବନେଶ୍ବର,୧/୪ : ଆଗାମୀ ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବ୍ରହ୍ମପୁରରେ ସକାଳ ୧୦ଟା ଓ ନବରଙ୍ଗପୁରରେ ସାଢ଼େ ୧୨ଟାରେ ଜନସଭା କରିବେ ପ୍ରଧାନମନ୍ତ୍ରୀ। ଏନେଇ ସୂଚନା ଦେଇଛନ୍ତି ବିଜେପି…
Read More...

ଓଡ଼ିଶାକୁ ପାଣ୍ଡିଆନ୍ ଚଳାଉଛନ୍ତି: ରାହୁଲ ଗାନ୍ଧୀ

କଟକ, ୨୮/୪: ଏବେ ଓଡ଼ିଶାରେ ବିଜେଡି-ବିଜେପିର ବାହାଘର ହୋଇଛି। ଉଭୟ ଦଳ ଏକାଠି ମିଶିକି ଅଛନ୍ତି। ଉଭୟ ଦଳ ଓଡ଼ିଶାର ଜନତାଙ୍କୁ ପାନ୍ ଦେଇଛନ୍ତି । ନବୀନ ବାବୁ କିଛି ଲୋକଙ୍କୁ ନେଇ ସରକାର ଚଳାଉଛନ୍ତି। ଏହାର ଫାଇଦା କିଛି…
Read More...

କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ଅନ୍ତର୍ଜାତୀୟ ହକି ଖେଳାଳି ପ୍ରବୋଧ ତିର୍କୀ

ଭୁବନେଶ୍ବର, ୨୫/୪: କଂଗ୍ରେସରୁ ଇସ୍ତଫା ଦେବାପରେ ପୂର୍ବତନ ଅନ୍ତର୍ଜାତୀୟ ହକି ଖେଳାଳି ପ୍ରବୋଧ ତିର୍କୀ ବିଜେପିରେ ମିଶିଛନ୍ତି। ଟିକେଟ୍ କାଟିବା ପରେ ନିକଟରେ ଭାରତୀୟ ହକି ଟିମ୍‌ର ପୂର୍ବତନ ଅଧିନାୟକ ଶ୍ରୀ ତିର୍କୀ…
Read More...

ମେ’ ୬ରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର, ୨୪/୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ ୩୦ଟି ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରରେ ଓଜେଇଇ ପରୀକ୍ଷା ହେବ।…
Read More...

ରାଜ୍ୟରେ ପ୍ରଥମ: ଏମ୍‌ସ ଭୁବନେଶ୍ୱରରେ ଲୋ ଭିଜନ୍‌ କ୍ଲିନିକ୍‌ ଉଦ୍‌ଘାଟିତ

ଭୁବନେଶ୍ୱର, ୨୩/୪: ଅତ୍ୟନ୍ତ କ୍ଷୀଣ ଦୃଷ୍ଟିଶକ୍ତି କାରଣରୁ ଦୈନନ୍ଦିନ ଜୀବନରେ ଆସୁଥିବା ଏକାଧିକ ପ୍ରତିବନ୍ଧକ ଏବଂ ପ୍ରତିଘାତ କାରଣରୁ ନିରାଶ ହୋଇପଡ଼ିଥିବା ବ୍ୟକ୍ତିବିଶେଷଙ୍କ ପାଇଁ ଏମ୍‌ସ ଭୁବନେଶ୍ୱର ଆଣିଦେଇଛି ଆଶାର…
Read More...