Browsing Category

ସ୍ୱାସ୍ଥ୍ୟ

ଫେବୃଆରି ୧ରୁ ଆନ୍ଦୋଳନକୁ ଓହ୍ଲାଇବ ଓମ୍‌ସା

ଭୁବନେଶ୍ୱର,୧୨/୦୧: ଫେବୃଆରି ୧ରୁ ଓଡ଼ିଶା ମେଡିକାଲ ସର୍ଭିସ୍‌ ଆସୋସିଏସନ୍‌ (ଓମ୍‌ସା) ଡାକ୍ତର ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି । ଓମ୍‌ସା ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଓମ୍‌ସା ସଭାପତି…
Read More...

ଏମ୍ସ ଓ ଆଇଆଇଟି ଭୁବନେଶ୍ୱର ମଧ୍ୟରେ ଡୁଆଲ ଡିଗ୍ରି ବ୍ୟବସ୍ଥା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର, ୭/୧: ଏମ୍ସ ଭୁବନେଶ୍ୱର ଓ ଆଇଆଇଟି ଭୁବନେଶ୍ୱର ମିଳିତ ଭାବରେ ଡୁଆଲ ଡିଗ୍ରି ବ୍ୟବସ୍ଥା କରିବା ପାଇଁ ଏମ୍‌ସ ଭୁବନେଶ୍ୱରର ୪ର୍ଥ ବାର୍ଷିକ ସମାବର୍ତ୍ତନ ଉତ୍ସବରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ…
Read More...

ମାର୍ଚ୍ଚରେ ଆସିପାରେ କରୋନାର ଚତୁର୍ଥ ଲହର

ଭୁବନେଶ୍ୱର, ୪।୧: ଦେଶରେ ମାର୍ଚ୍ଚ ଦ୍ୱିତୀୟ କିମ୍ବା ତୃତୀୟ ସପ୍ତାହରେ ଆସିପାରେ କୋଭିଡ୍‌ର ଚତୁର୍ଥ ଲହର । ତେଣୁ ରାଜ୍ୟବାସୀ ସତର୍କ ରହିବା ଲାଗି ଜନସ୍ୱାସ୍ଥ୍ୟ ବିଭାଗ ସ୍ୱତନ୍ତ୍ର ସଚିବ ଡା. ଅଜିତ ମହାନ୍ତି ପରାମର୍ଶ…
Read More...

୨୦୨୩ ସୁଦ୍ଧା ୯ ଟିଚିଂ ହସ୍ପିଟାଲ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୦୨/୦୧: ନୂଆ ବର୍ଷରେ ନୂଆ ଭେଟି । ୯ ମେଡିକାଲ କଲେଜରେ ଟିଚିଂ ହସ୍ପିଟାଲ କାର୍ଯ୍ୟକ୍ଷମ କରିବାକୁ ସ୍ୱାସ୍ଥ୍ୟ ବିଭାଗ କଡ଼ା ନିର୍ଦ୍ଦେଶ ଦେଇଛି । ୨୦୨୩ ମସିହା ସୁଦ୍ଧା ମେଡିକାଲ କଲେଜ ନିର୍ମାଣ କାର୍ଯ୍ୟ ଶେଷ…
Read More...

ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଆଇସିୟୁରେ ଭର୍ତ୍ତି

ଭୁବନେଶ୍ବର,୦୨/୦୧: ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ। ଥଣ୍ଡା ଜ୍ୱର ହେବାରୁ ସେ ଦୁର୍ବଳ ଅନୁଭବ କରିଥିଲେ। ଏହାପରେ ଷଡ଼ଙ୍ଗୀଙ୍କୁ ବାଲେଶ୍ୱର ଫକିରମୋହନ ମେଡିକାଲରେ ଭର୍ତ୍ତି ହୋଇଥିଲେ। ତେବେ ଅବସ୍ଥା ଗୁରୁତର…
Read More...

ଦେଶବାସୀଙ୍କୁ ମାସ୍କ ପିନ୍ଧିବାକୁ କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୨୨।୧୨: ବିଶ୍ୱର ବିଭିନ୍ନ ରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଭାରତରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବିଶେଷ କରି ଚାଇନାର ଆତଙ୍କ ଖେଳାଇଥିବା ଓମିକ୍ରନ ଭାରିଏଣ୍ଟର ବିଏଫ ୭ ଓଡ଼ିଶା ଓ ଗୁଜରାଟରୁ…
Read More...

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲରେ ନୂଆ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ୍ ସେରିମନି

ଭୁବନେଶ୍ୱର ୧୫/୧୨: ଚଳିତ ୨୦୨୨-୨୩ ଶିକ୍ଷା ବର୍ଷ ନିମନ୍ତେ ଗୁରୁବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ନୂତନ ଏମ୍‌ବିବିଏସ୍…
Read More...

ସମ୍ ହସ୍ପିଟାଲରେ ଅଲ୍ଟ୍ରାସାଉଣ୍ଡର ବ୍ୟବହାର ନେଇ କର୍ମଶାଳା ଆୟୋଜିତ

ଭୁବନେଶ୍ୱର ୧୫/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ଅଲ୍ଟ୍ରାସାଉଣ୍ଡର ବ୍ୟବହାର ନେଇ ଗୁରୁବାର ଏକ କର୍ମଶାଳା ଆୟୋଜିତ ହୋଇଯାଇଛି`…
Read More...