ଯୁକ୍ତ ୨ରେ ଏଥର ମଧ୍ୟ ହେବ ତ୍ରୈମାସିକ ପରୀକ୍ଷା

ଭୁବନେଶ୍ବର, ୨୩।୮: ଯୁକ୍ତ ୨ରେ ଏଥର ମଧ୍ୟ ହେବ ତ୍ରୈମାସିକ ପରୀକ୍ଷା। ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷଙ୍କୁ ଚିଠି ଅବଗତ କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ। ୨୦୨୨-୨୩ ଶିକ୍ଷା ବର୍ଷରେ…
Read More...

ସିସୋଦିଆଙ୍କ ନାମରେ ମନି ଲଣ୍ଡରିଂ ମାମଲା ରୁଜୁ କଲା ଇଡି

ନୂଆଦିଲ୍ଲୀ, ୨୩।୮: ନୂଆ ଅବକାରୀ ନୀତି ଯୋଗୁ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ଅବକାରୀ ନୀତିରେ ଅନିୟମିତତା ହୋଇଥିବା ଅଭିଯୋଗରେ ସିବିଆଇ ମାମଲା ରୁଜୁ କରି ସିସୋଦିଆଙ୍କ ଘରେ ରେଡ୍‌…
Read More...

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ମନରେଗା ଶ୍ରମିକଙ୍କୁ ଉଚିତ ସମୟରେ ପ୍ରାପ୍ୟ ଦେବାକୁ ଦାବି

ଭୁବନେଶ୍ୱର, ୨୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ମନରେଗା(ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା) ପ୍ରସଙ୍ଗରେ ନବୀନ କେନ୍ଦ୍ର ସରକାରଙ୍କ ନିକଟରେ…
Read More...

୩୧ରେ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀଗସ୍ତ

ଭୁବନେଶ୍ବର, ୨୨।୮: ଚଳିତ ମାସ ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଚଳିତ ଅଗଷ୍ଟ ୬ ତାରିଖରେ ଦିଲ୍ଲୀ ଗସ୍ତରେ ଯାଇ ୮ରେ…
Read More...

ସୁବର୍ଣ୍ଣରେଖାରେ ବଡ଼ ବନ୍ୟା ଆଶଙ୍କା: ଏସ୍‌ଆର୍‌ସି

ଭୁବନେଶ୍ବର, ୨୧।୮: ସୁବର୍ଣ୍ଣରେଖାରେ ବଡ଼ ବନ୍ୟା। ଝାଡ଼ଖଣ୍ଡର ଗାଲୁଢ଼ି ବ୍ୟାରେଜରେ ୬ ଲକ୍ଷ କ୍ୟୁସେକ ପାଣି ଆସୁଛି। ତେଣୁ ସୁବର୍ଣ୍ଣରେଖା ୬ ଲକ୍ଷ କ୍ୟୁସେକ ପାଣି ଆସୁଛି। ସୁବର୍ଣ୍ଣରେଖା ଅବବାହିକାରେ ପ୍ରବଳ ବନ୍ୟା…
Read More...

କମଳା ପୂଜାରୀ ଅସୁସ୍ଥ

ଜୟପୁର, ୨୧।୮: ଅସୁସ୍ଥ ହେଲେ ପଦ୍ମଶ୍ରୀ କମଳା ପୂଜାରୀ। ତାଙ୍କୁ ଏବେ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଏକ ସ୍ବତନ୍ତ୍ର ଡାକ୍ତରୀ ଦଳ ଚିକିତ୍ସା କରୁଥିବା ଜଣାପଡ଼ିଛି।…
Read More...

ବନ୍ୟା ପରିସ୍ଥିତି ସୁଧୁରୁଛି, ଘାଇ ମରାମତି ଉପରେ ଗୁରୁତ୍ୱ : ଏସ୍ଆ‌ର୍‌ସି

ଭୁବନେଶ୍ୱର, ୧୯।୮: ମହାନଦୀ ଓ ତା’ର ଶାଖା ନଦୀରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିରେ ସୁଧାର ଆସୁଛି। ତେବେ ବନ୍ୟା ଜଳ ଛାଡ଼ିବା ପରେ କ୍ଷୟକ୍ଷତି ଆକଳନ କରାଯିବ। ଏବେ ଲୋକଙ୍କୁ ରିଲିଫ ସାମଗ୍ରୀ ଯୋଗାଇ ଦିଆଯିବା ସହ…
Read More...

୪ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା: ଜିଲ୍ଲାବାସୀଙ୍କୁ ସୁରକ୍ଷିତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଭୁବନେଶ୍ୱର, ୧୯।୮: ରାଜ୍ୟରେ ବନ୍ୟା ପରିସ୍ଥିତି ଲାଗି ରହିଥିବା ବେଳେ ଲଘୁଚାପଜନିତ ପ୍ରବଳ ବର୍ଷା ଆଶଙ୍କାରେ ୪ଟି ଜିଲ୍ଲାର ଲୋକମାନଙ୍କୁ ସୁରକ୍ଷିତ ରହିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ୍ କରିଛନ୍ତି। ଶ୍ରୀ…
Read More...

ସ୍ୱାଧୀନତା ଦିବସ ପରେଡ୍‌ ପାଇଁ ଟ୍ରାଫିକ୍‌ କଟକଣା

ଭୁବନେଶ୍ୱର,୧୩।୮: ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପରେଡ୍‌ ପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସକାଳ ୬ ଟା ୩୦ରୁ ପରେଡ୍‌ ଶେଷ ଯାଏ ପ୍ରଦର୍ଶନୀ ପଡ଼ିଆ ଚାରିପାଖ ରାସ୍ତା…
Read More...

ଆସନ୍ତାକାଲି ଏନ୍‌ଆଇଟିର ୧୯ତମ ସମାବର୍ତ୍ତନ

ରାଉରକେଲା, ୧୨।୮: ରାଉରକେଲାସ୍ଥିତ ଜାତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ(ଏନ୍‌ଆଇଟି)ର ୧୯ତମ ସମାବର୍ତ୍ତନ ଉତ୍ସବ ଆସନ୍ତାକାଲି ଅନୁଷ୍ଠିତ ହେବ। ଅନୁଷ୍ଠାନର ଭୁବନେଶ୍ବର ବେହେରା ଅଡିଟୋରିୟମରେ ପୂର୍ବାହ୍ନ ୧୦ଟାରୁ ଉତ୍ସବ…
Read More...