Browsing Category

Uncategorized

ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ବର, ୨।୪: ଛତିଶଗଡ଼ ରାୟଗଡ଼ ଜିଲ୍ଲା ଚକ୍ରଧରନଗର ଥାନା ଅଞ୍ଚଳରେ ଘଟିଥିବା ଡବଲ୍‌ ମର୍ଡର ମାମଲାରେ ଆଜି ରାୟ ପ୍ରକାଶ ପାଇଛି। ରାୟଗଡ଼ ସେସନ୍ସ କୋର୍ଟ ମାମଲାକୁ ବିଚାର କରି ବ୍ରଜରାଜ ନଗରର ପୂର୍ବତନ ବିଧାୟକ…
Read More...

ଛାତ୍ରଛାତ୍ରୀଙ୍କୁ ମିଳିଲା ଫୁଲ୍‌ ମାର୍କ

ଭୁବନେଶ୍ବର, ୧୫।୩ : ସିବିଏସ୍‌ଇ ଦଶମ ଓଡ଼ିଆ ପରୀକ୍ଷା ମୂଲ୍ୟାଙ୍କନ ତ୍ରୁଟି ଘଟଣାରେ ପିଲାଙ୍କୁ ଫୁଲ୍ ମାର୍କ ମିଳିଛି। ଦଶମ ଟର୍ମ-୧ ଓଡ଼ିଆ ପ୍ରଶ୍ନପତ୍ରରେ ତ୍ରୁଟିଯୁକ୍ତ ପ୍ରଶ୍ନ ଆସିଥିଲା। ତେବେ କେନ୍ଦ୍ର ମନ୍ତ୍ରୀ…
Read More...

ସୁଲୋଚନା ଭୁବନେଶ୍ବର, ସୁବାସ କଟକ ଓ ସଂଘମିତ୍ରା ବ୍ରହ୍ମପୁର ମେୟର ପାର୍ଥୀ

ଭୁବନେଶ୍ବର, ୫।୩: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଆଜି ବିଜେଡି ଘୋଷଣା କରିଛି ଏହାର ମେୟର ପ୍ରାର୍ଥୀ। କଟକ, ଭୁବନେଶ୍ବର ସହ ବ୍ରହ୍ମପୁର ମହାନଗର ପାଇଁ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ…
Read More...

ପ୍ରଫେସର ଡି ପି ରାୟ ସୋଆର ନୂତନ ଚାନ୍‌ସିଲର୍‌

ଭୁବନେଶ୍ୱର, ୧।୨ : ବିଶିଷ୍ଟ କୃଷି ବିଜ୍ଞାନୀ ପ୍ରଫେସର ଦେବୀ ପ୍ରସାଦ ରାୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ଡିମ୍ଡ ବିଶ୍ୱବିଦ୍ୟାଳୟ ର ନୂତନ ଚାନ୍ସଲର ଭାବେ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି | ସୋଆର ପ୍ରତିଷ୍ଠାତା…
Read More...

ପରଲୋକରେ ବାପି ଲାହିରି

ଭୁବନେଶ୍ବର, ୧୬।୨: ପ୍ରସିଦ୍ଧ ଗାୟକ, ସଙ୍ଗୀତ ନିର୍ଦ୍ଦେଶକ ତଥା ଡିସ୍କୋ କିଙ୍ଗ ବାପି ଲାହିରି ଆଉ ନାହାନ୍ତି। ମୁମ୍ବାଇର ଜୁହୁର କ୍ରିଟିକେୟାର ହସ୍ପିଟାଲରେ ବାପି ଦା’ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ…
Read More...

ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ: ରାଜ୍ୟରେ ୭୦% ଭୋଟ୍‌ ଗ୍ରହଣ

ଭୁବନେଶ୍ବର,୧୬।୨: ରାଜ୍ୟରେ ଆଜି ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଏଥିରେ ରାଜ୍ୟରେ ୭୦ ପ୍ରତିଶତ ମତଦାନ ହୋଇଛି। ଏହି ପର୍ଯ୍ୟାୟରେ ମୋଟ ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର ରହିଥିଲେ।…
Read More...

ପୌର ନିର୍ବାଚନରେ ଭୋଟରଙ୍କ ପାଇଁ ରହିବ ‘ନୋଟା’ ବିକଳ୍ପ

ଭୁବନେଶ୍ବର, ୧୧।୨: ପଞ୍ଚାୟତ ନିର୍ବାଚନ ପରେ ହେବ ପୌର ନିର୍ବାଚନ। ଏଥର ପୌର ନିର୍ବାଚନ ପାଇଁ ଭୋଟ୍ ଗ୍ରହଣ କରିବାକୁ ଇଭିଏମ୍‌ର ବ୍ୟବହାର କରାଯିବାକୁ ଥିବା ବେଳେ ସେଥିରେ ‘ନୋଟା’ ବିକଳ୍ପ ରଖାଯିବ ବୋଲି ଆଜି ରାଜ୍ୟ…
Read More...

ସୁରେଶ ମହାପାତ୍ରଙ୍କ ଚାକିରି ୬ ମାସ ବଢ଼ିଲା

ଭୁବନେଶ୍ବର,୧୩/୧: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଚାକିରିକୁ ଆଉ ୬ ମାସ ବୃଦ୍ଧି କରାଯାଇଛି। ଗତ ଡିସେମ୍ବର ୩୧ ତାରିଖରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏ ସଂକ୍ରାନ୍ତରେ ଦିଆଯାଇଥିବା ପ୍ରସ୍ତାବକୁ କେନ୍ଦ୍ର…
Read More...

କାଶୀ ବିଶ୍ୱନାଥ କରିଡର୍ ପ୍ରକଳ୍ପର ଲୋକାର୍ପଣ କାଲି

ବାରଣାସୀ, ୧୨।୧୨: ବହୁ ପ୍ରତୀକ୍ଷିତ ବାରଣାସୀର ପ୍ରସିଦ୍ଧ କାଶୀ ବିଶ୍ୱନାଥ କରିଡର୍ ଶୁଭାରମ୍ଭ ପାଇଁ ଆରମ୍ଭ ହେଲାଣି କାଉଣ୍ଟଡାଉନ୍। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବହୁ ପ୍ରତିକ୍ଷିତ ପ୍ରକଳ୍ପର…
Read More...

ସୁପରଷ୍ଟାର ମିହିର ଦାସ ଅସୁସ୍ଥ

ଭୁବନେଶ୍ବର, ୯।୧୨: ଓଲିଉଡ୍‌ର ବରିଷ୍ଠ ଅଭିନେତା ମିହିର ଦାସ ଅସୁସ୍ଥ ହୋଇପଡ଼ିଛନ୍ତି। ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଗତ ୭ ତାରିଖରୁ ସେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।…
Read More...