Browsing Category

ସ୍ୱାସ୍ଥ୍ୟ

ଓମିକ୍ରନ୍ ପ୍ରଜାତିକୁ ନେଇ କେନ୍ଦ୍ର ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ, ୨୮।୧୧: କରୋନାର ନୂଆ ଓମିକ୍ରନ୍ ଭାରିଆଣ୍ଟ ପାଇଁ କେନ୍ଦ୍ର ସରକାର ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଆଜି ବିଦେଶରୁ ଆସୁଥିବା ଯାତ୍ରୀମାନଙ୍କ ପାଇଁ ନୂତନ…
Read More...

ସମ୍ଭାବ୍ୟ ତୃତୀୟ ଲହରକୁ ପ୍ରତିହତ ପାଇଁ ସଜାଗ ହେବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୮।୧୧: କୋଭିଡ୍-୧୯ର ସମ୍ଭାବ୍ୟ ତୃତୀୟ ଲହରର ପ୍ରତିରୋଧ ନିମନ୍ତେ ପୂର୍ଣ୍ଣ ପ୍ରସ୍ତୁତ ଓ ସକ୍ରିୟ ରହିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସବୁ ଜିଲ୍ଲାର ଜିଲ୍ଲାପାଳ, ଏସ୍.ପି. ଓ ଜିଲ୍ଲା…
Read More...

ଭାରତକୁ ଆସିଥିବା ୨ ଦକ୍ଷିଣ ଆଫ୍ରିକୀୟ କରୋନା ପଜିଟିଭ୍‌: ଓମିକ୍ରନ ପ୍ରଜାତି କି ନୁହେଁ ପରୀକ୍ଷା ପରେ ଜଣାପଡ଼ିବ

ବେଙ୍ଗାଲୁରୁ, ୨୭।୧୧: ଭାରତରେ କରୋନାର ନୂଆ ପ୍ରଜାତି ଓମିକ୍ରନକୁ ନେଇ ଆତଙ୍କ ବଢ଼ିବାରେ ଲାଗିଛି। କାରଣ ଦକ୍ଷିଣ ଆଫ୍ରିକାରୁ ଆସିଥିବା ଦୁଇଜଣ ଯାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଶରୀରରେ ଚିହ୍ନଟ…
Read More...

କୋରାପୁଟର ୧୨ ଲକ୍ଷ ଓ ନବରଙ୍ଗପୁରର ସାଢ଼େ ୧୧ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା

ଭୁବନେଶ୍ବର, ୨୭।୧୧:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। …
Read More...

ଏକ୍ସପାୟାରୀ ଔଷଧକୁ ନେଇ ଆସିଲା ମାର୍ଗଦର୍ଶିକା: ପ୍ରତିଦିନ ଏକ୍ସପାୟାରୀ ତାରିଖ ଯାଞ୍ଚ କରିବେ ମେଡିସିନ୍ ଷ୍ଟୋର

ନୂଆଦିଲ୍ଲୀ, ୨୬।୧୧: ଏକ୍ସପାୟାରି ମେଡିସିନ୍‌ର ବଣ୍ଟନ ଓ ବ୍ୟବହାର ସମ୍ପର୍କରେ ବାରମ୍ବାର ଅଭିଯୋଗ ଆସିବା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଏନେଇ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି…
Read More...

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୨୧ ଜିଲ୍ଲା ସାମିଲ

ବାଲେଶ୍ବର,୨୬।୧୧:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବାଲେଶ୍ବର ଓ ଭର୍ଚୁଆଲ ମାଧ୍ୟମରେ ଭଦ୍ରକ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି।…
Read More...

୮୧ ଡାକ୍ତରଙ୍କ ନିଯୁକ୍ତିକୁ ମିଳିଲା ଅନୁମୋଦନ

ଭୁବନେଶ୍ବର, ୨୪।୧୧: ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲିଥିବା ଓଡ଼ିଶା ମେଡିକାଲ ଓ ସ୍ବାସ୍ଥ୍ୟସେବା (ଓଏମ୍‌ଏଚ୍‌ଏସ୍‌) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ)ରେ ଡାକ୍ତର ପଦବି ପୂରଣ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏଥିପାଇଁ…
Read More...

ରାଜ୍ୟରେ ୪ କୋଟି ଅତିକ୍ରମ କଲା କରୋନା ଟିକାକରଣ

ଭୁବନେଶ୍ବର, ୧୨।୧୧ : କରୋନା ଟିକାକରଣକୁ ନେଇ ଆଉ ଏକ ରେକର୍ଡ ସୃଷ୍ଟି କରିଛି ଓଡ଼ିଶା। ଓଡ଼ିଶାରେ କରୋନା ଟିକାକକରଣ ୪ କୋଟି ଅତିକ୍ରମ କରିଛି। ଏ ନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛି…
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲଥ୍ କାର୍ଡ ଯୋଜନାରେ ସାମିଲ ହେଲା କଳାହାଣ୍ଡି

ଭବାନୀପାଟଣା, ୮।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କଳାହାଣ୍ଡି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ ସହ ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି।…
Read More...

ମିଠା ଦୋକାନରେ ବିଏମ୍‌ସିର ସ୍ୱତନ୍ତ୍ର ଖାଦ୍ୟ ସୁରକ୍ଷା ଅଧିକାରୀଙ୍କ ଚଢ଼ାଉ

ଭୁବନେଶ୍ୱର, ୩।୧୧: ଆଜି ପୂର୍ବାହ୍ନରେ ଭୁବନେଶ୍ୱରର ବିଭିନ୍ନ ମିଷ୍ଟାନ୍ନ ଭଣ୍ଡାରକୁ ଖାଦ୍ୟ ଯାଞ୍ଚ ସ୍କ୍ୱାର୍ଡ ବୁଲି ଦେଖିଛନ୍ତି। ଦୀପାବଳି ଆସିଲେ ମିଠାର ଚାହିଦା ଅହେତୁକ ଭାବେ ବଢ଼ିଯାଏ। ଆଉ ମିଠା ବ୍ୟବସାୟୀମାନେ…
Read More...