Browsing Category

ରାଜ୍ୟ

ପ୍ରଥମ ‘ବିଶ୍ଵ ଓଡ଼ିଆ ଭାଷା ସମ୍ମାନ’ରେ ସମ୍ମାନିତ ହେବେ ଭାଷାବିତ୍ ଦେବୀପ୍ରସନ୍ନ ପଟ୍ଟନାୟକ

ଭୁବନେଶ୍ଵର, ୩୧/୧: ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ବିଶିଷ୍ଟ ଭାଷାବିତ୍ ତକ୍ଟର ଦେବୀପ୍ରସନ୍ନ ପଟ୍ଟନାୟକଙ୍କୁ ପ୍ରଥମ ବିଶ୍ଵ ଓଡିଆ ଭାଷା ସମ୍ମାନରେ ସମ୍ମାନିତ କରାଯିବ। ପ୍ରଥମ ବିଶ୍ଵ ଓଡିଆ ଭାଷା…
Read More...

୧୬ଟି ବିଭାଗରେ ୭୫୧୯ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୧/୧: ରାଜ୍ୟରେ ଆରମ୍ଭ ହୋଇଛି ଶିକ୍ଷାର ଉତ୍ସବ। ଶିକ୍ଷାକୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ କରିବା ପାଇଁ, ଶିକ୍ଷା ବ୍ୟବସ୍ଥାରେ ନୂଆ ବିପ୍ଳବ ଆଣିବା ପାଇଁ ୫ଟି ଉପକ୍ରମରେ ଆରମ୍ଭ ହୋଇଛି ଅଭିନବ ପ୍ରୟାସ।…
Read More...

ଓଡ଼ିଶାର ୩ ରାଜ୍ୟସଭା ଆସନ ଲାଗି ନିର୍ବାଚନ ତାରିଖ ଘୋଷିତ

ନୂଆଦିଲ୍ଲୀ, ୨୯/୧: ଓଡ଼ିଶାର ଖାଲି ପଡୁଥିବା ୩ ଆସନ ପାଇଁ ଫେବ୍ରୁଆରି ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏହି ଦିନ ଦେଶର ୫୬ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଘୋଷଣା…
Read More...

ସାଧାରଣତନ୍ତ୍ର ଦିବସ ପରେଡରେ ପ୍ରଥମ ସ୍ଥାନ ଅଧିକାର କଲା ଓଡିଶାର ପ୍ରଜ୍ଞାପନ ମେଢ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୯/୧: ସାଧାରଣତନ୍ତ୍ର ଦିବସ ପରେଡରେ ପ୍ରଥମ ସ୍ଥାନ ଅଧିକାର କଲା ଓଡିଶାର ପ୍ରଜ୍ଞାପନ ମେଢ । ଏଥର ଜାନୁଆରୀ ୨୬ରେ କର୍ତ୍ତବ୍ୟ ପଥରେ ପ୍ରଦର୍ଶିତ ହେଇଥିବା ଓଡିଶାର ପ୍ରଜ୍ଞାପନ ମେଢ ସମସ୍ତ…
Read More...

ଶିମିଳିପାଳ ଅଭୟାରଣ୍ୟରେ ହେବ କଳାବାଘ ସଫାରୀ

ଭୁବନେଶ୍ବର, ୨୪/୧: ଶିମିଳିପାଳ ଅଭୟାରଣ୍ୟରେ କଳାବାଘ ସଫାରୀ ହେବ। ପର୍ଯ୍ୟଟକମାନଙ୍କୁ ସଫାରୀ ଭିତରେ କଳାବାଘ ଦେଖିବାର ନିଆର ସୁଯୋଗ ମିଳିବ। ରାଜ୍ୟ ସରକାର ଏଥିପାଇଁ ପଦକ୍ଷେପ ନେବାକୁ ଯାଉଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ…
Read More...

ଓଡ଼ିଆ ବିଶ୍ୱବିଦ୍ୟାଳୟ ସୌଧର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ପୁରୀ, ୨୪/୧: ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ସୌଧର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଛି। ଏହାକୁ ଭର୍ଚ୍ଚୁଆଲ ମୋଡରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପରେ ପରେ…
Read More...

ନିଲମ୍ବନ ପ୍ରତ୍ୟାହୃତ: ତିନି ନିଲମ୍ବିତ ନେତା ମୋକିମ୍, ଚିରଞ୍ଜୀବ ଓ କୃଷ୍ଣ ସଗରିଆ କଂଗ୍ରେସ ଫେରିଲେ

ଭୁବନେଶ୍ବର, ୨୩/୧: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ ଓ ପୂର୍ବତନ ବିଧାୟକ କୃଷ୍ଣ ସଗରିଆଙ୍କ ଉପରୁ ନିଲମ୍ବନ ହଟିଲା। ଏହି ନିଲମ୍ବିତ ନେତା କଂଗ୍ରେସ ଦଳକୁ କଂଗ୍ରେସ…
Read More...

ରାଉରକେଲାରୁ ଏଥର ୧୫ଶହ ମିଟର ଭିଜିବିଲିଟିରେ ଉଡ଼ିବ ବିମାନ; ୨୪ରୁ ସେବା ଆରମ୍ଭ

ରାଉରକେଲା, ୨୩/୧: ରାଉରକେଲା ବିମାନବନ୍ଦରରେ ବିମାନ ବାତିଲ, ଡାଇଭର୍ସନ ଆଦି ନିତିଦିନିଆ ହେଲାଣି। ଏଠାରେ ଇନ୍‌ଷ୍ଟ୍ରୁମେଣ୍ଟ୍‌ ଲ୍ୟାଣ୍ଡିଂ ସିଷ୍ଟମ୍‌(ଆଇଏଲ୍‌ଏସ୍‌) ବ୍ୟବସ୍ଥା ନଥିବାରୁ କ୍ରମାଗତଭାବେ ଏହି ସମସ୍ୟା…
Read More...

କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ଘଟଣା: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିଜେପି

ଭୁବନେଶ୍ବର, ୨୧/୧: କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ଆଣି ଆଶୟୀମାନେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ମହାଲମାଣ୍ଡା ପ୍ରସଙ୍ଗକୁ ନେଇ ରାଜନୀତି ତୀବ୍ର ହୋଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…
Read More...

୭୫ତମ ଗଣତନ୍ତ୍ର ଦିବସ: ରାଜ୍ୟର କେଉଁଠି କିଏ କରିବେ ଜାତୀୟ ପତାକା ଉତ୍ତୋଳନ?

ଭୁବନେଶ୍ୱର, ୨୧/୧: ଆଉ ମାତ୍ର ୪ ଦିନ ପରେ ସମଗ୍ର ଭାରତ ସମେତ ଓଡ଼ିଶାରେ ମଧ୍ୟ ୭୫ତମ ସାଧାରଣତନ୍ତ୍ର (ଗଣତନ୍ତ୍ର) ଦିବସ ପାଳନ କରାଯିବ। ଆସନ୍ତା ୨୬ ତାରିଖରେ ସମଗ୍ର ଦେଶରେ ସାଧାରଣତନ୍ତ୍ର ଦିବସ ବେଶ ଧୁମ୍‌ଧାମ୍‌ରେ…
Read More...